ପୁଣି ଆମେରିକା ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ । ଫ୍ଲୋରିଡାରେ ଗଲ୍ଫ ଖେଳୁଥିବା ବେଳେ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ । ଅଳ୍ପକେ ବର୍ତ୍ତି ଯାଇଛନ୍ତି ରିପବ୍ଲିକାନ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଟ୍ରମ୍ପ ।
ଆମେରିକାର ଲୋକଙ୍କୁ ନିଜ ସପକ୍ଷରେ ଆଣିବା ପାଇଁ କମଲା ହ୍ୟାରିସ୍ଙ୍କ ପାଖରେ ଏବେ ୪ ସପ୍ତାହରୁ କମ୍ ସମୟ ରହିଛି ।
ଡୋନାଲ୍ଡ ଟ୍ରମ୍ଫ ବାଇଡେନଙ୍କୁ ‘ଦେଶର ଇତିହାସରେ ସବୁଠାରୁ ଖରାପ ରାଷ୍ଟ୍ରପତି’ ବୋଲି କହିଛନ୍ତି ଉପରାଷ୍ଟ୍ରପତି ପ୍ରାର୍ଥୀ ଜେଡି ଭାନ୍ସ।
ଆସନ୍ତା ନଭେମ୍ୱରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ। ଏହାପୂର୍ବରୁ ଜୋର୍ଦାର ହୋଇଛି ପ୍ରଚାର। ଏହାରି ଭିତରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ଆସିଛି ବଡ଼ ଖବର। "ଦି ହିଲ"ରେ ପ୍ରକାଶିତ ଏକ ସ୍ତମ୍ଭ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି।
ପୁଣି ଥରେ ହ୍ୱାଇଟ୍ ହାଉସକୁ ଫେରିବାକୁ ଦୃଢ ଆଶାବାଦୀ ଟ୍ରମ୍ପ। ଏଥିସହ ରିପବ୍ଲିକାନ୍ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି।
ଏଫବିଆଇ ଏହି ଆକ୍ରମଣକାରୀଙ୍କୁ ସ୍ଥାନୀୟ ବଟଲର କାଉଣ୍ଟି ଅଞ୍ଚଳର ୨୦ବର୍ଷୀୟ ଥୋମାସ୍ ମାଥ୍ୟୁ କୁକ୍ ବୋଲି ଚିହ୍ନଟ କରିଛି। ତଦନ୍ତ ପରେ ଏହା ଜଣାପଡିଛି ଯେ ଆକ୍ରମଣକାରୀ ଟ୍ରମ୍ପଙ୍କ ପାର୍ଟି 'ରିପବ୍ଲିକାନ୍'ର ଜଣେ ସଦସ୍ୟ।
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ ପରେ ଚର୍ଚ୍ଚା ଜୋର୍ ଧରିଛି। ମୃତ୍ୟୁକୁ ଅତି ନିକଟରୁ ଦେଖିବା ପରେ ମଧ୍ୟ ସେ ସୌଭାଗ୍ୟବଶତଃ ବଞ୍ଚିଯାଇଛନ୍ତି। ତେବେ ଟ୍ରମ୍ପଙ୍କୁ ମହାପ୍ରଭୁ ଜଗନ୍ନାଥ ବଞ୍ଚାଇ ଦେଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।
ଟ୍ରମ୍ପଙ୍କ ଅଭିଯୋଗ ଆଧାରରେ ବାଇଡେନ୍ଙ୍କ ବଡ଼ ମନ୍ତବ୍ୟ। କହିଲେ, ଏଣିକି ଦିନରେ କମ୍ କାମ, ଅଧିକ ନିଦ୍ରା ଓ ରାତି ୮ଟା ପରେ ସବୁ କାମ ବନ୍ଦ।
