• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Dhamnagar Bypoll

Dhamnagar Bypoll
ନାକେଦମ ହେବ ଶାସକ ଦଳ ! ସ୍ୱାଧୀନ ଭାବେ ରାଜେନ୍ଦ୍ରଙ୍କ ନାମାଙ୍କନ, ବିଜେଡି କହିଲା ପଡିବନି ରାଜୁ ଇମ୍ପାକ୍ଟ

ଧାମନଗର ବିଜେଡିରେ ବିଦ୍ରୋହ ନିଆଁ । କୁଚକ୍ରି ଗୋଷ୍ଠୀ କହି ଭଦ୍ରକ ବିଜେଡି ନେତାଙ୍କୁ ରାଜେନ୍ଦ୍ରଙ୍କ ଟାର୍ଗେଟ୍ ।

Rajendra Das
‘ରାଜୁ’ଙ୍କ ରାଜନୈତିକ କ୍ୟାରିୟର ! ତିହିଡ଼ି ବ୍ଲକରୁ ଆରମ୍ଭ କରିଥିଲେ ରାଜନୀତି

୨୦୦୯ରେ ଧାମନଗର ଆସନରୁ ବିଜେଡିର ପ୍ରାର୍ଥୀ ହୋଇଥିଲେ ।

Rajendra Das
ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରାଜେନ୍ଦ୍ର ଦାସ

ପଦଯାତ୍ରାରେ ସମର୍ଥକଙ୍କ ସହ ଆସି ରାଜେନ୍ଦ୍ର ଦାସ ନାମାଙ୍କନ ଦାଖଲ କରିଛନ୍ତି ।

BJD Leader Rajendra Das File Nomination As Independent Candidate
‘ମୋ ଉପରେ ଲୋକଙ୍କ ସିମ୍ପାଥି ଅଧିକ ଅଛି, ଏଥର ଜିତିବି’

ନାମାଙ୍କନ ଦାଖଲ ପୂର୍ବରୁ ବିଜେଡି ନେତା ରାଜେନ୍ଦ୍ର ଦାସ ପ୍ରତିକ୍ରିୟା ରଖି କହିଛନ୍ତି, ‘କୁଚକ୍ରୀଙ୍କ ପାଇଁ ହାରିଥିଲି, ଏଥର ଜିତିବି। ଗୁରୁଜନଙ୍କ ଆଶୀର୍ବାଦ ନେଇ ନିର୍ବାଚନ ଲଢ଼ିବି।’

Rajendra Das
ଚରମରେ ଧାମନଗର ବିଜେଡିର ଅନ୍ତର୍ଦ୍ୱନ୍ଦ୍ୱ; କର୍ମୀଙ୍କ ନାରା ରାଜୁ ଦାସ ନାହିଁ ତ ଭୋଟ୍ ନାହିଁ

ପ୍ରାର୍ଥୀ ଘୋଷଣା ପରେ ବିଜେଡିରେ ତୀବ୍ର ହେଉଛି ଅସନ୍ତୋଷ । ରାଜେନ୍ଦ୍ରଙ୍କୁ ଟିକଟ୍ ନମିଳିବାରୁ ସମର୍ଥକଙ୍କ ଜୋରଦାର ବିରୋଧ । ଫେଲ୍ ମାରିଲା ଦଳର ତାଳିପକା ଉଦ୍ୟମ । ନାରାବାଜି ଚାଲିଛି ଯେ, ରାଜୁ ଦାସ ନାହିଁ ତ ଭୋଟ୍ ନାହିଁ ।

Rajendra Das
ନାମାଙ୍କନ ଦାଖଲ ନେଇ ସସ୍‌ପେନ୍ସ ରଖିଲେ ରାଜୁ ଦାସ

ଟିକେଟ ନପାଇ ନିଜ ମନରେ ନଥିବା କ୍ଷୋଭକୁ ପ୍ରକାଶ କରିଛନ୍ତି ଧାମନଗର ବିଜେଡି ନେତା ରାଜେନ୍ଦ୍ର ଦାସ ।

Dhamnagar politics
ବିଦ୍ରୋହୀ ସାଜିବେ ରାଜେନ୍ଦ୍ର ଦାସ ! ବଦଳିଯିବ କି ଧାମନଗର ରାଜନୀତିର ଚିତ୍ର ?

