• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Delta Variant

Omicron
ଆଗକୁ ଆସିପାରେ ଦ୍ରୁତ ସଂକ୍ରାମକ ଭାରିଆଣ୍ଟ

ଓଡ଼ିଶାରେ ୯୮ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ । ଏହି ସୂଚନା ଆଇଏଲଏସ୍‌ର ଜିନମ୍ ସିକ୍ୱେନ୍ସିଂ ରିପୋର୍ଟରୁ ମିଳିଛି । ଜାନୁୟାରୀ ୨୭ରୁ ଆଇଏଲ୍ଏସ୍ ପକ୍ଷରୁ ଗତ ଫେବ୍ରୁୟାରୀ ୪ ତାରିଖ ମଧ୍ୟରେ ୨୪୧ଟି କରୋନା ପଜିଟିଭ୍ ନମୂନାର ସିକ୍ୱେନ୍ସିଂ କରାଯାଇଥିଲା ।

Delta Variant
ଓଡ଼ିଶାରେ ଏବେ ବି ସକ୍ରିୟ ଡେଲ୍‌ଟା ଭ୍ୟାରିଆଣ୍ଟ: ହାଲୁକା ନନେବାକୁ ପରାମର୍ଶ

ଏପଟେ ଥରକୁ ଥର ରୂପ ବଦଳାଉଥିବା କରୋନାର ୟା ଭିତରେ ସୃଷ୍ଟି ହୋଇଛି ଆଉ ଏକ ନୂଆ ଭାରିଆଣ୍ଟ। ଯାହାର ନାଁ ନିଓକୋଭ।

Coronavirus
ସାବଧାନ ! ଏବେ ବି ଦେଶରେ ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ ରହିଛି

ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିନ୍ତୁ ଦେଶରେ ଏବେ ବି ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ ଥିବା ନ୍ୟାସନାଲ ସେଣ୍ଟର ଫର୍‌ ଡିଜିଜ୍ କଣ୍ଟ୍ରୋଲ(NCDC) ପକ୍ଷରୁ ସୂଚନା ଦିଆଯାଇଛି।   

2 VIMSAR Students Test Positive For Delta Variant
ଭିମସାରରୁ ୨ ଡେଲଟା ଭାରିଆଣ୍ଟ ଚିହ୍ନଟ

ବୁର୍ଲା ଭିମସାରର କୋଭିଡ୍ ଆକ୍ରାନ୍ତ ଡାକ୍ତରୀ ଛାତ୍ରଙ୍କ ଜେନମ୍ ସିକ୍ୱେନସିଂ ରିପୋର୍ଟରୁ ୨ଟି ଡେଲଟା ଭାରିଆଣ୍ଟ ଚିହ୍ନଟ କରାଯାଇଛି..

fujian province lockdown after outbreak
ଚୀନ୍‌ରେ ଡେଲ୍ଟା ଭାରିଆଣ୍ଟ ଆତଙ୍କ ; କଡାକଡ଼ି ହେଲା ଲକଡାଉନ୍

କରୋନା ପୁଣି ଥରେ ଚାଇନାରେ କାୟା ବିସ୍ତାର କରୁଛି। ଚୀନ୍‌ର ଫୁଜିଆନ୍‌ ପ୍ରଦେଶର ଉପକୂଳବର୍ତ୍ତୀ ସିଆମେନରେ ଲକଡାଉନ୍ ଘୋଷଣା କରାଯାଇଛି। କୋଭିଡ୍-୧୯ର ଡେଲ୍ଟା ଭାରିଏଣ୍ଟ ମାମଲା ଆସିବା ପରେ ଏଠାରେ ଲୋକେ ଭୟଭୀତ ହୋଇ ଯାଇଛନ୍ତି ।

corona virus
ପୁଣି ସାମ୍ନାକୁ ଆସିଲା କରୋନାର ଆଉ ଏକ ଭ୍ୟାରିଆଣ୍ଟ, ଡେଲ୍‌ଟାଠୁ ବି ଅଧିକ ଭୟଙ୍କର

