ଆଇପିଏଲ ୨୦୨୫ର ପ୍ରଥମ ସୁପର ଓଭର ବୁଧବାର ଦେଖିବାକୁ ମିଳିଥିଲା। ଏହି ମ୍ୟାଚରେ ଆଚରଣ ସଂହିତା ଉଲ୍ଲଂଘନ କରିଥିବା ଅଭିଯୋଗରେ ଦିଲ୍ଲୀ କ୍ୟାପିଟାଲ୍ସ ବୋଲିଂ କୋଚ୍ ମୁନାଫ ପଟେଲଙ୍କୁ ତାଙ୍କ ମ୍ୟାଚ୍ ଫିର ୨୫ ପ୍ରତିଶତ ଜରିମାନା କରାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚକୁ ସୁପର ଓଭରରେ ଜିତି ନେଇଥିଲା ଦିଲ୍ଲୀ କ୍ୟାପିଟାଲ୍ସ।
ଆଇପିଏଲ ୨୦୨୫ର ପ୍ରଥମ ସୁପର ଓଭର ବୁଧବାର ଦେଖିବାକୁ ମିଳିଛି। ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚକୁ ସୁପର ଓଭରକୁ ନାଟକୀୟ ଢଙ୍ଗରେ ଜିତି ନେଇଛି ଦିଲ୍ଲୀ।
ମ୍ୟାଚ ପରବର୍ତ୍ତୀ ରାହୁଲଙ୍କ ସେଲିବ୍ରେସନ ବେଶ ଆକର୍ଷଣୀୟ ଥିଲା। ୟଶ ଦୟାଲଙ୍କୁ ଛକା ମାରି ଷ୍ଟାଇଲରେ ମ୍ୟାଚ ଫିନିଶ କରିଥିବା ବେଳେ କାନ୍ତାରା ଫିଲ୍ମ ଷ୍ଟାଇଲରେ ସେଲିବ୍ରେଟ କରିଥିଲେ। ରାହୁଲଙ୍କ ଏଭଳି ସେଲିବ୍ରେସନକୁ ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଆରସିବି ମ୍ୟାନେଜମେଣ୍ଟ ପାଇଁ ଏକ ଷ୍ଟେଟମେଣ୍ଟ ବୋଲି କହିଥିଲେ।
ଆଇପିଏଲ୍ ୨୦୨୫ରେ ନୂଆ ଫିନିଶର୍ ଭାବେ ଉଭା ହୋଇଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସର ଆଶୁତୋଷ ଶର୍ମା । ଲକ୍ଷ୍ନୌ ବିପକ୍ଷ ଟିମ୍ର ପ୍ରଥମ ମ୍ୟାଚ୍ରେ ୩୧ ବଲ୍ରୁ ଅପରାଜିତ ୬୬ ରନ୍ର ମ୍ୟାଚ୍-ବିଜୟୀ ଇନିଂସ୍ ଖେଳିଥିଲେ ଏହି ପ୍ରତିଭାଶାଳୀ ବ୍ୟାଟର୍ । ଆଗାମୀ ଦିନରେ ଟି-୨୦ରେ ଟିମ୍ ଇଣ୍ଡିଆର ନୂଆ ଫିନିଶର୍ ହେବେ କି ଆଶୁତୋଷ?
