• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Districts

Weather Update
Weather Update: ଭିଜିବ ଉତ୍ତର ଓ ପଶ୍ଚିମ ଓଡ଼ିଶା ! ପ୍ରବଳ ଶୀତରେ ନୂଆବର୍ଷକୁ ସ୍ୱାଗତ କରିବେ ରାଜ୍ୟବାସୀ

ଝିପିଝିପି ବର୍ଷା ସହ କୋହଲା ପାଗରେ ବିଦାୟ ନେବ ପୁରୁଣାବର୍ଷ । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଭିଜିପାରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶା ।

Weather Alert (colon)Yellow Warning Issued For 11 Odisha Districts
ଆଜିଠୁ ପୁଣି ବଢ଼ିବ ଶୀତ

ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ପାରଦ। କିଛି ସ୍ଥାନରେ ସ୍ୱାଭାବିକ ଏବଂ କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍ ରହିପାରେ ତାପମାତ୍ରା। ରାଜଧାନୀ ଭୁବନେଶ୍ୱରରେ ଆଜି ସର୍ବନିମ୍ନ ତାପମାତ୍ରା ୧୭ ଡିଗ୍ରୀକୁ ଖସିପାରେ

IMD Issues Heavy Rainfall Alert For Several Odisha Districts
ଆହୁରି ୨ ଦିନ ବର୍ଷିବ

ସରିନି ଅଦିନିଆ ବର୍ଷା । ଆହୁରି ୨ ଦିନ ବର୍ଷିବ । ବାୟୁମଣ୍ଡଳର ମଧ୍ୟ ଏବଂ ଉପର ସ୍ତରର ପଶ୍ଚିମା-ବାୟୁ ଏବଂ ନିମ୍ନ ଭାଗର ପୂର୍ବାଳୀ ବାୟୁ ସହ ସଂସ୍ପର୍ଶ ଯୋଗୁ, ପାରସ୍ପରିକ ପ୍ରକ୍ରିୟା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପପୁର୍ଣ୍ଣ ବାୟୁ ପ୍ରଭାବରେ, କିଛି ଜିଲ୍ଲାରେ କୁଆପଥର ବର୍ଷା ସହ ପ୍ରବଳ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ଯାଏଁ ଆହୁରି ବର୍ଷିବ ବୋଲି ପାଣିପାଗ ବିଭାଗର ସୂଚନା ଦେଇଛି ।

IMD Issues Yellow Warning For Dense Fog In Odisha Districts
୧୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଶୀତ କମିଥିବା ବେଳେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଆଜି କୁହୁଡ଼ି ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସକାଳ ୮ଟା ୩୦ ଯାଏ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Air Ambulance Service To Take Off For 4 Odisha Districts From Today
ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା

ଆଜିଠୁ ଉଡ଼ିବ ଆମ୍ବୁଲାନ୍ସ । ୪ଟି ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱର ବିମାନବନ୍ଦରରୁ ଏହି ସେବା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।