ଟ୍ରମ୍ପ ଗଣମାଧ୍ୟମକୁ କହିଛନ୍ତି, "ମୋ ବିରୋଧରେ ଆସିଥିବା ରାୟ ଅପମାନଜନକ। ଏହା କଠୋର ଓ ଲଜ୍ଜାଜନକ ପରୀକ୍ଷା । ପ୍ରକୃତ ରାୟ ନଭେମ୍ବର ୨ରେ ଆସିବ। କ’ଣ ହେଲା ସେମାନେ ଜାଣନ୍ତି ଏବଂ ଏଠାରେ କ’ଣ ଘଟିଛି ତାହା ସମସ୍ତେ ଜାଣନ୍ତି। ”
ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ରାଷ୍ଟ୍ରପତି ବାଇଡେନ୍ ଦୁଇଜଣ ପ୍ରତିଦ୍ୱନ୍ଦ୍ୱୀଙ୍କୁ ବିପୁଳ ଭୋଟ୍ ବ୍ୟବଧାନରେ ପରାସ୍ତ କରି ନିଜ ଦଳ ତରଫରୁ ପୁଣି ରାଷ୍ଟ୍ରପତି ପ୍ରାର୍ଥୀ ରେସରେ ଆଉ ପାଦେ ଆଗେଇଛନ୍ତି।
କୋଲୋରାଡୋ କୋର୍ଟର ଏହି ରାୟକୁ ଚାଲେଞ୍ଜ କରି ଉପର ଅଦାଲତର ଦ୍ୱାରସ୍ଥ ହୋଇପାରିବେ ଡୋନାଲ୍ଡ ଟ୍ରମ୍ପ ।
ଆତ୍ମସମର୍ପଣ ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗିରଫ କରାଯାଇଛି। ଗିରଫ ପରେ ତାଙ୍କୁ ଆଟଲାଣ୍ଟାର ଫ୍ଲୁଟୋନ କାଉଣ୍ଟି ଜେଲ୍ରେ ରଖାଯାଇଥିଲା।
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ମାମଲାରେ କୋର୍ଟରେ ହାଜର ହେବା ପରେ ‘ଲିଟିଲ ହାଭାନାର କ୍ୟୁବା’ ନାମକ ଏକ ରେଷ୍ଟୁରାଣ୍ଟରେ ଅଟକି ଯାଇଥିଲେ ।
ଗିରଫର ମାତ୍ର ଏକ ଘଣ୍ଟାର ଶୁଣାଣି ପରେ ଟ୍ରମ୍ପଙ୍କୁ ଜାମିନ ପ୍ରଦାନ କରିଥିଲେ କୋର୍ଟ ।
ଡିପାଟର୍ମେଣ୍ଟାଲ ଷ୍ଟୋରର ଡ୍ରେସିଂ ରୁମ୍ରେ ଟ୍ରମ୍ପ ୩୦ ବର୍ଷ ପୂର୍ବେ ଏଭଳି ଏକ ନାରକୀୟ କାଣ୍ଡ ଘଟାଇଥିବା କ୍ୟାରୋଲଙ୍କ ଓକିଲ, କୋର୍ଟଙ୍କ ସମ୍ମୁଖରେ କହିଛନ୍ତି ।
ଜଣେ ରିପୋର୍ଟର ଏହି ଭିଡିଓକୁ ଟ୍ୱିଟରରେ ଅପଲୋଡ୍ କରିଛନ୍ତି। ଯେଉଁଥିରେ ଟ୍ରମ୍ପ ପିଜାକୁ ଖାଇବା ପରେ ମୋର ଅବଶିଷ୍ଟ ପିଜାକୁ କିଏ ଖାଇବ ବୋଲି ପଚାରୁଛନ୍ତି।
ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗିରଫ କରାଯିବାର ଘଣ୍ଟାଏ ମଧ୍ୟରେ ଜାମିନ ମିଳିଛି। ଗତକାଲି ଡୋନାଲ୍ଡ ଟ୍ରମ୍ପଙ୍କୁ ପୋଲିସ ଗିରଫ କରିଥିଲା।
