ତୀବ୍ର ହେଉଛି ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ଯାହାର ପ୍ରଭାବ ସିଧାସଳଖ ପଡ଼ିଛି ଜୀବନଯାତ୍ରା ଉପରେ। କ୍ଷୀର ଯୋଗାଣଠୁ ଆରମ୍ଭ କରି ଯାତ୍ରୀ ସେବା ଯାଏଁ ରାଜ୍ୟରେ ସବୁ କିଛି ଠପ୍।
କେବଳ ଯାତ୍ରୀ ନୁହନ୍ତି, ଗାଡ଼ି ଚାଳକଙ୍କ ଆନ୍ଦୋଳନ ଯୋଗୁ ଆଜି ସକାଳୁ ଭୁବନେଶ୍ୱର, କେନ୍ଦୁଝର ସମେତ ବିଭିନ୍ନ ସ୍ଥାନରେ ଓମଫେଡ୍ କ୍ଷୀର ଯୋଗାଣ ବାଧାପ୍ରାପ୍ତ ହୋଇଛି।
ଆମେ ବହୁତ ପ୍ରତାରଣାର ଶିକାର ହୋଇଛୁ ବୋଲି ସଂଘର ସଭାପତି କହିଛନ୍ତି । କାଲିର କାର୍ଯ୍ୟପନ୍ଥା କ’ଣ ହେବ, ଆଜି ସଂଧ୍ୟାରେ ନିଷ୍ପତ୍ତି ନେବୁ ବୋଲି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି।
ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ପ୍ରଭାବ ସମଗ୍ର ରାଜ୍ୟରେ ଦେଖିବାକୁ ମିଳିଛି । ଏଥିଯୋଗୁ ପେଟ୍ରୋଲ, ଡିଜେଲ ସମେତ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଅଭାବ ପରିଲକ୍ଷିତ ହେଲାଣି । ଏହି ଆନ୍ଦୋଳନ ପ୍ରଭାବରେ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଲୋଡ଼ିଂ ୭୫% କମିଥିବା ବେଳେ ବଢ଼ିଛି 'ପାନିକ୍ ବାଇଙ୍ଗ’ ।
କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନକୁ ନେଇ ହୋଇଥିବା ନୂଆ ଆଇନ୍ ଓ ଦୀର୍ଘ ଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ ।
୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ ।
ତୃତୀୟ ଦିନରେ ବି ସନ୍ତୁଳି ହେଉଛନ୍ତି ସାଧାରଣ ଜନତା । ଇନ୍ଧନ, ଅତ୍ୟାବଶ୍ୟକ ସାମଗ୍ରୀ ଓ ଯାତ୍ରୀ ପରିବହନ ସବୁଠି ପ୍ରଭାବ ।
୩ ଦିନ ହେବ ଚାଲିଥିବା ଆନ୍ଦୋଳନ ସ୍ଥଗିତ ନେଇ ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେନ୍ଦୁଲୀ ସୂଚନା ଦେଇଛନ୍ତି ।
ପ୍ରତିଶ୍ରୁତି ନୁହେଁ ଆନ୍ଦୋଳନରତ ଡ୍ରାଇଭର ଘୋଷଣା ଚାହିଁଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା କରିବାକୁ ଆନ୍ଦୋଳନରତ ଡ୍ରାଇଭର କହିଛନ୍ତି। ଆଉ ପ୍ରତିଶ୍ରୁତି ନୁହେଁ, ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରନ୍ତୁ ବୋଲି ଦାବି ହୋଇଛି।
କାଳେ ପେଟ୍ରୋଲ ଅଭାବ ଦେଖା ଦେବ, ଲୋକଙ୍କୁ ସେହି ଡର ଘାରିଛି । ତେଣୁ ଲୋକଙ୍କ ଏହି ଭିଡ଼ ଦେଖା ଦେଇଛି । କେତେକ ସ୍ଥାନରେ ପେଟ୍ରୋଲ ପମ୍ପରେ ତେଲ ପୁରା ସରିଯାଇଥିବାର ସୂଚନା ମିଳିଛି ।
ସୁରକ୍ଷା ନ ଦେଲେ ବସ୍ ବନ୍ଦ କରିବାକୁ ସଂଘର ଚେତାବନୀ । ଗୃହରେ ହଙ୍ଗାମା, ବିବୃତି ରଖିବାକୁ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ ।
ଏକପ୍ରକାର ଠପ୍ ହୋଇଯାଇଛି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ।
ତମାଣ୍ଡୋ ଛକରେ ଡ୍ରାଇଭର ସଂଘ ପକ୍ଷରୁ ଆନ୍ଦୋଳନ ହେଉଛି । ଗତକାଲିଠୁ ଚାଲିଥିବା ଏହି ଧାରଣା ଯୋଗୁଁ ବାହାର ରାଜ୍ୟରୁ ଆସିଥିବା ଶତାଧିକ ଟ୍ରକ ଅଟକି ରହିଛି । ଆଜି ଏମାନେ ଯିବାକୁ ଚେଷ୍ଟା କରିବା ପରେ ଏଭଳି ଉତ୍ତେଜନା ଦେଖାଦେଇଛି ।
ଗତକାଲି ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନରେ ସାମିଲ ହୋଇନଥିଲେ ଅନଲାଇନ୍ ଅଟୋ ଡ୍ରାଇଭର । ଆଜି ଆନ୍ଦୋଳନରେ ପ୍ରାୟ ୧୦ ହଜାର ଅଟୋ ଓ କାର ଡ୍ରାଇଭର ସାମିଲ ହେବେ ।
ଗାଡ଼ି ଛାଡ଼ି ଗର୍ଜନ, ହଲ୍ଲାବୋଲ୍ ଏବଂ ହଳଦିଆ ନମ୍ବରପ୍ଲେଟ୍ ଗାଡ଼ିକୁ ଟାର୍ଗେଟ୍ । ୧୦ ଦଫା ଦାବିରେ ସାରା ରାଜ୍ୟରେ ଆଜି ଏମିତି ଢଙ୍ଗରେ ଆନ୍ଦୋଳନକୁ ଓହ୍ଲାଇ ପ୍ରତିବାଦ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ ।
୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ମହାସଂଘ ।
୧୦ ଦଫା ଦାବିରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ଧର୍ମଘଟ ନିଷ୍ପତ୍ତିରେ ଅଟଳ ଓଡ଼ିଶା ଡ୍ରାଇଭର ସଂଘ ।
ଡ୍ରାଇଭର ଭାଇମାନଙ୍କ ପ୍ରତି ଆମର ସହାନୁଭୂତି ଅଛି। କିନ୍ତୁ କାଲି ଯେଉଁଭଳି ସେମାନେ ବ୍ୟବହାର କଲେ ତାହା ନିନ୍ଦନୀୟ।