ଅତିଥିଙ୍କୁ ସ୍ୱାଗତ ଲାଗି ଏଠାରେ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଭାରତ ମଣ୍ଡପମର ବିଲଡିଂକୁ ରଙ୍ଗୀନ ଆଲୋକମାଳାରେ ସଜାଯିବା ସହ ଚାରିଆଡ ସଫାସୁତରା କରାଯାଉଛି ।
ସଜେଇ ହେଉଛି କ୍ୟାପିଟାଲ୍ ସିଟି ଦିଲ୍ଲୀ । ଯେଉଁଠି ଦେଖିବେ ସବୁଠି G-20ର କ୍ରେଜ୍ । ସମସ୍ତେ ସହରକୁ ଚକାଚକ୍ କରିବାରେ ବ୍ୟସ୍ତ । କେଉଁଠି ରାସ୍ତାକଡେ କଡେ ଫୁଲଗଛ ସୋ’ ଗଛ ଲଗା ଯାଉଛି ତ ଆଉ କେଉଁଠି କାନ୍ଥ ବାଡରେ ଚିତ୍ର ବିଚିତ୍ର କରାଯାଇଛି ।
ଅତିଥିଙ୍କ ସ୍ୱାଗତ ପାଇଁ ସାରା ଦେଶରେ ଉତ୍ସାହ ଦେଖିବାକୁ ମିଳିଥିବା ବେଳେ ବିଭିନ୍ନ ସ୍ଥାନରେ ଗତ କିଛି ମାସ ହେବ G20 କାର୍ଯ୍ୟକ୍ରମ ଆୟୋଜନ ହେଉଛି ।
ଏହିଭଳି ଜଣେ ନେତାଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ଚୟନ କଲେ ତାହା ଦେଶ ପାଇଁ ଶୁଭଙ୍କର ହେବ ବୋଲି ଆପ କହିଛି ।
ଖାଲି ଦୁଷ୍କର୍ମ ନୁହେଁ ସେହି ସମୟର କିଛି ଅଶ୍ଳୀଳ ଫଟୋ ଓ ଭିଡିଓ ମଧ୍ୟ କରାଯାଇଥିବା ପୋଲିସ କହିଛି । ପୋଲିସର ସୂଚନା ଅନୁସାରେ ପୀଡ଼ିତା ମହିଳା ଚାକିରି କରିବାକୁ ଇଚ୍ଛୁକ ଥିଲେ ।
ରାଜଧାନୀ ଦିଲ୍ଲୀରେ ଲୋମଟାଙ୍କୁରା କାଣ୍ଡ..ସ୍ନେହ, ଶ୍ରଦ୍ଧା ଆଉ ବିଶ୍ୱାସରେ ଅଙ୍କଲ୍ ଡାକୁଥିବା ଝିଅ ସହ ଆଜି ଯାହା ଘଟିଯାଇଛି, ନା କେହି କଳନା କରିଥିବେ ନା କେହି ସ୍ୱପ୍ନରେ ଭାବିଥିବେ ।
ଖାଲି ସେତିକି ନୁହେଁ, ଛାତ୍ରଙ୍କୁ ପ୍ରବଳ ମାଡ଼ ମଧ୍ୟ ମରାଯାଇଛି । ଜଣେ ଶିକ୍ଷକଙ୍କ ସମେତ ଦୁଇ ଜଣ ଶିକ୍ଷୟିତ୍ରୀ ତାଙ୍କୁ ମାଡ଼ ମାରିଛନ୍ତି । ଆଉ ଗୁରୁତର ଅବସ୍ଥାରେ ଛାଡ଼ିଛନ୍ତି ।
ଦିନକ ପରେ ଦେଶ ପାଳିବ ୭୭ତମ ସ୍ୱାଧୀନତା ଦିବସ । ଦିଲ୍ଲୀରୁ ପଲ୍ଲୀଯାଏଁ ଚାଲିଛି ପ୍ରସ୍ତୁତି, ଲାଲକିଲାରେ ସରିଲା ଫୁଲ୍ ଡ୍ରେସ୍ ରିହର୍ସାଲ । ଏପଟେ ରାଜ୍ୟସ୍ତରୀୟ ଉତ୍ସବ ଲାଗି ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ବି ଜୋରଦାର ପରେଡ୍ ଅଭ୍ୟାସ
କୃଷି ଓ କୃଷକଙ୍କ ଜିଲ୍ଲା ସୁବର୍ଣ୍ଣପୁର । ଏଠି ୯୦ ପ୍ରତିଶତ ଲୋକ ଚାଷକାମ କରି ଜୀବିକା ନିର୍ବାହ କରନ୍ତି । ଉଭୟ ଖରିଫ୍ ଏବଂ ରବି ଋତୁରେ ଧାନ ଓ ପନିପରିବା ଚାଷ କରି ପରିବାର ଚଳନ୍ତି ଏଠିକାର ଚାଷୀ....
