• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Drought Situation

Drought Situation
ଲଘୁଚାପ ବର୍ଷା ବି ଚାଷକୁ ଅଣ୍ଟୁନି; ଭାଦ୍ରବରେ ବି ଅନାବୃଷ୍ଟି

ଭାଦ୍ରବରେ ବର୍ଷାକୁ ଅନେଇଛି ଭଦ୍ରକ । ଜମି ଫାଟି ଆଁ କଲାଣି, ରୁଆ ଧାନ ଜଳି ଯାଉଛି । ପ୍ରଥମେ ବୈତରଣୀ ବଢିରେ ଚାଷ ଧୋଇଗଲା, ଆଉ ଏବେ ଅନାବୃଷ୍ଟି ଦାଉ ସାଧିଛି ।

Drought Situation
ଜମି ଫାଟି ଆଁ, ଚିନ୍ତାରେ ଚାଷୀ

ଜମି ଫାଟି ଆଁ କରିଛି । ଏକର ଏକର ଚାଷଜମିରେ ରୁଆ ତଳି ପୋଡିଯିବାକୁ ବସିଲାଣି । ଜମି କଡେ କଡେ କେନାଲ ଯାଇଥିଲେ ବି କେନାଲ ପୋତି ହୋଇଗଲାଣି । ଶେଷରେ ଭଗବାନଙ୍କ ଭରସାରେ ମୁଣ୍ଡରେ ହାତ ଦେଇ ବସିଛି ଚାଷୀ । ଆଗକୁ କଣ ହେବ ତାକୁ ନେଇ ଚିନ୍ତାରେ ଚାଷୀ।

drought possibility looming large over odisha
ରାଜ୍ୟରେ ମରୁଡ଼ି ଶଙ୍କା ଜଳ ଜଳ: ଶୀଘ୍ର ବର୍ଷା ନହେଲେ ଜଳିଯିବ ଧାନ ତଳି

ସ୍ଥିତି ଆହୁରି ସଂଗୀନ ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା ଅଞ୍ଚଳରେ, ଏଠି ତ ଶହ ଶହ ଏକର ଜମିରେ ଏଯାଏଁ ହଳ ବି ପଶିନି। ହିଡ଼ ମୁଣ୍ଡରେ ବର୍ଷାକୁ ଚାହିଁ ଚାହିଁ ଚାଷୀର ନିଦ ହଜିଗଲାଣି।

Former CM Hemananda Biswal
ବର୍ଷା ପାଇଁ ହୋମଯଜ୍ଞ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ରାଜ୍ୟରେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ଓ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ଉପରେ ସରକାରୀ ଦଳ ପକ୍ଷରୁ ଆଗତ ମୋସନ ଉପରେ ବିଧାନସଭାରେ ହୋଇଛି ସରଗରମ ଆଲୋଚନା। ବିରୋଧୀଦଳ ମୁଖ୍ୟ ସଚେତକ କହିଛନ୍ତି- ଓଡ଼ିଶା ବାରମ୍ବାର ମରୁଡ଼ି ସ୍ଥିତିର ସମ୍ମୁଖୀନ ହେଉଥିଲେ ବି ରାଜ୍ୟ ସରକାର ଏହାର ନିରାକରଣ ପାଇଁ କୌଣସି ଦୀର୍ଘମିଆଦି ଯୋଜନା ପ୍ରସ୍ତୁତ କରୁନାହାନ୍ତି।

farmer
ରାଜ୍ୟରେ ମରୁଡ଼ି ସ୍ଥିତି, ୨୭ ଜିଲ୍ଲାରେ କମ୍‌ ବର୍ଷା

ବର୍ଷା ଅଭାବରୁ ପୁଣି ଏକ ପ୍ରାକୃତିକ ଦୁର୍ବିପାକର ସାମ୍ନା କରିବାକୁ ଯାଉଛି ଓଡ଼ିଶା । ୩୦ ଜିଲ୍ଲାରୁ ୨୭ ଜିଲ୍ଲାରେ ଆସନ୍ନ ମରୁଡ଼ିର ପଦଧ୍ୱନି । ରାଜ୍ୟରେ ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଯାଜପୁର, ଭଦ୍ରକ, ଅନୁଗୁଳ, ବଲାଙ୍ଗୀରର ଓ କେନ୍ଦୁଝରରେ ସାଙ୍ଘାତିକ ସ୍ଥିତି ।