• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Delta Plus

Maharashtra
ମହାରାଷ୍ଟ୍ରରେ ବୃଦ୍ଧି ପାଉଛି ଡେଲଟା ପ୍ଲସ୍ ଭାରିଏଣ୍ଟ୍ ପ୍ରକୋପ : ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୬ରେ ପହଞ୍ଚିଲା

ମହାରାଷ୍ଟ୍ରରେ ପୁଣି ବୃଦ୍ଧି ପାଉଛି ସଂକ୍ରମଣ । ରାଜ୍ୟରେ ଡେଲଟା ଭାରିଏଣ୍ଟ୍ ଭୟ ମଧ୍ୟ ବଢ଼ି ବଢ଼ି ଚାଲିଛି । ସୋମବାର ଦିନ ଡେଲଟା ଭାରିଏଣ୍ଟର ୧୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ନୂତନ ରୋଗୀଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଡେଲଟା ପ୍ଲସ୍ ଭାରିଏଣ୍ଟ ରୋଗୀଙ୍କ ସଂଖ୍ୟା ୭୬କୁ ବୃଦ୍ଧି ପାଇଛି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ମିରାଜ କୋହ୍ଲାପୁରରୁ ୬ଟି, ରତ୍ନାଗିରିରୁ ୩ଟି ଏବଂ ସିନ୍ଧୁଦର୍ଗରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଡେଲଟା ଭାରିଏଣ୍ଟ୍ ଯୋଗୁଁ ୫ ଜଣଙ୍କର ମୃତ୍ୟୁ ହୋଇଛି ।

delta-plus-variant
ଭୟଙ୍କର ହେଉଛି ଡେଲ୍‌ଟା ପ୍ଲସ୍‌ ସଂକ୍ରମଣ: ୬୩ ବର୍ଷୀୟା ମହିଳାଙ୍କ ଗଲା ଜୀବନ

୧୧ ଅଗଷ୍ଟରେ ସମ୍ପୃକ୍ତ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ପକ୍ଷରୁ କୁହାଯାଇଛି କିନ୍ତୁ କେଉଁ କାରଣରୁ ତାଙ୍କର ପ୍ରାଣ ଯାଇଥିଲା ସେନେଇ କୌଣସି ତଥ୍ୟ ମିଳିନଥିଲା କିନ୍ତୁ ଆଜି ମେଡ଼ିକାଲ କର୍ତ୍ତୃପକ୍ଷ ସ୍ପଷ୍ଟ କରିଛନ୍ତି। ଏହାସହ ମୁମ୍ବାଇ ମହାନଗର ନିଗମ ବିଏମସି ପକ୍ଷରୁ ସରକାରଙ୍କ ପକ୍ଷରୁ ମଧ୍ୟ ଏକ ସୂଚନା ଦିଆଯାଇଛି। ଯେଉଁଥିରେ କୁହାଯାଇଛି, ବର୍ତ୍ତମାନ ମୁମ୍ବାଇରେ କେବଳ ୭ ଡେଲ୍‌ଟା ପ୍ଲସ୍‌ ମାମଲା ସକ୍ରିୟ ରହିଛି।

delta
ଦେଶରେ ତୃତୀୟ ଲହର ଅଣିବ କି ଡେଲ୍‌ଟା ପ୍ଲସ୍ ଭ୍ୟାରିଆଣ୍ଟ ?

ନୂଆଦିଲ୍ଲୀ: ଦେଶରେ ତୃତୀୟ ଲହର ଅଣିବ କି ଡେଲ୍‌ଟା ପ୍ଲସ୍ ? ଏହାକୁ କରୋନାର ଚିନ୍ତାଜନକ ଭ୍ୟାରିଆଣ୍ଟ୍ ବୋଲି କେନ୍ଦ୍ର ସରକାର ଘୋଷଣା କରିସାରିଥିବା ବେଳେ, ଏବେ ସୁଦ୍ଧା ଭାରତର ମୁଖ୍ୟତଃ ୪ଟି ରାଜ୍ୟରେ ୪୦ଟି ଡେଲ୍ଟା ପ୍ଲସ୍ କେସ୍ ଚିହ୍ନଟ…