ଦୁଷ୍କର୍ମକାରୀଙ୍କ ପରିଚୟ, କେତେ ଜଣ ଦୁଷ୍କର୍ମକାରୀ ଥିଲେ, ତାଙ୍କ ସହ କେଉଁଠି କଣ ଘଟିଥିଲା, କିଛି କହିପାରୁନଥିଲେ ।
ଅଭିଯୁକ୍ତ ସ୍ୱାମୀ ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରୁଥିଲା । ଆଉ ଏହି କାରଣକୁ ନେଇ ବାରମ୍ବାର ଉଭୟଙ୍କ ମଧ୍ୟରେ ବଚସା ଲାଗି ରହୁଥିଲା । ହେଲେ ହଠାତ୍ ଗତକାଲି ବିଳମ୍ବିତ ରାତିରେ ଦୁହିଁଙ୍କ ବଚସା ଉଗ୍ରରୂପ ଧାରଣ କରିଥିଲା ।