ପ୍ରସବ କରାଇବା ପାଇଁ ରୋଗୀଙ୍କ ସମ୍ପର୍କୀୟଙ୍କୁ ଲାଞ୍ଚ ମାଗୁଥିଲେ ଡାକ୍ତର । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଡାକ୍ତର ପ୍ରଦ୍ୟୁମ୍ନ କୁମାର ସାହୁଙ୍କ ବିରୋଧରେ ଲାଞ୍ଚ ମାଗୁଥିବା ଅଭିଯୋଗ ଆଣିଲେ ରୋଗୀଙ୍କ ସଂପର୍କୀୟ ।