ଏକ ଅପରାଧିକ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ତେବେ ଖୁବ୍ଶୀଘ୍ର ଟ୍ରମ୍ପ ଗିରଫ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । ଜଣେ ପର୍ଣ୍ଣ ଷ୍ଟାରଙ୍କୁ ଟଙ୍କା ଦେବା ଅଭିଯୋଗରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗିରଫ ହୋଇପାରନ୍ତି ବୋଲି ପୂର୍ବରୁ କୁହାଯାଉଥିଲା
ଆମେରିକାରେ ଡୋନାଲ୍ଡ ଟ୍ରମ୍ପ ପ୍ରଥମ ପୂର୍ବତନ ରାଷ୍ଟ୍ରପତି ଯିଏକି ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପୂର୍ବରୁ ଆମେରିକାର କୌଣସି ପୂର୍ବତନ ରାଷ୍ଟ୍ରପତି କିଛି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇନାହାନ୍ତି ।
ସୋସିଆଲ ମିଡିଆରେ କିଛି ଫଟୋ ଏବେ ଭାଇରାଲ ହେଉଛି । ସେହି ଫଟୋ ଗୁଡ଼ିକୁ ଦେଖିଲେ ଆପଣ ଭାବିବେ ଯେ ଡୋନାଲ୍ଡ ଟ୍ରମ୍ପଙ୍କୁ ପୋଲିସ ଗିରଫ କରିଛି ।
ବ୍ୟାନ୍ ହଟିବା ପରେ ଟ୍ରମ୍ପ ଫେସ୍ବୁକ୍ରେ ପ୍ରଥମ ପୋଷ୍ଟ ଶେୟାର କରିଛନ୍ତି। ୧୨ ସେକେଣ୍ଡର ଭିଡିଓ ପୋଷ୍ଟ ସହ ଟ୍ରମ୍ପ ଲେଖିଛନ୍ତି-“I'M BACK ! ”। ଭିଡିଓରେ ଟ୍ରମ୍ପଙ୍କ ୨୦୧୬ ନିର୍ବାଚନର ବିଜୟୀ ଭାଷଣ ରହିଛି।
ରଥଯାତ୍ରା ଓ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ରହିଛି ଗୁଢ଼ ସମ୍ପର୍କ । ୪୬ ବର୍ଷ ପୂର୍ବର କାହାଣୀ . . .
ପୂର୍ବରୁ ବଲିଉଡ୍ କୁଇନ୍ କଙ୍ଗନାଙ୍କ ଟ୍ୱିଟର ଆକାଉଣ୍ଟ ମଧ୍ୟ ସଚଳ କରିବାକୁ ନିର୍ଦ୍ଦେଶ ଦେଇଥିଲେ । କଙ୍ଗନାଙ୍କ ନାମ ଇଣ୍ଡଷ୍ଟ୍ରିର ସବୁଠାରୁ ବିନ୍ଦାସ୍ ଅଭିନେତ୍ରୀମାନଙ୍କ ତାଲିକାରେ ରହିଛି ।
ହ୍ୱାଇଟ୍ ହାଉସ୍ ଛାଡ଼ିବା ପରେ ଟ୍ରମ୍ପ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନେଇ ଫ୍ଲୋରିଡା ପଳାଇଥିବା ଅଭିଯୋଗ ହୋଇଛି। ଏହିସବୁ କାଗଜପତ୍ର ଖୋଜିବା ଲାଗି ରେଡ୍ ହୋଇଥିବା ସୂଚନା ମିଳିଛି।
ନିକଟରେ ଟ୍ୱିଟର କିଣିଥିବା ଏଲୋନ୍ ମସ୍କ ସ୍ପଷ୍ଟ କରିଛନ୍ତି , ଆମେରିକାର ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପଙ୍କ ଟ୍ୱିଟର ଆକାଉଣ୍ଟକୁ ରିଷ୍ଟୋର କରାଯିବ ।