ଉଦବେଗଜନକ ପାଲଟିଛି ରାଜଧାନୀ ଭୁବନେଶ୍ବରର ସ୍ଥିତି। ବିଶେଷକରି କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କର ଡେଙ୍ଗୁରେ ପରଲୋକ ପରେ ସାଧାରଣରେ ଚିନ୍ତା ବଢ଼ିଛି।
ବର୍ତ୍ତମାନ ଡେଙ୍ଗୁ ଜ୍ୱରକୁ ନେଇ ଚାରିଆଡେ ଆତଙ୍କ ସୃଷ୍ଟି ହୋଇଛି। ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବ୍ୟାପକ ହେଉଥିବାରୁ ପ୍ରଶାସନ ଏହାକୁ ଆୟତ୍ତ କରିବାରେ ବିଫଳ ହେଉଥିବା ଦେଖିଯାଉଛି। ତେବେ ‘ଜାତୀୟ ପୋଷଣ ସପ୍ତାହ’ ଅବସରରେ ଆସନ୍ତୁ ଏପରି କିଛି ଖାଦ୍ୟ ବିଷୟରେ ଜାଣିନେବା ଯାହାର ବ୍ୟବହାର ଯୋଗୁଁ ଖୁବ୍ ଶୀଘ୍ର ପ୍ଲାଟଲେଟ୍ କାଉଣ୍ଟ୍ ବଢାଯାଇପାରେ।
ଖୋର୍ଦ୍ଧାରେ ଚିହ୍ନଟ ଡେଙ୍ଗୁ ରୋଗୀଙ୍କ ମଧ୍ୟରୁ ୯୦ ପ୍ରତିଶତ କେବଳ ଭୁବନେଶ୍ୱର ମହାନଗର ନିଗମରୁ ଚିହ୍ନଟ ହୋଇଛନ୍ତି।
ଡେଙ୍ଗୁ ଓ ଚିକୁନ୍ଗୁନିଆ ନିୟନ୍ତ୍ରଣ ପାଇଁ ଚାଲିଥିବା ଗବେଷଣାକୁ ବଡ଼ ସଫଳତା...ରୋଗବାହକ ମଶା ଦେହରୁ ଭୂତାଣୁ ମାରିବ ସ୍ୱତନ୍ତ୍ର ପ୍ରଜାତିର ବିକଶିତ ମାଇ ମଶା...
ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ ରାଜ୍ୟରେ ୪୨୭ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିରୁ ଭୁବନେଶ୍ୱରରୁ ୨୭୬ କେସ୍ ଚିହ୍ନଟ ହୋଇଛି। ଗତ ୩୦ ତାରିଖ ଠାରୁ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢୁଛି।