ରାଷ୍ଟ୍ରପତି ଭବନରେ ଓଡ଼ିଶାର ବିଧାୟକ ଟିମ୍ । ପ୍ରଥମ ନାଗରିକଙ୍କୁ ଭେଟିଲେ, ଅଭିନନ୍ଦନ ଜଣାଇଲେ । ଉପହାର ଦେବା ସହ ସୁଖଦୁଃଖ ବି ହେଲେ । ରାଜ୍ୟ ବିକାଶ ଲାଗି ସହଯୋଗ ଲୋଡ଼ିଲେ । ଖାଲି ସେତିକି ନୁହେଁ, ଭବ୍ୟ ରାଷ୍ଟ୍ରପତି ଭବନ ବୁଲି ଦେଖିବା ସହ ରାଷ୍ଟ୍ରପତିଙ୍କ ସହ ଫଟୋ ଉଠାଇ ଖୁସି ମନରେ ଫେରିଲେ ଓଡ଼ିଶାରୁ ଯାଇଥିବା ବିଧାୟକ ଟିମ ।
ସୋସିଆଲ ମିଡିଆରେ ତାଙ୍କ ଆକାଉଣ୍ଟ ଭେରିଫାଏ ହେବା ପୂର୍ବରୁ ତାଙ୍କୁ ଏତେ ମାତ୍ରାରେ ଲୋକ ଫଲୋ କରିଛନ୍ତି ଯେ, ତାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ।
ରାଷ୍ଟ୍ରପତି ଭବନରେ ଓଡ଼ିଶାର ବିଧାୟକମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ପ୍ରଥମ ଥର ପାଇଁ ଏତେ ନିକଟରୁ ତାଙ୍କୁ ଦେଖି ସମସ୍ତେ ଖୁସିରେ ବିଭୋର ହୋଇଛନ୍ତି।
ପାଟିରୁ ଏଭଳି ଶବ୍ଦ ଅଜାଣତରେ ଖସି ଯାଇଥିବାରୁ, ରାଷ୍ଟ୍ରପତି ତାଙ୍କୁ କ୍ଷମା ଦିଅନ୍ତୁ ବୋଲି ନିବେଦନ କରିଛନ୍ତି ଅଧୀର ରଞ୍ଜନ ।
ଦେଶର ସର୍ବପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତିଙ୍କ ପ୍ରତି ଅପମାନସୂଚନକ ଟିପ୍ପଣୀ ପ୍ରତିବାଦରେ ସଂସଦର ଉଭୟ ଗୃହରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ।
ସ୍ୱପ୍ନ ସତ ହେଲା। ଅତିଥି ହୋଇ ଯାଇଥିଲେ, ଅଭୁଲା ଅନୁଭବ ନେଇ ଫେରିଲେ।
ମୟୂରଭଞ୍ଜ ଜିଲ୍ଲାରୁ ପ୍ରାୟ ୬୦ ଜଣ ଲୋକ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ରାଷ୍ଟ୍ରପତି ଭବନରେ ମଧ୍ୟାହ୍ନ ଭୋଜନ କରିଛନ୍ତି। ମଧ୍ୟାହ୍ନ ଭୋଜନରେ ସବୁ ଖାଦ୍ୟ ନିରାମିଷ ଥିଲା।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ଗ୍ରହଣ ବେଳେ ପିନ୍ଧିଥିଲେ କେଉଁ ଶାଢି ?
ସେରିମନିଆଲ ସାଲ୍ୟୁଟ ବେଳେ କମାଣ୍ଡିଂ ଅଫିସର ଥିଲେ ଜଣେ ଓଡ଼ିଆ ଅଫିସର....
ଦ୍ରୌପଦୀ ତାଙ୍କର ପ୍ରକୃତ ନାଁ ନୁହେଁ। ଏହା ତାଙ୍କ ଶିକ୍ଷକଙ୍କ ଦ୍ୱାରା ଦିଆଯାଇଥିଲା। କିନ୍ତୁ ତାଙ୍କ ପ୍ରକୃତ ନାମ କ’ଣ ଥିଲା, ଶିକ୍ଷକ ତାଙ୍କୁ ଏ ନାଁ କାହିକି ଦେଲେ ଜାଣିବା ପାଇଁ ପଢନ୍ତୁ…
ମାସିକ ପାଖାପାଖି ୫ ଲକ୍ଷ ଟଙ୍କାର ବେତନ, ବିଭିନ୍ନ ପ୍ରକାର ଭତ୍ତା
ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ଶପଥ ନେଇଛନ୍ତି ଦ୍ରୌପଦୀ ମୁର୍ମୁ। ତାଙ୍କର ପ୍ରଥମ ସମ୍ବୋଧନ ୧୮ ମିନିଟ ଧରି ଚାଲିଥିଲା। ଏଥିରେ ଭାରତକୁ ନେଇ ସେ ଅନେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ତେବେ ଆସନ୍ତୁ ଜାଣିବା ତାଙ୍କ ଭାଷଣର ୧୦ ଟି ବଡ କଥା...
