ରାଜଧାନୀ ଦିଲ୍ଲୀରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗତକାଲି ଭଳି ଆଜି ମଧ୍ୟ କ୍ୟାପିଟାଲ ସିଟିରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି।