ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ..
ଆସନ୍ତାକାଲି ଓଡ଼ିଶା ଆସିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ...
ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ନେଇ ଏବେ ପୂରା ଦେଶରେ ଚର୍ଚ୍ଚା ଚାଲିଛି। ଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସେ ଯେଉଁ ପ୍ରତିଶ୍ରୁତି ମାଗିଛନ୍ତି ତାହାକୁ ନେଇ ରାଜନୈତିକ ମହଲରେ ବେଶ୍ ଆଲୋଚନା ବି ହେଉଛି।
ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଜେପି ଅପେକ୍ଷା ବିଜେଡି କାହିଁକି କରୁଛି ଅଧିକ ପ୍ରଚାର। ଶ୍ରେୟ ନେବା ପାଇଁ ବିଜେଡି ବିଜେପି ମଧ୍ୟରେ ଆରମ୍ଭ ହୋଇଛି କି ରେସ୍?
ଓଡ଼ିଶା ପରେ ଆନ୍ଧ୍ର ପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟ ଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ।
ଜଣେ ମହିଳା ହିସାବରେ ଦ୍ରୌପଦୀଙ୍କ ପାଇଁ ଭାବନା ରହିଛି । ସମ୍ଭାବିତ ପ୍ରାର୍ଥୀ ନେଇ ଆଦୌ ଚର୍ଚ୍ଚା କରିନି ବିଜେପି ।
ଶିକ୍ଷୟିତ୍ରୀରୁ ରାଜନୀତିକୁ ଆସିଥିଲେ ଦ୍ରୌପଦୀ । ସେ ରାଇରଙ୍ଗପୁରର କାଉନସିଲର୍ ଭାବେ ରାଜନୀତିର କ୍ୟାରିୟର ଆରମ୍ଭ କରି ଏବେ ରାଇସିନା ହିଲ୍ସର ରାଷ୍ଟ୍ରପତି ଭବନର ନିକଟ ହେଲେଣି ।
NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ଓଡ଼ିଶାର ସବୁ ଭୋଟ୍ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ ବୋଲି ନବୀନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି।
ରାଷ୍ଟ୍ରପତି ନିର୍ବାଚନରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ନାହିଁ ବୋଲି କହିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ।
ବିଦ୍ୟୁତ୍ ବିଭାଗ ପକ୍ଷରୁ ଗତକାଲି ସର୍ଭେ ହେବା ପରେ ଆଜି ଯୁଦ୍ଧକାଳୀନ ଭିତ୍ତିରେ ବିଦ୍ୟୁତ୍ ସଂଯୋଗ କାର୍ଯ୍ୟ ଆରମ୍ଭ କରାଯାଇଛି ।
ନରସିଂହଙ୍କ ବୟାନର ଦିନକ ପରେ ସୁର କହିଛନ୍ତି ଦ୍ରୌପଦୀଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ କରିବାକୁ ସେ ସୋନିଆଙ୍କୁ ପରାମର୍ଶ ଦେଲେ ।
ମାୟାବତୀ ସିଧାସଳଖ ଦ୍ରୌପଦୀଙ୍କୁ ସମର୍ଥନ କରିବେ କହିଛନ୍ତି । ବିଜେପି କିମ୍ବା NDAକୁ ନୁହେଁ ଦଳର ଆଭିମୁଖ୍ୟ ପାଇଁ ସମର୍ଥନ କରୁଥିବା ଘୋଷଣା କରିଛନ୍ତି ମାୟାବତୀ ।
ଏକଦା ଦେଶରେ ସବୁଠାରୁ ଚର୍ଚ୍ଚିତ ରାଷ୍ଟ୍ରପତି ନିର୍ବାଚନ ଲଢିଥିଲେ ଜଣେ ଓଡିଆ ନେତା। ଏପରିକି ତାଙ୍କୁ ଦଳ ଚାହୁଁ ନଥିଲେ ମଧ୍ୟ ସେ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଗଲେ, ଆଉ ଏହି ବିଜୟର ଏମିତି ପ୍ରଭାବ ପଡ଼ିଲା ଯେ ସେତେବେଳେ ଦେଶର ସବୁଠାରୁ ଶକ୍ତିଶାଳୀ ଦଳ ଦୁଇ ଫାଳ ହୋଇଗଲା। ବର୍ତ୍ତମାନ ନିର୍ବାଚନ ଲଢୁଥିବା ଆଉ ଜଣେ ଓଡିଆଙ୍କ ଅବସ୍ଥା ସେମିତି ନାହିଁ। ଏନ୍ଡିଏ ସହିତ ଅନ୍ୟ ଦଳଗୁଡିକ ଦ୍ରୌପଦୀଙ୍କୁ ସମର୍ଥନ କରୁଥିବାରୁ ସେ ସହଜରେ ବିଜୟଲାଭ କରିପାରନ୍ତି ବୋଲି ଆଶା ରହିଛି।
ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ଏନ୍ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରରୁ ରାଇସିନା ହିଲ୍ସ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଦ୍ରୌପଦୀ ମୁର୍ମୁ। ଆଜି ସଂସଦ ଭବନରେ ନିଜ ସମର୍ଥକଙ୍କ ସହ ପହଞ୍ଚିଥିଲେ ଦ୍ରୌପଦୀ।
କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ଯାଇ ସଂସଦ ଭବନରେ ପହଞ୍ଚିଛନ୍ତି ଦ୍ରୌପଦୀ । ସହଯୋଗୀ ଦଳଙ୍କ ଉପସ୍ଥିତିରେ ଦାଖଲ କରିବେ ନାମାଙ୍କନ ।
ସହଯୋଗୀ ଦଳଙ୍କ ଉପସ୍ଥିତିରେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ କରିବେ। ବିଜେଡି, YSR କଂଗ୍ରେସ, ଜେଡିୟୁ ପରି ଦଳ ପ୍ରସ୍ତାବକ ରହିବେ।
ଦ୍ରୌପଦୀଙ୍କୁ ୱାଇଏସ୍ଆର୍ କଂଗ୍ରେସର ସମର୍ଥନ ଘୋଷଣା । ଆଜି ନାମାଙ୍କନ ଭରିବେ ଦ୍ରୌପଦୀ । ଉପସ୍ଥିତ ରହିବେ ରାଜ୍ୟ ବିଜେପିର ୧୦ ବିଧାୟକ । ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ବି ଉପସ୍ଥିତ ରହିବେ ।
ବିଜେଡି ମନ୍ତ୍ରୀ ଓ ବିଧାୟକ ଟୁଇଟ୍ କରି ଦ୍ରୌପଦୀଙ୍କୁ ଓଡିଶାର ଗର୍ବ କହିବା ସହ ସ୍ୱାଗତ କରିଥିଲେ ।
କାଲି ନାମାଙ୍କନ ଭରିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ପ୍ରସ୍ତାବକ ହେଲେ ବିଜେଡିର ଦୁଇ ମନ୍ତ୍ରୀ। ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ପ୍ରସ୍ତାବକ।
କାଲି ନାମାଙ୍କନ ଭରିବେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ପ୍ରସ୍ତାବକ ହେଲେ ବିଜେଡିର ଦୁଇ ମନ୍ତ୍ରୀ। ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ପ୍ରସ୍ତାବକ।
ଦ୍ରୌପଦୀଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ଦ୍ୱାରା ଆଦିବାସୀ ଭୋଟ କାଳେ ବିଜେପିକୁ ଚାଲିଯିବ ସେଇ ଆଶଙ୍କାରେ ବିଜେଡି ଏଭଳି ମାହୋଲ ସୃଷ୍ଟି କରୁଥିବା କହିଛନ୍ତି ରାଜନୈତିକ ସମୀକ୍ଷକ ।
ଓଡିଆ ମହିଳା ହେବେ ରାଷ୍ଟ୍ରପତି! ଇତିହାସ ରଚିବେ ଆଦିବାସୀ ମହିଳା ଶ୍ରୀମତୀ ଦୌପଦୀ ମୁର୍ମୁ। ଆସନ୍ତୁ ଜାଣିବା ତାଙ୍କ ଜନଜାତି ବିଷୟରେ।
ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଠାରୁ ୨୦ କିଲୋମିଟର ଯିବା ପରେ କୁସୁମି ବ୍ଲକରେ ପଡିବ ଉପରବେଡା ଡୁଙ୍ଗୁରିସାହି । ଯେଉଁ ଗାଁ ଏବେ ବେଶ ଚର୍ଚ୍ଚିତ । ଆଦିବାସୀ ବହୁଳ ଏହି ଗାଁ ଲୋକଙ୍କ ଭିତରୁ ଅଧିକାଂଶ ନିରକ୍ଷର ।
ମୁର୍ମୁଙ୍କ ପ୍ରାର୍ଥୀତ୍ୱ ଘୋଷଣା ପୂର୍ବରୁ ବିରୋଧୀଦଳ ପ୍ରାର୍ଥୀ ଘୋଷଣା କରିଛି । ଜଣକୁ ଛିଡ଼ା କରି ଅନ୍ୟ ଜଣକୁ ସମର୍ଥନ କରିବା ଠିକ୍ କଥା ନୁହେଁ କହିଲେ ନରସିଂହ ।