• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Drdo

NIA
ବାଲେଶ୍ୱରରେ NIA ଟିମ୍, ଗୁପ୍ତତଥ୍ୟ ଚୋରିର କରିବ ତଦନ୍ତ

DRDOରୁ ତଥ୍ୟ ଚୋରି ଘଟଣାର ଅଧିକ ତଦନ୍ତ କରିବ NIA ଟିମ୍। ବାଲେଶ୍ୱରରେ ପହଞ୍ଚିଲେ ଟିମର ଦୁଇ ଜଣିଆ ସଦସ୍ୟ। ତଥ୍ୟ ଚୋରି ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ଓଡ଼ିଶଶ ପୋଲିସ। ଦେଶର ଆଭ୍ୟନ୍ତରୀଣ ତଥ୍ୟ ଲିକ୍ ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି।

NIA Team
ବାଲେଶ୍ୱରରେ ପହଞ୍ଚିଲା NIA ଟିମ୍‌

ସୂଚନା ଅନୁସାରେ, ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ ତଥ୍ୟ ଲିକ୍‌ ଅଭିଯୋଗରେ ଓଡ଼ିଶା ପୋଲିସ ତଦନ୍ତ କରିଥିଲା। ପାକିସ୍ତାନ ISIକୁ କେଇଟା ଟଙ୍କା ପାଇଁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ସେପ୍ଟେମ୍ବର ୧୪ରେ ୪ ଜଣଙ୍କୁ ଗିରଫ କରିଥିଲା। ଏହି ୪ ଅଭିଯୁକ୍ତ ITRର ୩ ନମ୍ବର ଲଞ୍ଚ ପ୍ୟାଡରେ କାମ କରୁଥିଲେ।

arrested
DRDO ସେଣ୍ଟରରୁ ତଥ୍ୟ ଲିକ୍: ପୁଣି ଜଣଙ୍କୁ ଗିରଫ କଲା ପୋଲିସ୍‌

ସୂଚନା ଅନୁସାରେ, ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ ତଥ୍ୟ ଲିକ୍ ଅଭିଯୋଗକୁ ନେଇ ପୁଣି ହଇଚଇ ସୃଷ୍ଟି ହୋଇଛି। ପାକିସ୍ତାନ ISIକୁ କେଇଟା ଟଙ୍କା ପାଇଁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ସେପ୍ଟେମ୍ବର ୧୪ରେ ୪ ଜଣଙ୍କୁ ଗିରଫ କରିଥିଲା

DRDO info leak case
କେଉଁ ଲାଳସାରେ ବିକିଥିଲେ ଦେଶର ଗୁପ୍ତ ତଥ୍ୟ?

ଚାନ୍ଦିପୁର ITRରେ କିଏ ୧୦ ବର୍ଷ ଧରି କାମ କରୁଥିଲା, ତ ଆଉ କିଏ ୨୦ ବର୍ଷ ଧରି। ସ୍ଥାନୀୟ ଅଞ୍ଚଳର ଏତେ ପୁରୁଣା ଠିକା କର୍ମଚାରୀ ହେବା ସତ୍ତ୍ୱେ, ଏମାନେ କେମିତି ପଛାଇନଥିଲେ ଦେଶଦ୍ରୋହ ଭଳି ସଂଗୀନ ଅପରାଧ କରିବାକୁ? କେଉଁ ଲାଳସା ବାଧ୍ୟ କରିଥିଲା ଶତ୍ରୁରାଷ୍ଟ୍ର ଆଗରେ ନିଜ ଇମାନ୍ଦାରୀ ସହ ଦେଶର ଗୁପ୍ତ ତଥ୍ୟ ବିକିଦେବାକୁ?

ତଦନ୍ତ ଦାୟିତ୍ୱଭାର ନେବ କ୍ରାଇମବ୍ରାଞ୍ଚ
DRDOର ତଥ୍ୟ ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ପାକିସ୍ତାନର ଗୁଇନ୍ଦା ସଂସ୍ଥା ISIକୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ଗତକାଲି ୪ ଜଣଙ୍କୁ ଗିରଫ କରିଥିଲା। ଘଟଣାର ତଦନ୍ତ ଭାର ନେବା ଲାଗି କ୍ରାଇମବ୍ରାଞ୍ଚ ଟିମ୍ ବାଲେଶ୍ୱର ଗସ୍ତ କରିଛି। ସେପଟେ ଗିରଫ ହୋଇଥିବା ୪ ଜଣଙ୍କର କୋଭିଡ୍ ଟେଷ୍ଟ ସହ ସ୍ୱାସ୍ଥ୍ୟ ଯାଞ୍ଚ କରାଯାଇଛି।

DRDO
DRDO ତଥ୍ୟ ଲିକ୍ ସହ ହନି ଟ୍ରାପ୍ ଲିଙ୍କ୍ !

DRDO ତଥ୍ୟ ଲିକ୍ ସହ ହନି ଟ୍ରାପ୍ ଲିଙ୍କ୍ ! ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି।

Honey Trap
କାହିଁକି ଟାଣିଲା ହନି ଟ୍ରାପ୍‌ ମୋହ ? ସିକ୍ରେଟ୍‌ ତଥ୍ୟ ଦେଇଦେଲେ DRDOର ଠିକା କର୍ମଚାରୀ !

DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। ଏହି ମହିଳା ଜଣକ ପାକିସ୍ତାନୀ ଏଜେଣ୍ଟ ବୋଲି ସୂଚନା ମିଳିଛି। 

Contractual Staff Of DRDO Arrested
ହନି ଟ୍ରାପ୍‌ରେ ପଡ଼ି ତଥ୍ୟ ଦେଇଥିଲେ DRDOର ଠିକା କର୍ମଚାରୀ !

ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। 

arrested
ଗିରଫ ହେଲେ DRDOର ୪ ଠିକା କର୍ମଚାରୀ

ଗୁପ୍ତଚରୀ DRDOର ୪ ଠିକା କର୍ମଚାରୀ ଗିରଫ ହେଲେ। ଚାନ୍ଦିପୁର DRDOର ୪ ଠିକା କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ। ବିଦେଶୀ ସଂସ୍ଥାକୁ ତଥ୍ୟ ଲିକ୍ କରିବା ଅଭିଯୋଗରେ ଗିରଫ ହୋଇଥିବା ନେଇ ମିଳିଛି ସୂଚନା

anti drone technology
ଶତ୍ରୁକୁ ମିଳିବ କଡ଼ା ଜବାବ : ଦେଶର ସୁରକ୍ଷା ପାଇଁ ଖୁବଶ୍ରୀ ମୁତୟନ ହେବ ସ୍ୱଦେଶୀ ଆଣ୍ଟିଡ୍ରୋନ୍ ଟେକ୍ନୋଲଜି

ଦେଶର ସୁରକ୍ଷା ପାଇଁ ଖୁବଶୀଘ୍ର ମୁତୟନ ହେବ ସ୍ୱଦେଶୀ ଆଣ୍ଟିଡ୍ରୋନ୍ ଟେକ୍ନୋଲଜି । ବିଏସ୍ଏଫ୍ ଅଳଙ୍କରଣ ସମାରୋହରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ପ୍ରାୟ ଦୁଇ ସପ୍ତାହ ପୂର୍ବରୁ ଜାମ୍ମୁ ଏୟାରବେସରେ ହୋଇଥିବା ଡ୍ରୋନ୍ ଆକ୍ରମଣ ପରେ ଗୃହମନ୍ତ୍ରୀ ଅମିତ ଶାହା ଏପରି ବଡ଼ ବୟାନ୍ ଦେଇଛନ୍ତି