ଆପଣ ସରକାରୀ ଚାକିରି କରିବାକୁ ଚାହୁଁଛନ୍ତି କି ? ତା’ହେଲେ ଆପଣଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ। DRDO-CEPTAMରେ ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।
DRDO ବୈଜ୍ଞାନିକ ପଦବୀ ପୂରଣ ପାଇଁ ଆବେଦନ ଜାରି କରିଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୬୩୦ ପଦବୀ ପୂରଣ ହେବ। ଜାଣନ୍ତୁ ଅନ୍ୟାନ୍ୟ ସୂଚନା।