• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Driver Association

Driver Association
ଡ୍ରାଇଭର ସଂଘର ଚେତାବନୀ ! ସରକାରଙ୍କ ପାଇଁ ଦେଲେ ଡେଡ୍‌ଲାଇନ୍‌

‘ବାରମ୍ବାର ବୋର୍ଡ ଗଠନ ଦାବି ସତ୍ତ୍ୱେ ସମୟ ଗଡ଼ାଉଛନ୍ତି ସରକାର’ । ‘ବୀମା ପାଇଁ ସରକାର କହିଥିଲେ ବି ବୋର୍ଡ ନଥିବାରୁ କାମରେ ଲାଗୁନି’

Truck Terminal
ଡ୍ରାଇଭରଙ୍କ ପାଇଁ ଖୁସି ଖବର ! ପ୍ରତି ଶହେ କିଲୋମିଟରରେ ହେବ ଟ୍ରକ୍‌ ଟର୍ମିନାଲ, ସରିଲାଣି ଜମି ଚିହ୍ନଟ

ଗୃହରେ ପ୍ରଶ୍ନୋତ୍ତରରେ କହିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଅନଗୁଳ, ବାଲେଶ୍ୱର, ଗଂଜାମ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଜମି ଚିହ୍ନଟ ସରିଛି ।

Driver Protest
ଡ୍ରାଇଭର ସଂଘର ଆନ୍ଦୋଳନ ସରକାରୀ ପ୍ରାୟୋଜିତ ! ସଂଘରେ ନଥିଲା ଏକତା

ଗୁଇନ୍ଦା ସୂଚନା ସତ୍ତ୍ୱେ କାହିଁକି ସ୍ଥିତି ନିୟନ୍ତ୍ରଣରେ ଫେଲ ମାରିଲା ପୋଲିସ ? ଗତ ୧୬ ତାରିଖରେ ଗୁଇନ୍ଦା ବିଭାଗ ସେପ୍ସାଲ ବ୍ରାଂଚ ଏନେଇ ଚିଠି ଲେଖି ସରକାରଙ୍କୁ ଅବଗତ କରିଥିଲା ।

Driver Protest
ଡ୍ରାଇଭର ସଂଘ ଆନ୍ଦୋଳନ ବେଳେ ଭଂଗାରୁଜା, ୩ ମାମଲା ରୁଜୁ

ସୁରକ୍ଷା, ବୀମା, ପ୍ରତି ୧୦୦ କିଲୋମିଟରରେ ବିଶ୍ରାମ ଘର ଓ କାର୍ଯ୍ୟ ସମୟ ୮ ଘଣ୍ଟା ର୍ନିଦ୍ଧାରଣ ଭଳି ଦାବିରେ ଲକ୍ଷାଧିକ ଡ୍ରାଇଭର ଏକାଠି ହୋଇଥିଲେ ।

Driver
ଯୁଆଡ଼େ ଚାହିଁବ ଖାଲି ଡ୍ରାଇଭର ଆଉ ଡ୍ରାଇଭର ! ରାଜଧାନୀରେ ହଲ୍ଲାବୋଲ

ଦ୍ୱିତୀୟ ଥର ପାଇଁ ରାଜଧାନୀରେ ଓଡ଼ିଶା ଡ୍ରାଇଭର ମହାସଂଘର ହଲ୍ଲାବୋଲ । ୧୧ ଦଫା ଦାବି ପୂରଣ ନେଇ ସରକାର ୩ ମାସ ସମୟ ମାଗିବା ପରେ ଧାରଣାରୁ ତ ହଟିଲେ ହେଲେ ଆସନ୍ତାକାଲି ଠାରୁ ଷ୍ଟିୟରିଂ ଛାଡ଼ ଡାକରା ଦେଇଛି ମହାସଂଘ ।

Driver Association Protest
ସକାଳୁ ସକାଳୁ ଡ୍ରାଇଭରଙ୍କ ରଣହୁଙ୍କର, ଆନ୍ଦୋଳନକାରୀଙ୍କୁ ଦେଖି ପୋଲିସ ଆକ୍ତାମାକ୍ତା..!

୧୦ ଦଫା ଦାବି ନେଇ ରାଜଧାନୀରେ ରାଜ୍ୟ ଡ୍ରାଇଭର ମହାସଂଘର ରଣହୁଙ୍କାର । ବିିଭିନ୍ନ ଜିଲ୍ଲାରୁ ଆସିଥିବା ହଜାର ହଜାର ଡ୍ରାଇଭର ଆଜି ଶାନ୍ତି ପଦଯାତ୍ରା ସହ ବଡ଼ ଧରଣର ଆନ୍ଦୋଳନ କରି ନିଜ ସମସ୍ୟା ଓ ଦାବି ସଂପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

Driver Association Rally
ଦାବି ମାନିନିଅ, ନହେଲେ ଆଗକୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

୩୦ ଜିଲ୍ଲାର ଡ୍ରାଇଭରମାନେ ଏକାଠି ହୋଇ ରାଜଧାନୀ ଭୁବନେଶ୍ୱରରେ ଏକ ବିଶାଳ ରାଲିର ଆୟୋଜନ କରିଛନ୍ତି। ଏମାନେ ସମସ୍ତେ ନବୀନ ନିବାସ ଅଭିମୁଖେ ବାହାରିଛନ୍ତି।