• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Dharmendra And Nitish

secret meeting between Dharmendra and Nitish
ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜେପିର କସରତ ଆରମ୍ଭ ,ଧର୍ମେନ୍ଦ୍ର-ନୀତିଶଙ୍କ ମଧ୍ୟରେ ଗୁପ୍ତ ବୈଠକ !

ଜୁଲାଇ ମାସରେ ହେବାକୁ ଥିବା ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବିଜେପି କସରତ ଆରମ୍ଭ କରିଛି । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ମଧ୍ୟରେ ଗୁପ୍ତ ବୈଠକ ହୋଇଛି ! ଏହି ବୈଠକରେ ଧର୍ମେନ୍ଦ୍ର ପ୍ରଧାନ ଓ ନୀତିଶ କୁମାରଙ୍କ ମଧ୍ୟରେ ୨ ଘଣ୍ଟା ଧରି ଆଲୋଚନା ହୋଇଥିବା ନେଇ ଚର୍ଚ୍ଚା ହେଉଛି ।