• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Doctor Beats Up Patient

Doctor Beats Up Patient
ଡାକ୍ତରଖାନାରେ ରୋଗୀ-ଡାକ୍ତର ହାତାହାତି, ଭିଡିଓ ଭାଇରାଲ୍‌

ଡାକ୍ତରଖାନାରେ ରୋଗୀ-ଡାକ୍ତର ପିଟାପିଟି। ଗୋଇଠା, ମୁଥ ଠେଙ୍ଗାରେ କଥାବାର୍ତ୍ତା। କେତେବେଳେ କିଏ କାହାକୁ ମୁଥ, ଗୋଇଠା ମାରିଲାଣି ତ ଆଉ କେତେବେଳେ ବାଡି ଧରି ଆକ୍ରମଣ କଲାଣି। ଯାହାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ଚିକତ୍ସା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତର କୌଣସି କାରଣବଶତଃ ଆକ୍ରମଣ କରିଥିବା ଜଣାପଡ଼ିଛି