ମୃତକୁ ଜୀବିତ ଏବଂ ଜୀବିତକୁ ମୃତ ଦର୍ଶାଇ ଶବ ଅଦଳ ବଦଳ କରିବାରେ କାହାର ହାତ ରହିଛି ? ଏତେ ବଡ ଭୁଲ ପାଇଁ ଦାୟୀ କିଏ ?
ହାଇଟେକ୍ ହସ୍ପିଟାଲ୍ ଟ୍ରାଜେଡିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କୁ ଯେଉଁ ଦିଲୀପ ସାମନ୍ତରାୟ ବୋଲି ଆଶଙ୍କା କରାଯାଉଥିଲା, ତାହା ସତ ହୋଇଛି ।
ଡିଏନଏ ରିପୋର୍ଟ ଆଣିଲା ବ୍ରହ୍ମପୁରର କେ ଦୀପିକା ଓ କେ ଦିନେଶ ମାମଲାରେ ଟ୍ୱିଷ୍ଟ । ରିପୋର୍ଟରେ ସ୍ପଷ୍ଟ ହେଲା ସନ୍ତାନ କାହାର ? ଏବେ ଦୀପିକାଙ୍କୁ ଆପଣାଇବେ ଦିନେଶଙ୍କ ପରିବାର..?
ଦୀପିକାଙ୍କ ୩ ବର୍ଷର ଲଢ଼େଇରେ ଆସିଲା ବଡ଼ ଟୁଇଷ୍ଟ । ତାଙ୍କ ଗର୍ଭଜାତ ସନ୍ତାନ ଦିନେଶଙ୍କ ବୋଲି ଦର୍ଶାଇଲା DNA ରିପୋର୍ଟ । ଦିନେଶ ଏବେ ଆପଣାଇବେ ନା ଚାଲିବ ଆଇନଗତ ଲଢ଼େଇ ?
ଚଳିତ ସପ୍ତାହରେ ଶେଷ ପର୍ଯ୍ୟାୟ DNA ରିପୋର୍ଟ ଆସିବା ପରେ ସରକାର ନିଷ୍ପତ୍ତି ନେବା ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସୂଚନା ।
ବାହାନଗା ଦୁର୍ଘଟଣାର ୨୯ ଦିନ ପରେ ଆଶ୍ୱସ୍ତ ଆତ୍ମୀୟ । ଡିଏନ୍ଏ ମ୍ୟାଚିଂ ପରେ ୨୯ ମୃତଦେହକୁ ମିଳିଛି ପରିଚୟ । ପ୍ରଥମ ପର୍ଯ୍ୟାୟରେ ଡିଏନ୍ଏ ନମୂନା ମ୍ୟାଚ କରାଯାଇଥିବା ୨୯ ପରିବାର ରିପୋର୍ଟ ଆସିବା ପରେ ଏବେ ସେମାନଙ୍କ ପାଇଁ ସହଜ ହୋଇଛନ୍ତି ଶବ ଗ୍ରହଣ ପ୍ରକ୍ରିୟା ।
ବାହାନଗାରେ ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ଆଉ ୨୯ ମୃତଦେହ ଚିହ୍ନଟ ହୋଇଛି। ସକାଳୁ ମୃତକଙ୍କ ସମ୍ପର୍କୀୟମାନେ ଭୁବନେଶ୍ୱର ଏମ୍ସରେ ପହଞ୍ଚିଛନ୍ତି।
ମିଳୁନି ଆତ୍ମୀୟଙ୍କ ମୃତଦେହ । ଡେଡ୍ ବଡି ତ ଦୂରର କଥା, ବଞ୍ଚିଛନ୍ତି କି ନାହିଁ ଖୋଜ ଖବର ବି ନାଇଁ । ଏମିତି କି କିଛି କିଛି ସ୍ଥାନରେ ଚିହ୍ନଟ ହେଉଥିଲେ ମଧ୍ୟ ବିନା ଡିଏନଏ ଟେଷ୍ଟରେ ବଡି ଦେବାକୁ ମନା କରୁଛି ମେଡିକାଲ ।
କଳାହାଣ୍ଡି ମହାଲିଙ୍ଗରୁ ଶିକ୍ଷୟିତ୍ରୀ ନିଖୋଜ ମାମଲାରେ ଏବେ ବି ସସ୍ପେନ୍ସ ଲାଗି ରହିଛି। ନିର୍ମାଣାଧିନ ଖେଳପଡ଼ିଆରୁ ମିଳିଥିବା ମୃତଦେହଟି ମମିତାଙ୍କର କି ନୁହେଁ, ତାହା ସ୍ପଷ୍ଟ ହୋଇନାହିଁ। ଡିଏନ୍ଏ ଟେଷ୍ଟ ପରେ ହଟିବ କି ପରଦା !
ଡିଏନ୍ଏ ଟେଷ୍ଟ୍ କରିବା ବାଧ୍ୟତାମୂଳକ ନୁହେଁ । କୌଣସି ବ୍ୟକ୍ତିଙ୍କୁ ଡିଏନ୍ଏ ଟେଷ୍ଟ୍ ପାଇଁ ବାଧ୍ୟ କରିବା ତାଙ୍କ ବ୍ୟକ୍ତିଗତ ସ୍ୱାଧୀନତା ଏବଂ ଗୋପନୀୟତା ଅଧିକାରର ଉଲ୍ଲଂଘନ ଅଟେ ବୋଲି କହିଛନ୍ତି ସୁପ୍ରିମକୋର୍ଟ ।