ସାରା ବିଶ୍ୱ କରୋନା ମହାମାରୀକୁ ନେଇ ଆତଙ୍କିତ । ଗତ ଦେଢ଼ ବର୍ଷ ହେବ ଲୋକେ ମରି ମରି ବଞ୍ଚୁଛନ୍ତି । ଘରୁ ବାହାରିଲେ ମୃତ୍ୟୁର ଭୟ । ତେବେ ଏହାରି ଭିତରେ ଏହି ମହାମାରୀ ପଞ୍ଝାରୁ ବର୍ତ୍ତିବା ପାଇଁ ଏକ ମାତ୍ର ରାସ୍ତା ଖୋଜି ବାହାର କରିଛନ୍ତି ବିଶେଷଜ୍ଞମାନେ ।

corona third wave
ଅଗଷ୍ଟରେ ଆସିପାରେ ତୃତୀୟ ଲହର

ଭୟଙ୍କର ରୂପ ନେଇଛି କରୋନର ଡେଲ୍‌ଟା ଭାରିଏଣ୍ଟ। ସେଥିପାଇଁ ୨ୟ ଲହାର ଏତେ ଜୀବନ ନେଇଗଲା। ଏହି ଡେଲ୍‌ଟା ହିଁ ତୃତୀୟ ଲହରର କାରଣ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର। 

who
ଟିକାକରଣ ଅଭିଯାନକୁ ତ୍ୱରାନ୍ୱିତ ନକଲେ ମାରାତ୍ମକ ହୋଇପାରେ ଡେଲଟା ଭାରିଏଣ୍ଟ୍

କରୋନା ଭାଇରସ ଠାରୁ ରକ୍ଷା ପାଇବାକୁ ହେଲେ ଟିକାକରଣ ଅଭିଯାନକୁ ତ୍ୱରାନ୍ୱିତ କରିବାକୁ ପଡ଼ିବ । ଡେଲଟା ଭାରିଏଣ୍ଟ୍ ଏବଂ ନୂଆ ନୂଆ ଭାରିଏଣ୍ଟ୍ ବର୍ତ୍ତମାନ ତୁଳନାରେ ଅଧିକ ମାରାତ୍ମକ ହୋଇପାରନ୍ତି ବୋଲି ଚେତାବନୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଡେଲଟା ଭାରିଆଣ୍ଟ ସମସ୍ତଙ୍କ ପାଇଁ ଏକ ଚେତାବନୀ ।

Delta Variant
ହାଡ଼ଫୁଟି ପରି ସଂକ୍ରାମକ ଡେଲଟା ଭାରିଏଣ୍ଟ୍ !

ଭାଇରସର ଅନ୍ୟ ଭାରିଏଣ୍ଟ୍ ତୁଳନାରେ ଡେଲଟା ଭାରିଏଣ୍ଟ୍ ଘାତକ ହେବା ସହ ଚିକେନପକ୍ସ ବା ହାଡ଼ଫୁଟି ପରି ଦ୍ରୁତଗତିରେ ବ୍ୟାପିପାରେ ବୋଲି ଏକ ରିପୋର୍ଟରେ କହିଛି ଆମେରିକାର ରୋଗ ନିୟନ୍ତ୍ରଣ ଓ ନିବାରଣ କେନ୍ଦ୍ର (ସିଡିସି) ।

delta varinet
ଚୀନରେ ଡେଲଟା ଭାରିଏଣ୍ଟ୍ ଆତଙ୍କ : ଦ୍ରୁତ ଗତିରେ ବ୍ୟାପୁଛି ଭାଇରସ୍

ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ଚୀନର ରାଜଧାନୀ ବେଜିଂ ସମେତ ୧୫ଟି ସହରରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଡିସେମ୍ବର ୨୦୧୯ରେ ଉହାନରେ ଭାଇରସ୍ ପ୍ରକୋପ ପରେ ସରକାରୀ ମିଡିଆ ଏହାକୁ ସବୁଠାରୁ ବ୍ୟାପକ ରୋଗ ସଂକ୍ରମଣ ବୋଲି କହିଛି ।

Lav Agrawal
ଟିକା ନେବା ପରେ ବି ଡେଲଟା ଭାରିଆଣ୍ଟ ଯୋଗୁଁ ଅଧିକାଂଶ ଭାରତୀୟ ସଂକ୍ରମିତ

ଅନ୍ୟ ଭାରିଆଣ୍ଟ ଅପେକ୍ଷା ଡେଲଟା ଯୋଗୁଁ ଅଧିକାଂଶ ଭାରତୀୟ ସଂକ୍ରମିତ । ICMR ପକ୍ଷରୁ କରାଯାଇଥିବା ସର୍ଭେରେ ଡେଲଟା ଅଧିକ ପ୍ରଭାବୀ ବୋଲି ସ୍ପଷ୍ଟ ହୋଇଛି ।