ଐତିହାସିକ ତଥ୍ୟରୁ ଜଣାଯାଏ, ୧୯୪୬ ମସିହାରେ ଆମେରିକାର ରାଷ୍ଟ୍ରପତି ହ୍ୟାରି ଟ୍ରୁ ମ୍ୟାନ ୧୦ କୋଟି ଡଲାର ଦେଇ ସେତେବେଳେ ଗ୍ରୀନଲାଣ୍ଡକୁ କିଣିବା ପାଇଁ ପ୍ରସ୍ତାବ ଦେଇଥିଲେ ଯାହା ଆଜି ୧.୩ ଅରବ ଡଲାର ସଙ୍ଗେ ସମାନ । ତେବେ ଗ୍ରୀନଲାଣ୍ଡର ରଣନୀତିକ ଅବସ୍ଥାନ, ଏଠାରେ ଥିବା ଅମୂଲମୂଲ ସଂପଦ ହିଁ ଏହାର ବିଶେଷତ୍ୱକୁ ଦର୍ଶାଇଥାଏ । ଅର୍ଥନୈତିଜ୍ଞ ତଥା ଗବେଷକମାନେ ଏହାର ମୂଲ୍ୟ ଶତାଧିକ ଅରବରୁ ଅଧିକ ହେବ ବୋଲି ଅନୁମାନ କରୁଛନ୍ତି ।
ଡେନମାର୍କ ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନ୍ଙ୍କ ବାସଭବନର ଓଡ଼ିଶାର ପାରମ୍ପରିକ ପଟ୍ଟଚିତ୍ର ଶୋଭା ପାଉଥିବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି।
ଦ୍ୱିତୀୟ ଇଣ୍ଡିଆ-ନର୍ଡିକ ରାଷ୍ଟ୍ର ସମ୍ମିଳନୀରେ ଯୋଗଦେବେ । ଏଥିରେ ଡେନମାର୍କ, ଆଇସଲାଣ୍ଡ, ଫିନଲାଣ୍ଡ, ସ୍ୱିଡେନ ଓ ନରେଓ୍ୱର ପ୍ରଧାନମନ୍ତ୍ରୀ ସାମିଲ ହେବେ ।