• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Diarrhea

Diarrhea Outbreak
ବାଲିଗୁଡ଼ାରେ ଝାଡ଼ାବାନ୍ତି ଆତଙ୍କ, ୪ ଦିନରେ ଜଣେ ଗର୍ଭବତୀଙ୍କ ସହ ୯ ଜଣଙ୍କ ମୃତ୍ୟୁ !

ପୂର୍ବରୁ ମଧ୍ୟ ବାଡ଼ିପାଙ୍ଗା, ଡିମିଲି ଓ ଭଣ୍ଡରାଶାଳ ଆଦି ଗାଁ ଗୁଡ଼ିକରେ ମଧ୍ୟ ଝାଡ଼ାବାନ୍ତି ଆକ୍ରାନ୍ତରେ ମଧ୍ୟ ଅନେକ ଲୋକଙ୍କର ଜୀବନ ଯାଇଛି ।

Diarrhoea hits Hirakud
ହୀରାକୁଦରେ ଡାଇରିଆ ଡର

ସମ୍ବଲପୁରର ହୀରାକୁଦ ସହରରେ ବ୍ୟାପୁଛି ଝାଡ଼ାବାନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଆକ୍ରାନ୍ତ ହୋଇଛନ୍ତି ପ୍ରାୟ ୧୩୦ ଜଣ। ଏବେବି ବହୁ ଆକ୍ରାନ୍ତ ହୀରାକୁଦ ଓ ବୁର୍ଲା ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଜନସ୍ବାସ୍ଥ୍ୟ ବିଭାଗ ବା PHD ଯୋଗାଉଥିବା ପାଣି ଦୂଷିତ ହେବା ଦ୍ବାରା ଝାଡ଼ାବାନ୍ତି ବ୍ୟାପୁଥିବା ଏଡିଏମଓ ଅଭିଯୋଗ ଆଣିଥିବା ବେଳେ PHD କର୍ତ୍ତୃପକ୍ଷ କିନ୍ତୁ ଏହା ମାନିବାକୁ ନାରାଜ ।

'Diarrhoea' hits Hirakud
ହୀରାକୁଦରେ ଡାଇରିଆ ଡର; ଝାଡାବାନ୍ତି ଆକ୍ରାନ୍ତରେ ଜଣଙ୍କର ମୃତ୍ୟୁ !

ସମ୍ବଲପୁରର ହୀରାକୁଦ ସହରରେ ବ୍ୟାପୁଛି ଝାଡ଼ାବାନ୍ତି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଆକ୍ରାନ୍ତ ହୋଇଛନ୍ତି ପ୍ରାୟ ୧୩୦ ଜଣ।

Diarrhea
କଣ୍ଟାବାଞ୍ଜି ହସ୍ପିଟାଲରେ ଝାଡ଼ାବାନ୍ତିରେ ୨ ମୃତ୍ୟୁ, ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ

ଗତକାଲି କଣ୍ଟାବାଞ୍ଜି ନିକଟସ୍ଥ ବିଭିନ୍ନ ଗାଁର ୬ ଜଣ ରୋଗୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ଆଜି ସକାଳୁ ୨ ଜଣଙ୍କର ମୃତ୍ୟୁ ହୋଇଛି।

Vibrio Cholerae
ହଇଜାର ବାହକ ସାଜିଛି ‘ଡ୍ରିଙ୍କ୍‌ ଫ୍ରମ ଟ୍ୟାପ୍‌’ !

‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍‘ ପାଣି ଏତେ ବିଶୁଦ୍ଧ ଯେ ସିଧା ପାଇପରୁ ନିଅ କିମ୍ବା ମୁହଁ ଲଗେଇ ପିଅ । ହଇଜା ବ୍ୟାପିଥିବା ଷ୍ଟିଲସିଟି ରାଉରକେଲାର ପ୍ରାୟ ସବୁ ୱାର୍ଡ ଆଉ କଲୋନିରେ ବର୍ଷକ ତଳୁ ଆରମ୍ଭ ହୋଇଯାଇଛି, କାନକୁ ଶୁଣିବାକୁ ଓ ଆଖିକୁ ଦେଖିବାକୁ ରାଜ୍ୟ ସରକାରଙ୍କ ଏ ସୁନ୍ଦର ଯୋଜନା ।

diarrhea in rourkela
ରାଉରକେଲା ସହରରେ ବ୍ୟାପୁଛି ଝାଡ଼ାବାନ୍ତି, ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ଗୋଟେ ସ୍ଥାନରୁ ନୁହେଁ ୧୨ ରୁ ୧୪ ଟି ୱାର୍ଡରୁ ଝାଡ଼ାବାନ୍ତି କେସ୍ ଆସୁଛି । ସେଥିପାଇଁ ୬ ଟି ରାପିଡ୍ ରେସପନ୍ସ ଟିମ୍ ନିୟୋଜିତ ହୋଇଛନ୍ତି ।

Diarrhea
ରାଉରକେଲାରେ ଡାଇରିଆ ଭୟ; ଗଲାଣି ୪ ଜୀବନ

ରାଉରକେଲା ସହରରେ ବ୍ୟାପୁଛି ଝାଡ଼ାବାନ୍ତି । ଏଥିରେ ଶତାଧିକ ଲୋକ ଅକ୍ରାନ୍ତ ହେଉଥିବା ବେଳେ ୨ ଦିନରେ ୪ ଜଣ ଆଖି ବୁଜିଲେଣି ।