CRCC ମାନଙ୍କୁ ନେଇ କମିଟି କରି ରିପୋର୍ଟ ଦେବେ ବିଇଓ । ବିଇଓମାନଙ୍କ ରିପୋର୍ଟ ପରେ ଠିକା ସଂସ୍ଥାକୁ ପଚରାଯିବ କହିଲେ ଡିଇଓ ।
DEOଙ୍କ ସହ ଆଲୋଚନା କରୁଥିବା ବେଳେ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା ।