ପର୍ଯ୍ୟଟନର ବିକାଶ ପାଇଁ ଅନେକ ଯୋଜନା ହେଲେ ଗ୍ରାଉଣ୍ଡରେ ତାହା କେତେ କାମରେ ଲାଗେ? ରାଜ୍ୟର ସବୁଠୁ ଉଚ୍ଚ ପାହାଡ଼ ଶୃଙ୍ଖ ଦେଓମାଳିଠୁ ଆରମ୍ଭ କରି ବାଲେଶ୍ବରର ସମୁଦ୍ରକୂଳ ସମେତ ଯେମତି ପାଲଟି ଯାଇଛି ଅଣଦେଖା ଅଞ୍ଚଳ। ପ୍ରକୃତିର କୋଳରେ ଥିବା ଏହି ସବୁ ଅଞ୍ଚଳ ଏବେ ଅବହେଳାର ଶୀକାର ହେଉଛି।
ଦେଓମାଳି ରାଜସ୍ୱ ବିଭାଗ ଓ ଜଙ୍ଗଲ ବିଭାଗ ରେକର୍ଡରେ ନ ଥିବାବେଳେ କିଭଳି ରେକର୍ଡକୁ ଅଣାଯିବ ତାହା ଉପରେ ପଦକ୍ଷେପ ଗ୍ରହଣ କରାଯିବ। ଖୁବ୍ଶୀଘ୍ର ବୈଠକ ବସି ସମାଧାନ କରାଯିବ ବୋଲି ପର୍ଯ୍ୟଟନ ମନ୍ତ୍ରୀ କହିଛନ୍ତି।