• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Droupadi Murmu

Droupadi Murmu
ଦ୍ୱିତୀୟ ଥର ପାଇଁ ରାଇରଂଗପୁର ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସର୍ବଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀ ଓ ସାହିତ୍ୟ ମହୋତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Droupadi Murmu
୨୭ରେ ଆସୁଛନ୍ତି ରାଷ୍ଟ୍ରପତି; ପାରାଦୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

ରାଷ୍ଟ୍ରପତି ପାରାଦୀପ ଆସି ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ ।

Droupadi Murmu
୨୦ରେ ଆସିବେ ରାଷ୍ଟ୍ରପତି ! ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

ନଭେମ୍ବର ୨୦ରେ ରାଷ୍ଟ୍ରପତି ଓଡ଼ିଶା ଆସୁଥିବା ସୂଚନା ମିଳିଛି ।

President Droupadi Murmu
୩ ଦିନିଆ ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି

ରାଷ୍ଟ୍ରପତିଙ୍କ ଦିଲ୍ଲୀ ଗସ୍ତ ସମୟରେ ବିମାନବନ୍ଦରରେ ଉପସ୍ଥିତ ଥିଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

President Droupadi Murmu
ସୋ’ ରୁମ୍‌ରୁ ମନ ପସନ୍ଦର ଶାଢ଼ି କିଣିଲେ ରାଷ୍ଟ୍ରପତି

ଭୁବନେଶ୍ୱରର ଏକ ସୋ’ ରୁମରୁ ୬ ଖଣ୍ଡ ଶାଢ଼ି ଓ ୬ ଖଣ୍ଡ ସୁଟ୍ ପିସ୍ କିଣିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରେସିଡେଣ୍ଟଙ୍କ ଅଫିସରୁ ଫୋନ୍ ପାଇ ମଙ୍ଗଳବାର ରାତିରେ ସୋ’ ରୁମ୍ ମ୍ୟାନେଜର ଓ ଆଉ ଜଣେ କର୍ମକର୍ତ୍ତା ରାଜଭବନରେ ପହଞ୍ଚିଥିଲେ ।

President Draupadi Murmu Odisha Visit
ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି: ମଧ୍ୟାହ୍ନ ଭୋଜନରେ ରାଇସ୍‌, ସଜନା ଶାଗ, ଦହିବରା ସମେତ ଏହିସବୁ ଖାଦ୍ୟ ରହିଛି...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ଓଡ଼ିଶା ଗସ୍ତର ତୃତୀୟ ତଥା ଶେଷ ଦିନ। ବ୍ରହ୍ମାକୁମାରୀ ଆଶ୍ରମରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି।

President Of India,
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ଶେଷ ଦିନ, କ’ଣ କ’ଣ ରହିଛି କାର୍ଯ୍ୟକ୍ରମ..

୧୦ଟି ଜନଜାତି ସମୁଦାୟକୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ତମାଣ୍ଡୋରେ ରାଷ୍ଟ୍ରପତିଙ୍କ ପରବର୍ତ୍ତୀ କାର୍ଯ୍ୟକ୍ରମ ।

President Of India
'ତ୍ୱରିତ ନ୍ୟାୟ ଦେଇ ସାରା ଦେଶରେ ଉଦାହରଣ ସାଜୁ ଓଡ଼ିଶା ହାଇକୋର୍ଟ'

ରାଷ୍ଟ୍ରପତି କହିଥିଲେ, ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ହଇରାଣ ହେଉଛନ୍ତି, ବହୁ ନିର୍ଦ୍ଦୋଷଙ୍କ ଜୀବନର ମୂଲ୍ୟବାନ ସମୟ ଜେଲରେ କଟୁଛି। ଯାହା ଚିନ୍ତାର ବିଷୟ।

President Droupadi Murmu
'ନିଜ ରୋଜଗାରର କିଛି ଅଂଶ ଗରିବଙ୍କ ପାଇଁ ବିନିଯୋଗ କର'