ଅଭିଭାଷଣରେ ଭୀମଭୋଇଙ୍କ ପଂକ୍ତି ଗାଇ କିଣିନେଲେ ଦେଶବାସୀଙ୍କ ମନ
ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଏବେ ଦ୍ରୌପଦୀ ମୁର୍ମୁଙ୍କୁ ମିଳିଛି ଏକ ଅତ୍ୟାଧୁନିକ ଓ ସୁପର ପ୍ରୋଟେକ୍ଟେଡ୍ କାର୍। ଏହି କାର୍ ବୁଲେଟ୍ ଓ ବମ୍ ପ୍ରୁଫ୍।
ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଏବେ ଦ୍ରୌପଦୀ ମୁର୍ମୁଙ୍କୁ ମିଳିଛି ଏକ ଅତ୍ୟାଧୁନିକ ଓ ସୁପର ପ୍ରୋଟେକ୍ଟେଡ୍ କାର୍।
ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି। ପ୍ରଥମ ଥର ଲାଗି ଜଣେ ଆଦିବାସୀ ମହିଳା ଭାବେ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି।
ଦେଶର ପ୍ରଥମ ନାଗରିକ ଭାବେ ମ୍ୟାଡମ୍ ଦୌପଦୀ ମୁର୍ମୁ ଶପଥ ନେବା ପରେ ତାଙ୍କ ମାମୁ ଘର ଗାଁରେ ଚାଲିଛି ସେଲିବ୍ରେସନ। ପରିବାରର ସବୁ ସଦସ୍ୟ ମିଳିମିଶି ହାଣ୍ଡିଆ ତିଆରି କରିବା ପରେ ଜାହିରାଙ୍କ ପାଖରେ ପୂଜାର୍ଚ୍ଚନା କରିଥିଲେ।
‘ଦେଶର ସବୁ ନାଗରିକଙ୍କ ଆଶା, ଆକାଂକ୍ଷା ପୂରଣ କରିବି। ୨୫ ବର୍ଷର ଲକ୍ଷ୍ୟ ନେଇ କାମ କରିବି’ ବୋଲି ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ମ୍ୟାଡମ୍ ଦ୍ରୌପଦୀ ମୁର୍ମୁ ତାଙ୍କ ଅଭିଭାଷଣରେ ଏହା କହିଛନ୍ତି।
ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି। ପ୍ରଥମ ଥର ଲାଗି ଜଣେ ଆଦିବାସୀ ମହିଳା ଭାବେ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି।
ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଆଜି ଶପଥ ନେବେ। ପ୍ରଥମ ଥର ଲାଗି ଜଣେ ଆଦିବାସୀ ମହିଳା ହେବେ ଦେଶର ରାଷ୍ଟ୍ରପତି।
ଆଜି ସର୍ବୋଚ୍ଚ ଆସନରେ ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁ। ଜଣେ ପଛୁଆ ବର୍ଗରୁ ଆସି ଆଜି ଦେଶର ଏକ ସମ୍ମାନସ୍ପଦ ପଦରେ ପହଞ୍ଚିବା ନେଇ ତାଙ୍କୁ କରିବାକୁ ପଡିନି କମ ସଂଘର୍ଷ। ତେବେ ଆସନ୍ତୁ ଜାଣିନେବା ତାଙ୍କର ସେହି ସଂଘର୍ଷର କାହାଣୀ ବିଷୟରେ।
ଜଣେ ଆଦିବାସୀ ମହିଳା ଏନ୍ଏସି କାଉନସିଲରରୁ ରାଜନୈତିକ କ୍ୟାରିୟର ଆରମ୍ଭ କରି; ରାଷ୍ଟ୍ରପତି ଭଳି ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଭିଷିକ୍ତ ହେବା ଏକ ବିରାଟ ଉପଲବ୍ଧି।
ଭାରତ ଇତିହାସରେ ଯୋଡ଼ିହେବ ଏକ ନୂଆ ଅଧ୍ୟାୟ। ସକାଳ ୧୦ଟା ୧୪ରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ। ଶପଥ ସମାରୋହରେ ସାମିଲ ହେବ ନବୀନ...