• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Driver Protest

Driver Protest
ତେଜୁଛି ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ତୀବ୍ର ହେଉଛି ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ଯାହାର ପ୍ରଭାବ ସିଧାସଳଖ ପଡ଼ିଛି ଜୀବନଯାତ୍ରା ଉପରେ। କ୍ଷୀର ଯୋଗାଣଠୁ ଆରମ୍ଭ କରି ଯାତ୍ରୀ ସେବା ଯାଏଁ ରାଜ୍ୟରେ ସବୁ କିଛି ଠପ୍।

Driver Protest
ଆନ୍ଦୋଳନରୁ ଓହରିଲା ରାଜ୍ୟ ଡ୍ରାଇଭର ସଂଘ

ରାଜ୍ୟରେ ଚାଲିଥିବା ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ଏବେ ସ୍ଥଗିତ ରଖାଯାଇଛି।

Driver Protest
ତେଜୁଛି ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ, ଯାତ୍ରୀ ପରିବହନରୁ ଖାଉଟି ସାମଗ୍ରୀ ଯୋଗାଣ ଠପ୍

କେବଳ ଯାତ୍ରୀ ନୁହନ୍ତି, ଗାଡ଼ି ଚାଳକଙ୍କ ଆନ୍ଦୋଳନ ଯୋଗୁ ଆଜି ସକାଳୁ ଭୁବନେଶ୍ୱର, କେନ୍ଦୁଝର ସମେତ ବିଭିନ୍ନ ସ୍ଥାନରେ ଓମଫେଡ୍ କ୍ଷୀର ଯୋଗାଣ ବାଧାପ୍ରାପ୍ତ ହୋଇଛି।

Bus Strike
‘ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ହୋଇନି’: ପ୍ରଶାନ୍ତ ମେଣ୍ଡୁଲି

ଆମେ ବହୁତ ପ୍ରତାରଣାର ଶିକାର ହୋଇଛୁ ବୋଲି ସଂଘର ସଭାପତି କହିଛନ୍ତି । କାଲିର କାର୍ଯ୍ୟପନ୍ଥା କ’ଣ ହେବ, ଆଜି ସଂଧ୍ୟାରେ ନିଷ୍ପତ୍ତି ନେବୁ ବୋଲି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି।

Panic Buying
ଏମିତି ଚାଲିଲେ, କାଲିସୁଦ୍ଧା ସରିଯିବ ତେଲ !

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନର ପ୍ରଭାବ ସମଗ୍ର ରାଜ୍ୟରେ ଦେଖିବାକୁ ମିଳିଛି । ଏଥିଯୋଗୁ ପେଟ୍ରୋଲ, ଡିଜେଲ ସମେତ ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟର ଅଭାବ ପରିଲକ୍ଷିତ ହେଲାଣି । ଏହି ଆନ୍ଦୋଳନ ପ୍ରଭାବରେ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଲୋଡ଼ିଂ ୭୫% କମିଥିବା ବେଳେ ବଢ଼ିଛି 'ପାନିକ୍ ବାଇଙ୍ଗ’ ।

Driver Protest
ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

କେନ୍ଦ୍ର ସରକାରଙ୍କ ହିଟ ଆଣ୍ଡ ରନକୁ ନେଇ ହୋଇଥିବା ନୂଆ ଆଇନ୍ ଓ ଦୀର୍ଘ ଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛି ସଂଘ ।

Driver Protest
୩ ଦିନ ପରେ ଡ୍ରାଇଭର ଆନ୍ଦୋଳନ ସ୍ଥଗିତ, ସରକାରଙ୍କୁ ଦେଲେ ୯୦ ଦିନର ମହଲତ

୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ ।

Driver Protest
ଆସିଲା ପଚା ପରିବା, ଖାଉଟି ଉପରେ ପଡ଼ିଲା ଚଡ଼କ ! ଚଢ଼ା ଦରରେ ବିକିଲେ ବ୍ୟବସାୟୀ

ତୃତୀୟ ଦିନରେ ବି ସନ୍ତୁଳି ହେଉଛନ୍ତି ସାଧାରଣ ଜନତା । ଇନ୍ଧନ, ଅତ୍ୟାବଶ୍ୟକ ସାମଗ୍ରୀ ଓ ଯାତ୍ରୀ ପରିବହନ ସବୁଠି ପ୍ରଭାବ ।

Driver Protest Odisha
BIG BREAKING ! ଡ୍ରାଇଭର ମହାସଂଘର ଆନ୍ଦୋଳନ ସ୍ଥଗିତ

୩ ଦିନ ହେବ ଚାଲିଥିବା ଆନ୍ଦୋଳନ ସ୍ଥଗିତ ନେଇ ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେନ୍ଦୁଲୀ ସୂଚନା ଦେଇଛନ୍ତି ।

Odisha Driver Mahasangha continue to stage protest
‘ପ୍ରତିଶ୍ରୁତି ନୁହେଁ, ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା ନକରିବା ଯାଏ ଆନ୍ଦୋଳନ ଜାରି ରହିବ’

ପ୍ରତିଶ୍ରୁତି ନୁହେଁ ଆନ୍ଦୋଳନରତ ଡ୍ରାଇଭର ଘୋଷଣା ଚାହିଁଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା କରିବାକୁ ଆନ୍ଦୋଳନରତ ଡ୍ରାଇଭର କହିଛନ୍ତି। ଆଉ ପ୍ରତିଶ୍ରୁତି ନୁହେଁ, ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରନ୍ତୁ ବୋଲି ଦାବି ହୋଇଛି।

Petrol Pump
ରାଜଧାନୀରେ ତେଲ ପାଇଁ ହାହାକାର ! ଅଧିକାଂଶ ଟାଙ୍କିରେ ନାହିଁ ପେଟ୍ରୋଲ-ଡିଜେଲ

କାଳେ ପେଟ୍ରୋଲ ଅଭାବ ଦେଖା ଦେବ, ଲୋକଙ୍କୁ ସେହି ଡର ଘାରିଛି । ତେଣୁ ଲୋକଙ୍କ ଏହି ଭିଡ଼ ଦେଖା ଦେଇଛି । କେତେକ ସ୍ଥାନରେ ପେଟ୍ରୋଲ ପମ୍ପରେ ତେଲ ପୁରା ସରିଯାଇଥିବାର ସୂଚନା ମିଳିଛି ।

Driver Protest
ଡ୍ରାଇଭର ଆନ୍ଦୋଳନ: କେହି କୁଆଡ଼େ ଯାଇ ପାରୁନାହାନ୍ତି, ଫସିଛନ୍ତି ପର୍ଯ୍ୟଟକ

ସୁରକ୍ଷା ନ ଦେଲେ ବସ୍ ବନ୍ଦ କରିବାକୁ ସଂଘର ଚେତାବନୀ । ଗୃହରେ ହଙ୍ଗାମା, ବିବୃତି ରଖିବାକୁ ମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ ।

Driver Protest
ରାସ୍ତାରେ ଟ୍ରକ୍‌, ବଜାରରେ ନିଆଁ ! ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ଠପ୍

ଏକପ୍ରକାର ଠପ୍ ହୋଇଯାଇଛି ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ।

Driver Protest
ଆନ୍ଦୋଳନ ବେଳେ ଡ୍ରାଇଭରଙ୍କୁ ଗୋଡ଼େଇ ପିଟିଲା ପୋଲିସ

ଡ୍ରାଇଭରଙ୍କ ଆକ୍ରମଣରେ କିଛି ପୋଲିସ ଆହତ ହୋଇଥିବା ସୂଚନା ।

Group Clash
ତମାଣ୍ତୋ ଛକ ପାଲଟିଲା ରଣକ୍ଷେତ୍ର; ଦୁଇ ଡ୍ରାଇଭର ଗୋଷ୍ଠୀ ମଧ୍ୟରେ ଧସ୍ତାଧସ୍ତି, ପାଟିତୁଣ୍ଡ