ବର୍ଷକ ବାରମାସ ତାଙ୍କ କ୍ଷେତରେ କିଛି ନା କିଛି ଚାଷ ହେଉଥାଏ । ସନ୍ତୋଷିନୀ ଏହି ଚାଷ ଜମିରୁ ନିଜର ପରିବାର ସହ ଆହୁରୀ ୬ ପରିବାରଙ୍କୁ ନିଯୁକ୍ତି ଦେଇଛନ୍ତି । ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଗାଁର ଯୁବରାଜ ଛତ୍ରିଆ ।
ଦିଲ୍ଲୀ ବନ୍ୟା ନେଇ ମୋଦି- LG ଆଲୋଚନା
ଯମୁନା ୪୫ ବର୍ଷର ରେକର୍ଡ ଭାଙ୍ଗି ଏବେବି ବିପଦ ସଂକେତ ଠାରୁ ୨ ମିଟର ଉପରେ ପ୍ରବାହିତ ହେଉଥିବା ବେଳେ, ରାଜଧାନୀ ଦିଲ୍ଲୀର ବନ୍ୟା ସ୍ଥିତିରେ ସେଭଳି ବିଶେଷ ସୁଧାର ଆସିନି। ତଳିଆ ଅଞ୍ଚଳରୁ ଭିଆଇପି ଏରିଆ ଯାଏଁ, ସବୁଆଡ଼େ ଜଳବନ୍ଦୀ ସ୍ଥିତି। ଆଗକୁ ବି କିଛି ଦିନ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। NDRF ସହିତ ସ୍ଥଳସେନା ଓ ନୌସେନାଙ୍କୁ ନିୟୋଜିତ କରାଯାଇଛି ଦିଲ୍ଲୀ ଜଳଦୁର୍ଦ୍ଦଶାର ପ୍ରଶମନ ପାଇଁ। ଏଭିତରେ ୨୫ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ, ୩ଟି ଜୀବନ ଯାଇଥିବା ସୂଚନା ମିଳିଛି।
ଟଙ୍କା ଛଡ଼ାଇନେବା ସମୟରେ ବୃଦ୍ଧ ଜଣକ ରାସ୍ତାରେ ଛିଟିକି ପଡ଼ିଥିବା ମଧ୍ୟ ଅଭିଯୋଗ ହୋଇଛି । ପୋଲିସର ସୂଚନା ଅନୁସାରେ ବୃଦ୍ଧ ବ୍ୟବସାୟୀ ସାନସର ସିଂ ତାଙ୍କ ପରିବାର ସହିତ ଗାଜିଆବାଦରେ ରହୁଥିଲେ । ହେଲେ ହର୍ଷ ବିହାରରେ ଏକ ଦୋକାନ କରିଥିଲେ ।
ରାଜଧାନୀ ଦିଲ୍ଲୀର ମୁଖାର୍ଜୀ ନଗରରେ ଥିବା କୋଚିଂ ସେଣ୍ଟରରେ ଲାଗିଛି ନିଆଁ
ଏକ ଆର୍ଥିକ ବିବାଦ ନେଇ ଏକ ମାମଲାର ଶୁଣାଣି ପାଇଁ ମହିଳା ଜଣକ କୋର୍ଟକୁ ଆସିଥିଲେ । ଏହି ସମୟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ପୋଲିସ ସୂଚନା ଦେଇଛି ।
ଆମେ ସାଧାରଣତଃ ଜାଣିଛନ୍ତି ବା ଶୁଣିଛନ୍ତି ଛୁଆ ଜନ୍ମ ହେବା ପରେ ତା’ର ହାର୍ଟ ସର୍ଜରୀ କରାଯାଏ । କିନ୍ତୁ ଏଠି ମାଆର ଗର୍ଭରେ ଥିବା ବେଳେ ଛୁଆର କରାଯାଇଛି ହାର୍ଟ ସର୍ଜରୀ ।
ପୋଲିସ ଉପସ୍ଥିତରେ ଗଣ୍ଡଗୋଳ ଚାଲିଥିଲା । ଗତ ଦୁଇ ଦିନ ତଳେ ହିଁ ଦିଲ୍ଲୀରେ ମେୟର ନିର୍ବାଚନ ସରିଛି ।
ପ୍ରତାପ ନନା କହିଲେ ଏମିତିକା ଘର ମୋର ଭାରି ପସନ୍ଦ । ଘର କାନ୍ଥରେ ବୃକ୍ଷଲତା ଓ ଯୋଗମୁଦ୍ରାର ପ୍ରତିଛବି ସ୍ପଷ୍ଟ ଦର୍ଶାଉଛି ଜଣେ ସରଳ ମଣିଷର ନିଛକ ପ୍ରକୃତି ପ୍ରେମକୁ ।
ଦର୍ଶକଙ୍କ ଭଲ ପାଇବା ସାଉଁଟି ମୁଁ ଦିଲ୍ଲୀ ଯାଉଛି, ମୋର ଆଶା ଓ ବିଶ୍ୱାସ ଭଲ ହୋଇ ଫେରିବି; ପିଣ୍ଟୁ ନନ୍ଦ
ଗ୍ୟାଙ୍ଗ୍ ଲିଡର ରକ୍ତ କର୍କଟ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଛି ।
ପଞ୍ଜାବ, ହରିୟାଣା ଓ ଉତ୍ତରାଖଣ୍ଡରେ ବି ପ୍ରବଳ ଶୀତ(Cold wave)
ବଦଳିଲା ଅଫତାବ୍ର ଠିକଣା। ଏଣିକି ତିହାର ଜେଲର୍ ସେଲ୍ ନମ୍ବର-୪ରେ ରହିବ ଅଫତାବ୍..କେହି ଭେଟିବେନି କି କେହି କଥା ହେବେନି...ଏକା ଏକା ରହିବ ଅଫତାବ୍...
ଦିଲ୍ଲୀର ଉପରାଜ୍ୟପାଳ ଇମାମ ସହି ଅହମ୍ମଦ ବୁଖାରୀଙ୍କ ସହ ଆଲୋଚନା କରି ଏହି ନିର୍ଦ୍ଦେଶ ହଟାଇବାକୁ ଅନୁରୋଧ କରିଥିଲେ ।
ବିଜେପିର ରାଲିରେ କମ୍ପିଲା ଦିଲ୍ଲୀ। ଏକା ସାଙ୍ଗରେ ୧୪ ରାଲି !! କେଉଁଠି କେନ୍ଦ୍ରମନ୍ତ୍ରୀ ତ କେଉଁଠି ଖୋଦ୍ ଜେପି ନଡ୍ଡା