ନ୍ୟାସନାଲ ଲ’ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବ ଅବସରରେ ଗରିବ, ଅସହାୟ ଲୋକଙ୍କୁ ସହଯୋଗ କରିବାକୁ ରାଷ୍ଟ୍ରପତିଙ୍କ ଆହ୍ୱାନ ଦେଇଛନ୍ତି।

President Of India
‘ଡାକ୍ତର ହିଁ ମଣିଷର ଯନ୍ତ୍ରଣା ଦୂର କରିବାର ଶକ୍ତି ରଖିଥାନ୍ତି’

ଏହାସହ ଡାକ୍ତର ପ୍ରବୀଣ ହେବା ସହ ଲୋକଙ୍କ ପ୍ରତି ଦରଦ ଥିବା ଆବଶ୍ୟକ ବୋଲି ମଧ୍ୟ କହିଛନ୍ତି ରାଷ୍ଟ୍ରପତି ।

Jawaharlal Nehru Indoor Stadium
ଜରିପାଲ ଘେରା ଛାତ ତଳେ ଭାଷଣ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ବେଳେ ବ୍ୟାପକ ଅବ୍ୟବସ୍ଥା ।

President Droupadi Murmu’s Odisha Visit
ମା’ କଟକ ଚଣ୍ଡୀଙ୍କ ଦର୍ଶନ କଲେ ରାଷ୍ଟ୍ରପତି

କଟକରେ ରାଷ୍ଟ୍ରପତିଙ୍କ ଦିନ ତମାମ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ପ୍ରଥମେ ମା’ କଟକ ଚଣ୍ଡୀଙ୍କ ଦର୍ଶନ କରି ସେଠାରୁ ଶୈଳବାଳା ମହାବିଦ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାଷ୍ଟ୍ରପତି।

ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗାଡ଼ିରୁ ଓହ୍ଲାଇ ଚାଲି ଚାଲି ଗଲେ

ଆଜିଠୁ ୩ ଦିନିଆ ଗସ୍ତରେ ଓଡ଼ିଶା ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ସ୍ୱାଗତ ଜଣାଇଥିଲେ । ପରେ ରାଷ୍ଟ୍ରପତି ପ୍ରୋଟୋକଲ ଭାଙ୍ଗି ରାସ୍ତାରେ ଅପେକ୍ଷାରତ ଶୁଭେଚ୍ଛୁଙ୍କୁ ଭେଟିଥିଲେ..ଏ ସମୟର ଦୃଶ୍ୟ ବେଶ୍‌ ହୃଦୟସ୍ପର୍ଶୀ ଥିଲା

President Droupadi Murmu completes one year in office
ମାଡାମ ପ୍ରେସିଡେଣ୍ଟରୁ ପିପୁଲ୍ସ ପ୍ରେସିଡେଣ୍ଟ

ରାଷ୍ଟ୍ରପତିଙ୍କ ସରଳ ଜୀବନକୁ ନେଇ ଚର୍ଚ୍ଚା । ମାଡାମ ପ୍ରେସିଡେଣ୍ଟରୁ ପିପୁଲ୍ସ ପ୍ରେସିଡେଣ୍ଟ । ରାଷ୍ଟ୍ରପତି ଭାବେ ସଫଳତାର ବର୍ଷେ କାର୍ଯ୍ୟକାଳ ପୂରଣ କଲେ ଦ୍ରୌପଦୀ ମୁର୍ମୁ ।

President Droupadi  Murmu
ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ତିନି ଦିନ ରହିବେ

ରାଜଭବନରେ ହିଁ ରାତ୍ରି ଭୋଜନର ବ୍ୟବସ୍ଥା ରହିଛି । ସେହିଠାରେ ହିଁ ରାତ୍ରି ଯାପନ କରିବେ । 

President Draupadi Murmu
ଗୁରୁଦାୟିତ୍ୱକୁ ପୂରିଲା ବର୍ଷେ ! ପଢ଼ନ୍ତୁ ମାଡାମ୍‌ ଦ୍ରୌପଦୀଙ୍କର କ’ଣ ରହିଛି ଉପଲବ୍ଧି

