ଓଡ଼ିଶା ଡ୍ରାଇଭର ମହାସଂଘ ଆନ୍ଦୋଳନର ସମାଧାନ ପାଇଁ ରାଜ୍ୟ ସରକାର ୩ ମାସର ମହଲତ ନେଇଛନ୍ତି। ଏହି ୩ ମାସ ମଧ୍ୟରେ ସେମାନଙ୍କ ଦାବି ପୂରଣ ପାଇଁ ନିଷ୍ପତ୍ତି ନିଆଯାଇଛି।
ରାଜଧାନୀରେ ଡ୍ରାଇଭରଙ୍କ ଯୁଦ୍ଧଂଦେହୀ । ଠେଙ୍ଗା, ବାଡି ଧରି ରାଜରାସ୍ତାରେ ହଙ୍ଗାମା । ବାଉଁଶ ପୋତି ରାସ୍ତା ଅବରୋଧ, ଠପ୍ ପୂରା ଭୁବନେଶ୍ୱର । ତେବେ କାହିଁକି ସୃଷ୍ଟି ହେଲା ଏଭଳି ସ୍ଥିତି ? ଗୁଇନ୍ଦା ସୂଚନା ସତ୍ତ୍ୱେ କାହିଁକି ସ୍ଥିତି ନିୟନ୍ତ୍ରଣରେ ଫେଲ ମାରିଲା ପୋଲିସ ?