ଧାମନଗର ବିଜେଡିରେ ବିଦ୍ରୋହ ନିଆଁ । କୁଚକ୍ରି ଗୋଷ୍ଠୀ କହି ଭଦ୍ରକ ବିଜେଡି ନେତାଙ୍କୁ ରାଜେନ୍ଦ୍ରଙ୍କ ଟାର୍ଗେଟ୍ ।
୨୦୦୯ରେ ଧାମନଗର ଆସନରୁ ବିଜେଡିର ପ୍ରାର୍ଥୀ ହୋଇଥିଲେ ।
ପଦଯାତ୍ରାରେ ସମର୍ଥକଙ୍କ ସହ ଆସି ରାଜେନ୍ଦ୍ର ଦାସ ନାମାଙ୍କନ ଦାଖଲ କରିଛନ୍ତି ।
ନାମାଙ୍କନ ଦାଖଲ ପୂର୍ବରୁ ବିଜେଡି ନେତା ରାଜେନ୍ଦ୍ର ଦାସ ପ୍ରତିକ୍ରିୟା ରଖି କହିଛନ୍ତି, ‘କୁଚକ୍ରୀଙ୍କ ପାଇଁ ହାରିଥିଲି, ଏଥର ଜିତିବି। ଗୁରୁଜନଙ୍କ ଆଶୀର୍ବାଦ ନେଇ ନିର୍ବାଚନ ଲଢ଼ିବି।’
ପ୍ରାର୍ଥୀ ଘୋଷଣା ପରେ ବିଜେଡିରେ ତୀବ୍ର ହେଉଛି ଅସନ୍ତୋଷ । ରାଜେନ୍ଦ୍ରଙ୍କୁ ଟିକଟ୍ ନମିଳିବାରୁ ସମର୍ଥକଙ୍କ ଜୋରଦାର ବିରୋଧ । ଫେଲ୍ ମାରିଲା ଦଳର ତାଳିପକା ଉଦ୍ୟମ । ନାରାବାଜି ଚାଲିଛି ଯେ, ରାଜୁ ଦାସ ନାହିଁ ତ ଭୋଟ୍ ନାହିଁ ।
ଟିକେଟ ନପାଇ ନିଜ ମନରେ ନଥିବା କ୍ଷୋଭକୁ ପ୍ରକାଶ କରିଛନ୍ତି ଧାମନଗର ବିଜେଡି ନେତା ରାଜେନ୍ଦ୍ର ଦାସ ।
ଧାମନଗରରେ କିଏ ହେବେ ବିଜେଡି ପ୍ରାର୍ଥୀ ତାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷ ମୁହୂର୍ତ୍ତରେ ବାଜି ମାରି ନେଲେ ଅବନ୍ତୀ।
ଧାମନଗର ଉପନିର୍ବାଚନ: ଅବନ୍ତୀ ଦାସ ବିଜେଡି ପ୍ରାର୍ଥୀ । କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀଙ୍କୁ ଟିକଟ୍ ।
ଅବନ୍ତୀ ଦାସ ହେଲେ ବିଜୁ ଜନତା ଦଳର ପ୍ରାର୍ଥୀ । ଏବେ ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅଛନ୍ତି ଅବନ୍ତୀ ।
ଧାମନଗର ଯୁଦ୍ଧ ପାଇଁ ଯୋଦ୍ଧା ପ୍ରସ୍ତୁତ । ଗତକାଲି ବିଜେପି ପ୍ରାର୍ଥୀପତ୍ର ଦାଖଲ କରିସାରିଥିବା ବେଳେ ଆଜି କଂଗ୍ରେସ ପ୍ରାର୍ଥୀ ନାମ ଘୋଷଣା କରିଛି ।
ଧାମନଗର ଉପନିର୍ବାଚନ ପାଇଁ ବଢୁଛି ଉଷ୍ମତା, ନାମାଙ୍କନ ଭରିଲେ ସୂଯର୍ୟବଂଶୀ । ବିଜେପି କହିଲା ୨୪ ପୂର୍ବରୁ ଆମ ପାଇଁ ଇଏ ସେମିଫାଇନାଲ୍ ।
ସୂର୍ଯ୍ୟବଂଶୀ ସୂରଜ ହେଲେ ବିଜେପିର ଧାମନଗର ଯୋଦ୍ଧା । ନାଁରେ ମୋହର ମାରିଲା ଦଳ । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଉପନିର୍ବାଚନ ପାଇଁ ହୋଇଛନ୍ତି ବିଜେପି ପ୍ରାର୍ଥୀ ।
ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅଙ୍କୁ ଧାମନଗର ଟିକେଟ୍ ସୂଯର୍ୟବଂଶୀଙ୍କୁ ଧାମନଗର ଯୋଦ୍ଧା ଘୋଷଣା କଲା ବିଜେପି ।
ପ୍ରାର୍ଥୀ ଘୋଷଣା କରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ।
ସୂର୍ଯ୍ୟବଂଶୀ ବିଜେପି ପ୍ରାର୍ଥୀ ହେବା ନିଶ୍ଚିତ ପରେ କ୍ୟାମ୍ପେନ ଆରମ୍ଭ,ପିସିସି ସଭାପତି କହିଲେ ଖୁବଶୀଘ୍ର କଂଗ୍ରେସ ପ୍ରାର୍ଥୀ ଘୋଷଣା...
ଧାମନଗର ବିଜେଡିରେ ଥିବା ଅନ୍ତଃକନ୍ଦଳକୁ ପ୍ୟାଚ୍ ପକାଇବା ପାଇଁ ବିଜେଡି ନେତା ପଦଯାତ୍ରା ପ୍ରସ୍ତୁତି ଆଳରେ ଘନଘନ ବୈଠକ କରୁଛନ୍ତି। ତେବେ ଏଠାରେ ଦଳ କାହାକୁ କରିବ ପ୍ରାର୍ଥୀ, ସେନେଇ ଅଡୁଆରେ ବିଜେଡି।
ଧାମନଗର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବାକୁ ଥିବାବେଳେ ୬ରେ ଭୋଟ୍ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ।
ବିଜେଡିରେ ଗୋଷ୍ଠୀ କନ୍ଦଳ ବି ତୀବ୍ର ହେଉଛି ଟିକଟ୍ ପାଇଁ ଏକାଧିକ ଆଶାୟୀ ଥିବାରୁ ଭିନ୍ନ ଭିନ୍ନ ଗୋଷ୍ଠୀ ଭିନ୍ନ ଭିନ୍ନ ପ୍ରାର୍ଥୀଙ୍କ ପାଇଁ ଲବି ଆରମ୍ଭ କରିଛନ୍ତି ।
ରାଜେନ୍ଦ୍ର ଓ ମୁକ୍ତିକାନ୍ତଙ୍କ ଭିତରେ ଶୀତଳ ଯୁଦ୍ଧ
ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଖାଲି ପଡ଼ିଥିବା ଧାମନଗର ବିଧାନସଭା ଆସନ ପାଇଁ ହେବ ଉପନିର୍ବାଚନ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୩ ତାରିଖରେ ହେବ ମତଦାନ। ଅକ୍ଟୋବର ୭ ତାରିଖରେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।