ମୌସୁମୀ ଆରମ୍ଭରୁ ଡେଙ୍ଗୁ ଭୟ ଘାରିଥାଏ । ଡେଙ୍ଗୁ ମଶା କାମୁଡିବାକୁ କାରଣରୁ ହୋଇଥାଏ । ତେବେ ଏହି ସମୟରେ ଖାଦ୍ୟପେୟ ଉପର ବିଶେଷ ଗୁରୁତ୍ୱ ଦେବାକୁ ପଡିଥାଏ । ତେବେ ଚାଲନ୍ତୁ ଜାଣିବା କିଛି ଖାଦ୍ୟ ଟିପ୍ସ... ଯାହାକୁ ଖାଇଲେ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଫାଇଦା ହୋଇଥାଏ ।
ଗତକାଲି ସୁଦ୍ଧା ୪୮୮ ଜଣ ଡେଙ୍ଗୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଯାଏଁ ମୋଟ ୩୫ ହଜାର ୪୭୦ ଟେଷ୍ଟିଂ ହୋଇଛି।
କ୍ରିକେଟର ଶୁବମନ ଗିଲ୍ ଡେଙ୍ଗୁରେ ଆକ୍ରାନ୍ତ ଅଛନ୍ତି ।
ଖୋର୍ଦ୍ଧାରେ ଚିହ୍ନଟ ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ୯୦ ପ୍ରତିଶତ କେବଳ ଭୁବନେଶ୍ୱର ମହାନଗର ନିଗମରୁ ଚିହ୍ନଟ ହୋଇଛନ୍ତି।
ପ୍ଲେଟଲେଟ୍ ବଦଳରେ ଡେଙ୍ଗୁ ରୋଗୀଙ୍କୁ ଦେଲେ ଫଳ ଜୁସ୍। ଏଥିପାଇଁ ରୋଗୀଙ୍କ ଜୀବନ ଚାଲି ଯାଇଥିବା ଅଭିଯୋଗ ହୋଇଛି।
OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behaves