ରାନ୍ୟା ଅଭିଯୋଗ କରିଛନ୍ତି, ମୋତେ ଫସାଇ ଦିଆଯାଇଛି । ବିମାନ ଭିତରେ ଧରାପଡ଼ିବା ପରେ କୌଣସି ସ୍ପଷ୍ଟୀକରଣର ସୁଯୋଗ ମିଳିଲାନି । ଗିରଫ ହେବାଠାରୁ କୋର୍ଟରେ ହାଜର ହେବା ଯାଏଁ ନିର୍ଯାତନା ଦିଆଯାଇଛି । ଏମିତିକି ପୋଲିସ ଅଧିକାରୀ ୧୦-୧୫ ଥର ଚାପୁଡ଼ା ମାରିଥିବା ନେଇ ରାନ୍ୟା ଅଭିଯୋଗ କରିଛନ୍ତି । କେବଳ ସେତିକି ନୁହେଁ ୪୦ଟି ସାଦା କାଗଜରେ ଦସ୍ତଖତ କରିବା ପାଇଁ ବାଧ୍ୟ କରାଯାଇଥିବା ନେଇ ରାନ୍ୟା ଚିଠିରେ ଲେଖିଛନ୍ତି ।
ଗିରଫ ହେବାଠାରୁ କୋର୍ଟରେ ହାଜର ହେବା ପର୍ଯ୍ୟନ୍ତ, ୧୦-୧୫ ଥର ଚାପୁଡ଼ା ମାରିଥିଲେ ପୋଲିସ ଅଧିକାରୀ । ସେମାନଙ୍କ ମଧ୍ୟରୁ ଜଣେ କହିଥିଲେ, ଦଲିଲରେ ଦସ୍ତଖତ ନ କଲେ, ତାଙ୍କ ବାପାଙ୍କ ପରିଚୟ ପ୍ରଘଟ କରାଯିବା ସହ ଏନେଇ ଡକ୍ୟୁମେଣ୍ଟ ବି ପ୍ରସ୍ତୁତ କରାଯାଇଛି।
ଭୁବନେଶ୍ୱରରେ ଡିଜିପି ସମ୍ମିଳନୀ, ପ୍ରବାସୀ ଭାରତୀୟ ଦିବସ ଓ ଉତ୍କର୍ଷ ଓଡ଼ିଶା ଭଳି ମେଗା ଇଭେଣ୍ଟକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାରୁ ଓଡ଼ିଶା ପୋଲିସର ମୁଖ୍ୟ ଭୂମିକାକୁ ସ୍ୱାଗତ କରିଥିଲେ ପ୍ରତିନିଧି ମଣ୍ଡଳୀ।
ବର୍ଷ ୨୦୨୪ରେ ଓଡ଼ିଶାର ସବୁଠୁ ବଡ଼ ଘଟଣା ଥିଲା ସରକାର ପରିବର୍ତ୍ତନ । ବିଜେଡି ସରକାରରୁ ହଟିଲା ଓ ବିଜେପି କ୍ଷମତାକୁ ଆସିଲା । ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଥିବା ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା । ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ । କିନ୍ତୁ ରାଜନୀତି ବ୍ୟତୀତ କାହିଁକି ମନେରହିବ ୨୦୨୪ ? ପଢନ୍ତୁ ଏଇ ରିପୋର୍ଟ ।
ପୋଲିସ୍ ମହାନିର୍ଦ୍ଦେଶକଙ୍କ ମହାମେଳିର ଆଜି ଉଦଯାପନୀ ଦିବସ। ଭୁବନେଶ୍ବର ଲୋକସେବା ଭବନରେ ଚାଲିଥିବା ଡିଜିପି ସମ୍ମିଳନୀର ଆଜି ଶେଷ ଦିନ। ଆଜି ଶେଷ ଦିନରେ ସାଇବର ଅପରାଧଠୁ ଆରମ୍ଭ କରି ତଟ ସୁରକ୍ଷା ଏବଂ ମାଓ ମୁକାବିଲା ନେଇ ପ୍ରସ୍ତୁତ ହୋଇପାରେ ରୋଡମ୍ୟାପ୍।
ଭୁବନେଶ୍ବରରେ ଆରମ୍ଭ ହୋଇଛି ପୋଲିସ୍ ଡିଜି ସମ୍ମିଳନୀ । ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏହି ସର୍ବଭାରତୀୟ ସମ୍ମିଳନୀର ଉଦ୍ଘାଟନ କରିଛନ୍ତି । ପ୍ରଥମଥର ପାଇଁ ରାଜ୍ୟରେ ଆୟୋଜିତ ଏ ଗୁରୁତ୍ବପୂର୍ଣ୍ଣ ସମ୍ମିଳନୀରେ ତିନିଦିନ ଧରି ଦେଶ ସୁରକ୍ଷା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ମାନସମନ୍ଥନ ଚାଲିବ ।