ତମାଣ୍ଡୋ ଛକରେ ଡ୍ରାଇଭର ସଂଘ ପକ୍ଷରୁ ଆନ୍ଦୋଳନ ହେଉଛି । ଗତକାଲିଠୁ ଚାଲିଥିବା ଏହି ଧାରଣା ଯୋଗୁଁ ବାହାର ରାଜ୍ୟରୁ ଆସିଥିବା ଶତାଧିକ ଟ୍ରକ ଅଟକି ରହିଛି । ଆଜି ଏମାନେ ଯିବାକୁ ଚେଷ୍ଟା କରିବା ପରେ ଏଭଳି ଉତ୍ତେଜନା ଦେଖାଦେଇଛି ।

Auto Rickshaw
ଆଜି ରାଜଧାନୀ ରାଜରାସ୍ତାରେ ଗର୍ଜିବେ ଅଟୋ ଡ୍ରାଇଭର

ଗତକାଲି ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନରେ ସାମିଲ ହୋଇନଥିଲେ ଅନଲାଇନ୍ ଅଟୋ ଡ୍ରାଇଭର । ଆଜି ଆନ୍ଦୋଳନରେ ପ୍ରାୟ ୧୦ ହଜାର ଅଟୋ ଓ କାର ଡ୍ରାଇଭର ସାମିଲ ହେବେ ।

Driver Protest
ନିଆରା ଢ଼ଙ୍ଗରେ ଡ୍ରାଇଭର ସଙ୍ଘର ପ୍ରତିବାଦ; କେଉଁଠି ଫୁଲମାଳ ତ କେଉଁଠି ଚନ୍ଦନ ଟିକା..

ଗାଡ଼ି ଛାଡ଼ି ଗର୍ଜନ, ହଲ୍ଲାବୋଲ୍ ଏବଂ ହଳଦିଆ ନମ୍ବରପ୍ଲେଟ୍ ଗାଡ଼ିକୁ ଟାର୍ଗେଟ୍ । ୧୦ ଦଫା ଦାବିରେ ସାରା ରାଜ୍ୟରେ ଆଜି ଏମିତି ଢଙ୍ଗରେ ଆନ୍ଦୋଳନକୁ ଓହ୍ଲାଇ ପ୍ରତିବାଦ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ ।

Driver Protest
ଡ୍ରାଇଭରଙ୍କ ଅଭିନବ ପ୍ରତିବାଦ ! ଆନ୍ଦୋଳନରେ ସାମିଲ ନଥିବା ଚାଳକଙ୍କୁ ଫୁଲମାଳ ଦେଲେ

୧୦ ଦଫା ଦାବି ନେଇ ଷ୍ଟିୟରିଂ ଛାଡ଼ି ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ମହାସଂଘ ।

Driver Protest
ରାଜଧାନୀ ରାସ୍ତା ଜାମ୍ ! ସକାଳୁ ସକାଳୁ ରାସ୍ତା ଉପରେ ଗର୍ଜିଲେଣି ଡ୍ରାଇଭର

୧୦ ଦଫା ଦାବିରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ଧର୍ମଘଟ ନିଷ୍ପତ୍ତିରେ ଅଟଳ ଓଡ଼ିଶା ଡ୍ରାଇଭର ସଂଘ ।

BJP Leader Reaction on Driver Protest
ସାରା ରାଜଧାନୀରେ ଠେଙ୍ଗା ବାଡ଼ି ବୁଲିଲା, ପୋଲିସ ଗଲା କୁଆଡେ?

ଡ୍ରାଇଭର ଭାଇମାନଙ୍କ ପ୍ରତି ଆମର ସହାନୁଭୂତି ଅଛି। କିନ୍ତୁ କାଲି ଯେଉଁଭଳି ସେମାନେ ବ୍ୟବହାର କଲେ ତାହା ନିନ୍ଦନୀୟ।