ଭୁବନେଶ୍ୱର ରାଜଭବନ ପଛ ରାଧାକୃଷ୍ଣ ମନ୍ଦିରରେ ବାହାଘର ଚାଲିଥିବା ବେଳେ ପୋଲିସ ପହଞ୍ଚିଥିଲା। ପ୍ରଥମ ପତ୍ନୀଙ୍କ ଅଭିଯୋଗ ଆଧାରରେ ପୋଲିସ ଯୁବକଙ୍କୁ ବେଦୀରୁ ଥାନାକୁ ଉଠାଇ ନେଇଥିଲା।