ଫୋକସରେ ଭୁବନେଶ୍ବର । ରାଜ୍ୟ ରାଜଧାନୀରେ ପୋଲିସ ମହାନିର୍ଦ୍ଦେଶକଙ୍କ ମହାମେଳି । ଲୋକସେବା ଭବନରେ ଦେଶ ସୁରକ୍ଷା ସଂପର୍କିତ ମହାମନ୍ଥନ ପ୍ରଥମେ ନ୍ୟାସନାଲ୍ ସିକ୍ୟୁରିଟି ଆଡ୍ଭାଇଜର ଅଜିତ୍ ଡୋଭାଲ୍ ।
ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି । ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକଙ୍କ ଭିଡ଼ ଅଭିଭୂତ କରିଥିବା କଥା ଦୋହରାଇଥିଲେ ପ୍ରଧାନମନ୍ତ୍ରୀ ।
୧୯୬୮ ବ୍ୟାଚର ଭାରତୀୟ ପୁଲିସ ସେବାର ଅଧିକାରୀ ହେଉଛନ୍ତି ଅଜିତ ଡୋଭାଲ୍ । କେରଳ କ୍ୟାଡରର ଏହି ଅଧିକାରୀ କୋଟ୍ଟାୟାମ ଜିଲ୍ଲାର ଏଏସପି ଭାବେ କାମ ଆରମ୍ଭ କରିଥିଲେ ।
ପ୍ରଧାନମନ୍ତ୍ରୀ ମୋଦି ସମ୍ମିଳନୀରେ ଯୋଗଦେବେ । ସମ୍ମିଳନୀ ପାଇଁ ସୁରକ୍ଷା ବଳୟରେ ରାଜଧାନୀ ଭୁବନେଶ୍ୱର ।
ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ । ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ ।
ତିନି ଦିନିଆ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ସମେତ ସାରା ଦେଶର ବିଶିଷ୍ଟ ବ୍ୟକ୍ତି ଓ ବରିଷ୍ଠ ଅଧିକାରୀ ସାମିଲ ହେବେ । ତେବେ ୟା ପୂର୍ବରୁ ପନ୍ନୁ ଧମକ ଦେବା ସବୁଠି ହଇଚଇ ସୃଷ୍ଟି କରିଛି ।
ଓଡିଶା ଆସୁଛନ୍ତି ବିଭିନ୍ନ ରାଜ୍ୟର ପୋଲିସ୍ ଓ କେନ୍ଦ୍ରୀୟ ସଂଗଠନର ଡିଜି । ସ୍ୱାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି ।
୨୦୨୬ ସୁଦ୍ଧା ବେଆଇନ ନିଶା କାରବାର ବନ୍ଦ ପାଇଁ ରାଜ୍ୟ ସରକାରଙ୍କ ଟାର୍ଗେଟ୍ ପୂରଣ କରିବାକୁ ୯ ଜିଲ୍ଲାରେ ଚାଲିଛି ଅଭିଯାନ । ଡିଜିପି କହିଛନ୍ତି ମାସକ ଭିତରେ ୨ ହଜାର ୩୭୫ ଏକର ଜମିରେ ଗଂଜେଇ ଚାଷ ଧ୍ୱଂସ ହୋଇଥିବାବେଳେ ୮୦ ବେପାରୀ ବନ୍ଧା ହେଲେଣି ।
ପ୍ରଥମ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ସର୍ବଭାରତୀୟ ପୋଲିସ୍ ଡିଜି କନଫରେନ୍ସ । ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ପ୍ରମୁଖ ।
ଭୁବନେଶ୍ବର ଭରତପୁର ଥାନାରେ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ କାର୍ଯ୍ୟାନୁଷ୍ଠାନ । ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ପୋଲିସ ଡିଜି ।
ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ହତ୍ୟାକାଣ୍ଡକୁ ନେଇ ଉତ୍ତେଜନା ପରେ ବଳବତ୍ତର ରହିଛି BNSS-୧୬୩ ଧାରା ।
ରାଜ୍ୟ ପୋଲିସ ମୁଖିଆ ଭାବେ ଦାୟିତ୍ବ ଗ୍ରହଣ କଲେ ୱାଇ. ବି. ଖୁରାନିଆ । କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ବ ଗ୍ରହଣ କରିଛନ୍ତି ।
ସେହିପରି ସବୁ ସାମୁଦ୍ରିକ ଥାନାକୁ ଅଧିକ ଷ୍ଟାଫ୍ ଓ ସହଯୋଗ ଯୋଗାଇ ଦିଆଯାଇଛି । ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ହୋଇଛି ଏବଂ ସ୍ଥିତି ଉପରେ କଡ଼ା ନଜର ରଖାଯାଇଥିବା କହିଛନ୍ତି ପୋଲିସ ଡିଜି ।
ନୂଆ ଡିଜିପି ଚୟନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ତିନି ବରିଷ୍ଠ IPSଙ୍କ ବାୟୋଡାଟା ମାଗିଲେ ରାଜ୍ୟ ସରକାର ।
ସଙ୍କୁଚିତ ହେଲା ପୋଲିସ୍ ଡିଜିପିଙ୍କ କ୍ଷମତା । DSP ରାଙ୍କ ଅଫିସରଙ୍କୁ ବଦଳି ଓ ନିଯୁକ୍ତି କରିପାରିବେନି ପୋଲିସ୍ ଡିଜି ।
ଆନ୍ଧ୍ରପ୍ରଦେଶ ଡିଜିପିଙ୍କୁ ତୁରନ୍ତ ବଦଳି ନିର୍ଦ୍ଦେଶ । ଡିଜିପି କେ.ଭି. ରାଜେନ୍ଦ୍ରନାଥ ରେଡ୍ଡୀଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି । ବିରୋଧୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ରାଜ୍ୟ ସରକାରଙ୍କୁ ସହଯୋଗ କରୁଥିବା ନେଇ ଅଭିଯୋଗ
ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାରଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ECI।
ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, କେନ୍ଦ୍ରର ବି ତାଗିଦ୍ । ତା’ ସତ୍ତ୍ୱେ ପୂର୍ଣ୍ଣକାଳୀନ ଡିଜିପି ନିଯୁକ୍ତି ନିୟମକୁ ଓଡ଼ିଶା ସହ ୭ ରାଜ୍ୟ କରିଛନ୍ତି ଫୁ । କାହିଁକି ହେଉଛି ରାଜ୍ୟ ପୋଲିସ ମୁଖିଆ ଭଳି ଅତି ଗୁରୁତ୍ୱପୂର୍ଣ୍ଣ ପଦବୀରେ କାମଚଳା ନିଯୁକ୍ତି ?
ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, କେନ୍ଦ୍ରର ବି ତାଗିଦ୍ । ତା’ ସତ୍ତ୍ୱେ ପୂର୍ଣ୍ଣକାଳୀନ ଡିଜିପି ନିଯୁକ୍ତି ନିୟମକୁ ଓଡ଼ିଶା ସହ ୭ ରାଜ୍ୟ କରିଛନ୍ତି ଫୁ । କାହିଁକି ହେଉଛି ରାଜ୍ୟ ପୋଲିସ ମୁଖିଆ ଭଳି ଅତି ଗୁରୁତ୍ୱପୂର୍ଣ୍ଣ ପଦବୀରେ କାମଚଳା ନିଯୁକ୍ତି ?