ଧାମନଗରରେ କିଏ ହେବେ ବିଜେଡି ପ୍ରାର୍ଥୀ ତାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଶେଷ ମୁହୂର୍ତ୍ତରେ ବାଜି ମାରି ନେଲେ ଅବନ୍ତୀ। 

Dhamnagar
ଉପନିର୍ବାଚନ ଜିତିବାକୁ ସବୁ ଦଳଙ୍କ ଷ୍ଟ୍ରାଟେଜୀ ! ଏଥର ଟର୍ଣ୍ଣିଂ ପଏଣ୍ଟ କହିଲା ବିଜେପି

ଧାମନଗର ଉପନିର୍ବାଚନ: ଅବନ୍ତୀ ଦାସ ବିଜେଡି ପ୍ରାର୍ଥୀ । କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀଙ୍କୁ ଟିକଟ୍ ।

Dhamnagar By Poll, Abanti Das
ଧାମନଗର ପାଇଁ ଅବନ୍ତୀଙ୍କ ନାଁ ଘୋଷଣା କଲା ବିଜେଡି

ଅବନ୍ତୀ ଦାସ ହେଲେ ବିଜୁ ଜନତା ଦଳର ପ୍ରାର୍ଥୀ । ଏବେ ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅଛନ୍ତି ଅବନ୍ତୀ ।

Congress
ଧାମନଗର ଉପନିର୍ବାଚନ: ବାବା ହରେକୃଷ୍ଣ ସେଠୀ ହେଲେ କଂଗ୍ରେସ ପ୍ରାର୍ଥୀ

ଧାମନଗର ଯୁଦ୍ଧ ପାଇଁ ଯୋଦ୍ଧା ପ୍ରସ୍ତୁତ । ଗତକାଲି ବିଜେପି ପ୍ରାର୍ଥୀପତ୍ର ଦାଖଲ କରିସାରିଥିବା ବେଳେ ଆଜି କଂଗ୍ରେସ ପ୍ରାର୍ଥୀ ନାମ ଘୋଷଣା କରିଛି ।

Dhamnagar Suryabanshi
ନାମାଙ୍କନ ବେଳେ ସୂର୍ଯ୍ୟବଂଶୀଙ୍କ ଶକ୍ତିପ୍ରଦର୍ଶନ, ପଦଯାତ୍ରା କରି କାଉଣ୍ଟର କଲା ବିଜେଡି

ଧାମନଗର ଉପନିର୍ବାଚନ ପାଇଁ ବଢୁଛି ଉଷ୍ମତା, ନାମାଙ୍କନ ଭରିଲେ ସୂଯର୍ୟବଂଶୀ । ବିଜେପି କହିଲା ୨୪ ପୂର୍ବରୁ ଆମ ପାଇଁ ଇଏ ସେମିଫାଇନାଲ୍ ।

Suryabanshi
ସୂର୍ଯ୍ୟବଂଶୀ ସୂରଜ ହେଲେ ବିଜେପି ପ୍ରାର୍ଥୀ

ସୂର୍ଯ୍ୟବଂଶୀ ସୂରଜ ହେଲେ ବିଜେପିର ଧାମନଗର ଯୋଦ୍ଧା । ନାଁରେ ମୋହର ମାରିଲା ଦଳ । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଉପନିର୍ବାଚନ ପାଇଁ ହୋଇଛନ୍ତି ବିଜେପି ପ୍ରାର୍ଥୀ ।

Suryabanshi
ବିଜେପି ବାଛିଲା ପ୍ରାର୍ଥୀ, ଗୋଷ୍ଠିକନ୍ଦଳ ପାଇଁ ବିଜେଡିରେ ଛିଣ୍ଡୁନି ଅଙ୍କ ! କଂଗ୍ରେସ କଥା ନକହିବା ଭଲ..

ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅଙ୍କୁ ଧାମନଗର ଟିକେଟ୍ ସୂଯର୍ୟବଂଶୀଙ୍କୁ ଧାମନଗର ଯୋଦ୍ଧା ଘୋଷଣା କଲା ବିଜେପି ।

Dhamnagar Bypoll
ସ୍ୱର୍ଗତ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ଧାମନଗରରୁ ବିଜେପି ପ୍ରାର୍ଥୀ

ପ୍ରାର୍ଥୀ ଘୋଷଣା କରିଛି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ।

  Dhamnagar bypolls
ଛିଣ୍ଡୁନି ବିଜେଡିର ଧାମନଗର ଅଙ୍କ : ଘନଘନ ବୈଠକ ସତ୍ତ୍ୱେ ତୁଟୁନି ଗୋଷ୍ଠୀ କନ୍ଦଳ

ସୂର୍ଯ୍ୟବଂଶୀ ବିଜେପି ପ୍ରାର୍ଥୀ ହେବା ନିଶ୍ଚିତ ପରେ କ୍ୟାମ୍ପେନ ଆରମ୍ଭ,ପିସିସି ସଭାପତି କହିଲେ ଖୁବଶୀଘ୍ର କଂଗ୍ରେସ ପ୍ରାର୍ଥୀ ଘୋଷଣା...

Ahead of Dhamnagar bypoll, Dhamnagar and Tihidi BDOs transferred
ଧାମନଗର ଉପନିର୍ବାଚନ ପୂର୍ବରୁ BDOଙ୍କ ବଦଳି

ଧାମନଗର ବିଜେଡିରେ ଥିବା ଅନ୍ତଃକନ୍ଦଳକୁ ପ୍ୟାଚ୍‌ ପକାଇବା ପାଇଁ ବିଜେଡି ନେତା ପଦଯାତ୍ରା ପ୍ରସ୍ତୁତି ଆଳରେ ଘନଘନ ବୈଠକ କରୁଛନ୍ତି। ତେବେ ଏଠାରେ ଦଳ କାହାକୁ କରିବ ପ୍ରାର୍ଥୀ, ସେନେଇ ଅଡୁଆରେ ବିଜେଡି।

Notification Issued For Dhamnagar Bypoll
ଧାମନଗର ଉପନିର୍ବାଚନ ପାଇଁ ବାହାରିଲା ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ, ନଭେମ୍ବର ୩ରେ ଭୋଟ୍‌ ଗ୍ରହଣ

ଧାମନଗର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଧାମନଗର ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ଭୋଟ୍‌ ଗ୍ରହଣ ହେବାକୁ ଥିବାବେଳେ ୬ରେ ଭୋଟ୍‌ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ।

Dhamnagar Bypoll
ଧାମନଗର ଉପନିର୍ବାଚନ ପାଇଁ ଅଙ୍କକଷା

ବିଜେଡିରେ ଗୋଷ୍ଠୀ କନ୍ଦଳ ବି ତୀବ୍ର ହେଉଛି ଟିକଟ୍ ପାଇଁ ଏକାଧିକ ଆଶାୟୀ ଥିବାରୁ ଭିନ୍ନ ଭିନ୍ନ ଗୋଷ୍ଠୀ ଭିନ୍ନ ଭିନ୍ନ ପ୍ରାର୍ଥୀଙ୍କ ପାଇଁ ଲବି ଆରମ୍ଭ କରିଛନ୍ତି ।

dham nagar by election
ଖୁବ୍‌ଶୀଘ୍ର ଧାମନଗର ଉପନିର୍ବାଚନ, ଘୋଷଣା ହେଲା ତାରିଖ

ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଖାଲି ପଡ଼ିଥିବା ଧାମନଗର ବିଧାନସଭା ଆସନ ପାଇଁ ହେବ ଉପନିର୍ବାଚନ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୩ ତାରିଖରେ ହେବ ମତଦାନ। ଅକ୍ଟୋବର ୭ ତାରିଖରେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।