ଚାକିରି ଛାଡ଼ି ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଆସିଷ୍ଟାଣ୍ଟ୍ ପ୍ରଫେସର ଭାବେ ଯୋଗ ଦେଇଥିଲେ ଦ୍ରୋପଦୀ।
ଦ୍ରୌପଦୀ ମୁର୍ମୁ NDAର ରାଷ୍ଟ୍ରପତି ପ୍ରାର୍ଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକଥା ପୂର୍ବରୁ ଜାଣିଥିଲେ। ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇ ନବୀନ କରିଥିବା ଟ୍ୱିଟ୍ରେ ଏହାର ସଙ୍କେତ ମିଳିଛି।
ଏନ୍ଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ତାଙ୍କୁ Z+ ସୁରକ୍ଷା ମିଳିଛି। ଯେଉଁଥିରେ ୧୦ରୁ ଅଧିକ ଏନ୍ଏସ୍ଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି।
ଏନ୍ଡିଏ ଓ ବିରୋଧୀ ମେଣ୍ଟ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛନ୍ତି। ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ୱନ୍ତ ସିହ୍ନା ବିରୋଧୀ ପକ୍ଷର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି।
ଏକ ପ୍ରେସମିଟ ଜରିଆରେ ଦ୍ରୌପଦୀଙ୍କ ନାଁ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପ୍ରାର୍ଥୀ ଘୋଷଣା ପରେ OTVକୁ ଦ୍ରୌପଦୀ ମୁର୍ମୁ ଦେଇଥିଲେ ପ୍ରଥମ ପ୍ରତିକ୍ରିୟା ।
ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ୨୦ ଜୁନ ୧୯୫୮ । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ ।
କିଏ ହେବେ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି । ଏନଡିଏ ଏବଂ ଅନ୍ୟ ବିରୋଧୀ ଦଳ କାହାକୁ କରିବେ ପ୍ରାର୍ଥୀ ? ଜାତୀୟ ଗଣମାଧ୍ୟମରେ ଏନେଇ ଚର୍ଚ୍ଚା ଜୋର ଧରିଛି । ଏଥର ଏନଡିଏ ଜଣେ ଆଦିବାସୀ, ସଂଖ୍ୟାଲଘୁ ଅବା ମହିଳାଙ୍କୁ ରାଷ୍ଟ୍ରପତି କରିପାରେ ବୋଲି ଚର୍ଚ୍ଚା ହେଉଛି ।