ଜିରୋରୁ ହିରୋ ପାଲଟିଥିବା ଜଣେ କ୍ରିକେଟର ହେଉଛନ୍ତି ଆଶୁତୋଷ ଶର୍ମା। ଗତ ସିଜନରେ ପଞ୍ଜାବ କିଙ୍ଗ୍ସ ପକ୍ଷରୁ ଖେଳି ସମସ୍ତଙ୍କ ଧ୍ୟାନ ନିଜ ଆଡକୁ ଟାଣିବାରେ ସଫଳ ହୋଇଥିଲେ। ଶଶାଙ୍କ ସିଂଙ୍କ ସହିତ ମିଶି ଧୂଆଁଧାର ବ୍ୟାଟିଂ କରିଥିଲେ ଆଶୁତୋଷ। ଅଧିକାଂଶ ମ୍ୟାଚରେ ଇମ୍ପାକ୍ଟ ପ୍ଲେୟର ଭାବେ ଆସିବା ସହ ନିଜର ଛାପ ଛାଡିବାରେ ସଫଳ ହୋଇଥିଲେ।
ଦିଲ୍ଲୀ ପକ୍ଷରୁ ଆଶୁତୋଷ ମିଶ୍ର ଅପରାଜିତ ୬୬ ରନ୍ କରିଥିବା ବେଳେ ବିପରାଜ୍ ନିଗମ ୧୫ ବଲ୍ ୩୯ ରନ୍ କରିଥିଲେ ।
ଆୟର ଏକ ରେଷ୍ଟୁରାଣ୍ଟରେ ଖାଉଥିବା ସମୟରେ ଜଣେ ଫ୍ୟାନଙ୍କ ସହିତ ସେଲଫି ନେଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ଏହାକୁ ସମସ୍ତେ ପ୍ରଶଂସା କରିଛନ୍ତି।
ଆଇପିଏଲ କୋଡ୍ ଅଫ୍ କଣ୍ଡକ୍ଟର ଉଲ୍ଲଂଘନ କରିଥିବାରୁ ଋଷଭ ପନ୍ତଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ଗତକାଲି ଇଣ୍ଡିଆନ ପ୍ରିମିୟର ଲିଗରେ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିଥିଲା ଦିଲ୍ଲୀ କ୍ୟାପିଟାଲ୍ସ। ଚେନ୍ନାଇକୁ ହରାଇ ଆଇପିଏଲ୍ ୨୦୨୪ରେ ପ୍ରଥମ ବିଜୟ ହାସଲ କରିଥିଲା ଦିଲ୍ଲୀ।
ଚେନ୍ନାଇକୁ ୨୦ ରନରେ ପରାସ୍ତ କରି ଟୁର୍ଣ୍ଣାମେଣ୍ଟରେ ନିଜର ପ୍ରଥମ ବିଜୟ ହାସଲ କରିଛି ଦିଲ୍ଲୀ । ବିଶାଖାପାଟଣାରେ ଖେଳା ଯାଇଥିବା ଏହି ମ୍ୟାଚରେ ଟସ୍ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିଥିଲା ଦିଲ୍ଲୀ ।
ଆଇପିଏଲର ୧୬ ବର୍ଷର ଇତିହାସରେ ରନ୍ ଦୃଷ୍ଟିରୁ ଏହା କୌଣସି ଦଳ ପାଇଁ ସବୁଠୁ ବଡ଼ ପରାଜୟ। ୧୬ ବର୍ଷ ଭିତରେ ଏତେ ରନ୍ ବ୍ୟବଧାନରେ ଆଉ କୌଣସି ଟିମ୍ ପରାଜୟ ବରଣ କରିନାହିଁ।
ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ ପ୍ରସ୍ତୁତ ନ ଥିବାରୁ ପ୍ରଥମ ଦୁଇଟି ମ୍ୟାଚ୍ ଅନ୍ୟ ଷ୍ଟାଡିୟମରେ ଖେଳାଯିବାର ସମ୍ଭାବନା ରହିଛି।
ଆଇପିଏଲ୍ର ଚଳିତ ସଂସ୍କରଣରେ ୧୨ଟି ମ୍ୟାଚ୍ରୁ ୮ଟିରେ ପରାଜୟ ପରେ ପ୍ଲେ ଅଫ୍ରୁ ବାଦ ପଡ଼ିଛି ଦିଲ୍ଲୀ କ୍ୟାପିଟାଲ୍ସ ।
ଦିଲ୍ଲୀ ଦଳର ତାରକା ଖେଳାଳି ପାୱେଲ ନିଜର ଦମ୍ ଦେଖାଇଛନ୍ତି । ସେ ୩୫ ବଲରେ ୬୭ ରନ୍ର ଇନିଂସ ଖେଳିଥିଲେ । ଏହି ସମୟରେ ସେ ୬ଟି ଲମ୍ବା ଛକା ମାରିଥିଲେ ।
କ୍ୱାରେଣ୍ଟିନ୍ରେ ଦିଲ୍ଲୀ କ୍ୟାପିଟାଲ୍ସ(Delhi Capitals)ର ପୁରା ଟିମ୍। କ୍ରିକେଟର Physio Patrick Farhart କରୋନା ପଜିଟିଭ୍ ଚିହ୍ନଟ ପରେ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ୍ କରାଯାଇଥିଲା।
ଦିଲ୍ଲୀ କାରଣରୁ ଜଳବନ୍ଦୀ ରାସ୍ତାଘାଟ । ରାଜଧାନୀରେ ଉପୁଜୁଛି ଟ୍ରାଫିକ ସମସ୍ୟା । ଏନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଉଛି । ଡ୍ରେନେଜ ବ୍ୟବସ୍ଥା ନଥିବାର କହୁଛନ୍ତି ସାଧାରଣ ଜନତା ।