ଭୁବନେଶ୍ୱର ଇନଫୋସିଟି ଛକରେ ଅନଲାଇନ ଅଟୋ ଚାଳକ ସଂଘର ଧର୍ମଘଟ ସହ ବିଶାଳ ପିକେଟିଂ ।
ଲକ୍ଷ୍ମୀ ବସ୍ ଡ୍ରାଇଭର ଓ କଣ୍ଡକ୍ଟରକୁ ନିସ୍ତୁକ ମାଡ଼ । ଦୁର୍ଘଟଣାକୁ ନେଇ ବିଚ୍ ରାସ୍ତାରେ ଆକ୍ରମଣ ।
୨ ଗାଡ଼ି ମୁହାଁମୁହିଁ ଧକ୍କା ପରେ ୨ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କଣ୍ଟେନର ଓ ଟ୍ରକ୍ ସହ ୨ ଜଣ ଜଳିଯାଇଥିବା ସୂଚନା ମିଳିଛି। ତେବେ କଣ୍ଟେନରର ଖଲାସୀ ଜଣକ ଗୁରୁତର ଥିବା କୁହାଯାଉଛି।
୨ ଗାଡ଼ି ମୁହାଁମୁହିଁ ଧକ୍କା ପରେ ୨ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। କଣ୍ଟେନର ଓ ଟ୍ରକ୍ ସହ ୨ ଜଣ ଜଳିଯାଇଥିବା ସୂଚନା ମିଳିଛି। ତେବେ କଣ୍ଟେନରର ଖଲାସୀ ଜଣକ ଗୁରୁତର ଥିବା କୁହାଯାଉଛି।
ଭାରତରେ ସେଲିବ୍ରିଟି, ଶିଳ୍ପପତି ଓ ରାଜନେତାମାନଙ୍କର ଜୀବନଶୈଳୀ ଉପରେ ଜାଣିବାକୁ ସାଧାରଣ ଲୋକଙ୍କ ମଧ୍ୟରେ ଉତ୍ସାହ ଥାଏ । କିପରି ଭାବେ ସେମାନେ ଜୀବନଯାପନ କରନ୍ତି, ସେମାନେ ବେଶ ପୋଷାକ ଆଦି ଉପରେ ସାଧାରଣ ଲୋକଙ୍କର ନଜର ରହିଥାଏ ।
କୁହାଯାଉଛି କି, ପ୍ରତିଶୋଧ ପରାୟଣ ହୋଇ ଘରେ ପଶି କାର ଏବଂ ବାଇକ୍ ଜାଳିଦେଇଛି ଡ୍ରାଇଭର । ଭୁବନେଶ୍ୱର ଖଣ୍ଡଗିରିରୁ ଏଭଳି ଅଭିଯୋଗ ଆସିଥିବାବେଳେ ଡ୍ରାଇଭରର ସମସ୍ତ କାରନାମା ସିସିଟିଭିରେ କଏଦ ହୋଇଛି ।
ସେ ମୃତ୍ୟୁର ଗନ୍ଧ ବାରି ସାରିଥିଲେ । କିନ୍ତୁ ତାଙ୍କ ଉପରେ ନ୍ୟସ୍ତ ଥିଲା ୫୦ରୁ ଅଧିକ ଜୀବନ । କେମିତି ବା ମୃତ୍ୟୁ କବଳରେ ପଡ଼ି ଥାଆନ୍ତେ । ନିଜେ ଚାଲିଯିବା ଆଗରୁ ବଞ୍ଚାଇ ଦେଇଗଲେ ୫୦ରୁ ଜୀବନ ।
ରାଜଧାନୀରେ ଅପହରଣ ପରେ ମୁଣ୍ଡ ଜାମିନ ରଖି ମାଗିଲେ ୧୦ ଲକ୍ଷ ଟଙ୍କା । ଭୁବନେଶ୍ବର ପାତ୍ରପଡ଼ା ଅଞ୍ଚଳର ଜଣେ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ପରେ ତାଙ୍କ ପତ୍ନୀଙ୍କୁ ଫୋନ କରି ୧୦ ଲକ୍ଷ ଟଙ୍କା ଅପହରଣକାରୀ ମାଗିଥିବା ଅଭିଯୋଗ ହୋଇଛି ।
ଗାଡ଼ି ଛାଡ଼ି ଗର୍ଜନ, ହଲ୍ଲାବୋଲ୍ ଏବଂ ହଳଦିଆ ନମ୍ବରପ୍ଲେଟ୍ ଗାଡ଼ିକୁ ଟାର୍ଗେଟ୍ । ୧୦ ଦଫା ଦାବିରେ ସାରା ରାଜ୍ୟରେ ଆଜି ଏମିତି ଢଙ୍ଗରେ ଆନ୍ଦୋଳନକୁ ଓହ୍ଲାଇ ପ୍ରତିବାଦ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ ।
ଟ୍ରାକ୍ଟରଟି ଏକ ଉଠାଣି ରାସ୍ତାରେ ଉଠିବାକୁ ଚେଷ୍ଟା କରୁଛି । ଟ୍ରାକ୍ଟରଟିକୁ ଚଳାଉଥିବା ଡ୍ରାଇଭର ଜଣକ ଧୀରେ ଧୀରେ ଟ୍ରାକ୍ଟରଟିକୁ ଉପରକୁ ଉଠାଉଛନ୍ତି ।
ଛବି ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।
କାମାକ୍ଷାନଗର ନଦୀକୁ ଖସିଲା ଆଇରନବୋଝେଇ ଟ୍ରକ୍ । ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ ।ଟ୍ରକର ଚକା ଫାଟିବାରୁ ଦୁର୍ଘଟଣା ଘଟିଥିବା ସୂଚନା
ନୂଆଦିଲ୍ଲୀ: ବେଳେବେଳେ ମଣିଷ ଯାହା ଭାବି ନଥାଏ, ତାହା ହୋଇଯାଏ। ଏହା ସମସ୍ତଙ୍କୁ ଚକିତ କରେ। ଯାହାକୁ କହନ୍ତି କପାଳ ଲିଖନ। ଏମିତି ଏକ ଘଟଣାକୁ ନେଇ ଏବେ ଚର୍ଚ୍ଚା। ଦୁବାଇରେ ରହୁଥିବା ଜଣେ ପ୍ରବାସୀ ଭାରତୀୟ ନିଜର ଭାଗ୍ୟ ବଳରେ ଡ୍ରାଇଭରରୁ ପାଲଟିଯାଇଛନ୍ତି କୋଟିପତି । ଆପଣ ନିଶ୍ଚୟ ଜାଣିବାକୁ ଇଚ୍ଛା କରୁଥିବେ ଏହା କିପରି ସମ୍ଭବ ହେଲା। ଦୁବାଇରେ ଏକ ଘରୋଇ ସଂସ୍ଥାରେ ଜଣେ ଡ୍ରାଇଭର ଭାବେ କାମ କରନ୍ତି ଜନ୍ ବର୍ଗିସ । […]