ଜାପାନ ସରକାରଙ୍କ ଉଦ୍ୟମରେ ପ୍ରତିଷ୍ଠା ହୋଇଥିଲା ଶାନ୍ତିସ୍ତୁପ, ଧଉଳି ଏବେବି ଉତ୍କଳ ଇତିହାସର ଅତୀତକୁ ଛାତିରେ ଜାବୁଡି ରଖିଛି
ଧଉଳିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ପୁଣି ବଳି ପଡିଛି ଶହ ଶହ ଗଛ। ବିରୋଧୀ କଂଗ୍ରେସ ଓ ବିଜେପି ଏଭଳି ଅଭିଯୋଗ ଆଣିଛନ୍ତି। ଶାନ୍ତି ସ୍ତୁପର ୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଥିବାବେଳେ ଏହା ପୂର୍ବରୁ ଗଛ କଟାକୁ ନେଇ ଏବେ ରାଜନୀତି ଜୋର ଧରିଛି।
ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଠିକ୍ ଥିବା ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ କହିଛନ୍ତି। ଏସିଡ ମାଡ଼ ନେଇ ଧଉଳି ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ୩୨୬(A)ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।