ଆୟୁର୍ବେଦରେ ଅନେକ ଔଷଧ ଅଛି ଯାହା ମଧୁମେହକୁ ଭଲ କରିପାରେ। ଏହି ଔଷଧଗୁଡ଼ିକ ରୋଷେଇ ଘରେ ସହଜରେ ମିଳିଯାଏ। କିନ୍ତୁ ଏହି ଜିନିଷଗୁଡ଼ିକ ରକ୍ତ ଶର୍କରାକୁ ଶୀଘ୍ର ନିୟନ୍ତ୍ରଣ କରିବା ଆରମ୍ଭ କରନ୍ତି। ଆସନ୍ତୁ ଏମିତି ୪ଟି ଜିନିଷ ଉପରେ ନଜର ପକେଇନେବା।
କାଙ୍କଡ ଏପରି ଏକ ବିଶେଷ ପ୍ରକାରର ପନିପରିବା, ଯାହା ସାହାଯ୍ୟରେ କୋଲେଷ୍ଟ୍ରଲ୍ ସ୍ତରକୁ ନିୟନ୍ତ୍ରଣ କରିବାରେ ସହଜ ହୋଇଯାଏ। ତେବେ ଆସନ୍ତୁ ଏହି ପରିବାର ଅନ୍ୟାନ୍ୟ ଉପକାରିତା ବିଷୟରେ ଜାଣିନେବା।
ରୋଷେଇ ବେଳେ ଖାଦ୍ୟକୁ ସୁଆଦିଆ କରିବା ପାଇଁ ଜିରା ପ୍ରାୟ ପ୍ରତିଦିନ ବ୍ୟବହୃତ ହେଉଥିବାବେଳେ ଜିରା ମଧ୍ୟ ପେଟରେ ସୃଷ୍ଟି ହେଉଥିବା ବଦହଜମି ଏବଂ ଗ୍ୟାସ୍ ଭଳି ସମସ୍ୟାକୁ ଦୂର କରିବା ପାଇଁ ବହୁ ବ୍ୟବହୃତ ହୁଏ। ଖାଲି ଏତିକି ନୁହେଁ, ଏହା ଅନେକ ଗମ୍ଭୀର ରୋଗକୁ ଦୂରେଇ ରଖିବାରେ ମଧ୍ୟ ସାହାଯ୍ୟ କରିଥାଏ।
ଛଚିନ୍ଦ୍ରା ସ୍ୱାସ୍ଥ୍ୟ ପାଇଁ ଏତେ ଲାଭଦାୟକ ଯେ ଏହାକୁ ଖାଇବା ଦ୍ୱାରା ଆପଣ ଅନେକ ଗମ୍ଭୀର ରୋଗରୁ ମୁକ୍ତି ପାଇପାରିବେ। ତେବେ ଆସନ୍ତୁ ଆଜି ଛଚିନ୍ଦ୍ରାର ପୁଷ୍ଟିକର ଗୁଣ ଏବଂ ଏହାର ଉପକାରିତା ବିଷୟରେ ଜାଣିନେବା।
ପ୍ରାୟତଃ କୁହାଯାଏ ଯେ ମଧୁମେହ ରୋଗୀମାନେ ମିଠା ଫଳ ଖାଇବା ଉଚିତ୍ ନୁହେଁ। ଏହା କିନ୍ତୁ ସମ୍ପୂର୍ଣ୍ଣ ଠିକ୍ ନୁହେଁ। ଅଳ୍ପ ପରିମାଣର ଫଳ ଖାଇବା ଦ୍ୱାରା ସୁଗାର ଲେବଲ୍ରେ କୌଣସି ଖରାପ ପ୍ରଭାବ ପଡ଼େ ନାହିଁ। ଏମିତି କିଛି ଫଳ ଅଛି ଯାହା ଖାଇବା ଦ୍ୱାରା ରକ୍ତରେ ଶର୍କରା ନିୟନ୍ତ୍ରଣ କରିବାରେ ସାହାଯ୍ୟ କରିଥାଏ।
ଏହି ସର୍ଭେ ୨୦୦୮ରୁ ୨୦୨୦ ପର୍ଯ୍ୟନ୍ତ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ଲୋକଙ୍କୁ ନେଇ କରାଯାଇଥିଲା
ବିଶ୍ୱ ଆଜି ମଧୁମେହରେ ପୀଡିତ। ତଥ୍ୟ ଅନୁଯାୟୀ ପ୍ରତିବର୍ଷ ୪୩ ଲକ୍ଷ ରୋଗୀ ମଧୁମେହରେ ମୃତ୍ୟୁ ବରଣ କରୁଛନ୍ତି। ଏନେଇ ଏ ବିଷୟରେ ଜନ ସଚେତନତା ପାଇଁ ପ୍ରତିବର୍ଷ ନଭେମ୍ବର ୧୪କୁ ‘ବିଶ୍ୱ ମଧୁମେହ ଦିବସ’ ଭାବେ ପାଳନ କରାଯାଉଛି। ଆସନ୍ତୁ ଜାଣିବା କିପରି ଏଥିରୁ ମିଳିବ ମୁକ୍ତି।
ସାଧାରଣତଃ ରକ୍ତରେ ସୁଗାର ଅଧିକ ବାହାରିବା ମାତ୍ରେ ଲୋକେ ପାରମ୍ପରିକ ଖାଦ୍ୟ ଛାଡି କଞ୍ଚା ପରିବା, ଫଳ ଆଦି ଖାଇବା ଆରମ୍ଭ କରିଦିଅନ୍ତି। କିଛି ଲୋକ ତ ଅନ୍ୟମାନଙ୍କଠୁ ଶୁଣି କଲରା ଜୁସ୍, ନିମ ପିତା ଆଦି ଖାଇବା ଆରମ୍ଭ କରିଦିଅନ୍ତି, ଯାହାକି ପରେ ଅନ୍ୟ ଶାରୀରିକ ଅସୁବିଧାକୁ ଡାକିଆଣେ। ଏବେ ଆସନ୍ତୁ ଜାଣିନେବା ଜଣେ ଡାଇବେଟିକ୍ ରୋଗୀର ଦିନସାରାର ଖାଦ୍ୟ ତାଲିକା।
ଅସନ୍ତୁଳିତ ଜୀବନଶୈଳୀ ଯୋଗୁଁ ଆଜି ସାରା ବିଶ୍ୱରେ ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଜୀବନରେ ଚାପ ଏବଂ ବେପରୁଆ ଖାଇବା ଅଭ୍ୟାସ ହେତୁ ଉଚ୍ଚ ରକ୍ତଚାପ ଏବଂ ମଧୁମେହ ଭଳି ରୋଗ ସାଧାରଣ ଜୀବନର ଏକ ଅଂଶ ପାଲଟିଗଲାଣି। ଯୁବବର୍ଗ ମଧ୍ୟ ଏଥୁରୁ ମୁକୁଳୁ ନାହାନ୍ତି। ସେମାନେ ବି ମଧୁମେହ ରୋଗରେ ପୀଡିତ ହେବା ଆରମ୍ଭ କରିଛନ୍ତି। ମଧୁମେହ ଅନେକ ସ୍ୱାସ୍ଥ୍ୟ ସମସ୍ୟାକୁ ଆମନ୍ତ୍ରଣ କରେ।