• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Dense Fog

Dense Fog
ଟ୍ୱିନ୍‌ ସିଟିରେ ଘନ କୁହୁଡ଼ି; ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ଶୁଖିଲା ପାଗ

ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।

Dense Fog
କଲବଲ କରୁଛି କୁହୁଡ଼ି; ମାତ୍ର କିଛି ମିଟର ପରେ ଦେଖାଯାଉନି ରାସ୍ତା

ଶୀତ ସାଙ୍ଗକୁ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିଛି ଜନସାଧାରଣକୁ । ରାଜ୍ୟର ଏକାଧିକ ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।

Cold wave
ରାଜ୍ୟକୁ ପୁଣି ଫେରିଲା ଶୀତ; ସକାଳୁ ଘନ କୁହୁଡ଼ି ଯୋଗୁଁ ଜୀବନଯାତ୍ରା ପ୍ରଭାବିତ

ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

Weather Report
କମୁଛି ଶୀତ, କଲବଲ କରିବ କୁହୁଡ଼ି

ସାରା ରାଜ୍ୟରେ ଜାରି ରହିଛି ଥଣ୍ଡା । ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ଲାଗୁଛି ଥଣ୍ଡା । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ ।

Densefog
ଶୀତ କମିବା ପରେ ରାଜ୍ୟରେ ଘନ କୁହୁଡ଼ି : ଆଜି ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଦୁଇ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିପାରେ ରାତିର ତାପମାତ୍ରା

Dense Fog
ଘନ କୁହୁଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଆସନ୍ତାକାଲି ଘନ କୁହୁଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ୟପକ୍ଷେ, ଗତ ୨ ଦିନ ଧରି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଛି। ଅଦିିନିଆ ବର୍ଷା ଯୋଗୁ ପରିବା ଚାଷ ପ୍ରଭାବିତ ହେବାର ଆଶଙ୍କା ଅଛି। 

Dense Fog In Odisha Capital, Public Movement Affected
ବର୍ଷା ଛାଡିବା ପରେ ରାଜଧାନୀରେ ଘନ କୁହୁଡି

କୁହୁଡିର ଚାଦରରେ ଘୋଡେଇ ହୋଇଛି ରାଜଧାନୀ । ବର୍ଷା ଛାଡିବା ପରେ ରାଜଧାନୀରେ ଘନ କୁହୁଡି ଦେଖିବାକୁ ମିଳିଛି । ଏହାଦ୍ୱାରା ଯାତାୟତ କରୁଥିବା ଲୋକମାନଙ୍କୁ ରାସ୍ତା ଦେଖିବାରେ ଅସୁବିଧା ହୋଇଥିଲା । ଏନେଇ ଅଧିକ ସୂଚନା ଦେଉଛନ୍ତି ଆମ ପ୍ରତିନିଦି ଆତୁଲ୍ୟ ବାଉତ ।