ଜାଲ୍ ଭିନ୍ନକ୍ଷମ ପ୍ରମାଣପତ୍ର ଦେଇ ୧୪ ଜଣ ଭତ୍ତା ନେଇଥିବା ବେଳେ ଜଣେ ସଧବା ମଧ୍ୟ ବିଧବା ଭତ୍ତା ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।
ଟ୍ରେନି IAS ପୂଜା ଖେଡକରଙ୍କ ନାଁରେ ନୂଆ ଖୁଲାସା ହୋଇଛି । ଭିନ୍ନକ୍ଷମ ସାର୍ଟିଫିକେଟ ପାଇବାକୁ ନକଲି ଠିକଣା ଓ ରାସନ କାର୍ଡ ଦେଇଥିଲେ ପୂଜା ହେଡକର ।
ଜାଲ୍ ସାର୍ଟିଫିକେଟ ଦେଇ ଯଦି କେହି ଆଡମିଶନ କରିଛନ୍ତି, ତା’ହେଲେ ଆଇନ ଅନୁଯାୟୀ, ଦଣ୍ଡିତ ହେବେ ବୋଲି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଆଉ ଯଦି କେଉଁଠି ମଧ୍ୟ ଏପରି ହୋଇଥାଏ, ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।