ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ହମଲାକୁ ନେଇ ତୀବ୍ର ହୋଇଛି ଆରୋପ ପ୍ରତ୍ୟାରୋପ। ଆଜି ଆରୁହା ଗାଁକୁ ହିଙ୍ଗୁଳା ଯଜ୍ଞରେ ଯୋଗ ଦେବାକୁ ଯାଉଥିବା ବେଳେ ପ୍ରଣବଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ।
ବବି ଦାସଙ୍କ ଭାଇ ଲଲଙ୍କ ନାଁରେ ଯୋଡ଼ି ହେଲା ଆଉ ୩ ମାମଲା । ଯାଜପୁର ଟାଉନ ଥାନା ପୋଲିସ ଏହି ୩ ମାମଲା ଯୋଡ଼ିଛି। ।