ରାଷ୍ଟ୍ରପତି ଭାବେ ସଫଳତାର ସହ ଏକ ବର୍ଷ ପୂରଣ କରିଛନ୍ତି ମାଡାମ୍ ଦ୍ରୌପଦୀ ମୁର୍ମୁ । ଗତବର୍ଷ ଆଜିର ଦିନରେ ଭାରତର ୧୫ ତମ ରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ ମାଡାମ ପ୍ରେସିଡେଣ୍ଟ୍ ।

Droupadi Murmu
ବୁଦ୍ଧଙ୍କ ଶିକ୍ଷା ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସମ୍ମିଳନୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଓ ବୌଦ୍ଧ ଧର୍ମାବଲମ୍ବୀ ଯୋଗ ଦେଇଥିଲେ ।

President Droupadi Murmu
ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରୁଛନ୍ତି ରାଷ୍ଟ୍ରପତି

ପବିତ୍ର ଘୋଷଯାତ୍ରା ଅବସରରେ ଦିଲ୍ଲୀ ହଜ୍ ଖସସ୍ଥିତ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

President Of India
ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ମନେ ପକାଉଥିଲେ ରାଷ୍ଟ୍ରପତି : ଲାଇନ୍‌ କାଟିଲା କିଏ?

ମଞ୍ଚରେ ଅଭିଭାଷଣ ରଖୁଥିଲେ ରାଷ୍ଟ୍ରପତି । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ମନେ ପକାଉଥିବା ବେଳେ ହଠାତ୍‌ କଟିଲା ଲାଇନ୍‌ । ୯ ମିନିଟ୍‌ ପରେ ଲାଇନ୍‌ ଆସିଥିଲା କିନ୍ତୁ ଭାଷଣ ବନ୍ଦ କରିନଥିଲେ ରାଷ୍ଟ୍ରପତି । ବରଂ ସେହି ସମୟରେ କହିଥିଲେ କିଛି ଏମିତି କଥା । ଶୁଣନ୍ତୁ କଣ କହିଥିଲେ ରାଷ୍ଟ୍ରପତି

Droupadi Murmu
ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୁରକ୍ଷାରେ ସାଂଘାତିକ ତ୍ରୁଟି

ହେଲିପେଡରେ ଡିଉଟି ପଡ଼ିଥିବା ଫାର୍ମାସିଷ୍ଟଙ୍କ କାରନାମା, ସେଲଫି ଉଠାଇ ଫେସବୁକରେ ପୋଷ୍ଟ କଲେ

Power Outage During President's Address
ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ଚାଲିଗଲା ବିଜୁଳି: ବିଭ୍ରାଟକୁ ନେଇ IDCO-ଟାଟାପାୱାର ଦୋଷ ଲଦାଲଦି

କାର୍ଯ୍ୟକ୍ରମରେ ଦେଶର ଭବିଷ୍ୟତମାନଙ୍କୁ ଯେତେବେଳେ ଦୀକ୍ଷାନ୍ତ ଭାଷଣ ଦେଉଥିଲେ ମହାମହିମ, ଠିକ୍ ସେତିକିବେଳକୁ ଚାଲିଗଲା ବିଦ୍ୟୁତ।ଅଭିଭାଷଣ ଆରମ୍ଭର ୪ ମିନିଟ୍ ୧୧ ସେକେଣ୍ଡ ଭିତରେ ପାୱାର୍ ଫେଲ୍। 

Droupadi Murmu
ଅନ୍ଧାରରେ ଭାଷଣ ଦେଲେ ରାଷ୍ଟ୍ରପତି ! ବିଦ୍ୟୁତ ବିଭ୍ରାଟ ପାଇଁ ଦାୟୀ କିଏ ?

ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣବେଳେ ବିକଳ୍ପ ଆଲୋକ ବ୍ୟବସ୍ଥା ନଥିଲା କି ?

President Of India Droupadi Murmu
ଭାଷଣ ଦେଉଥିଲେ ମହାମହିମ ରାଷ୍ଟ୍ରପତି, କଟିଗଲା ଲାଇନ୍

ହଲରେ ପୂରା କିଟିକିଟି ଅନ୍ଧାରରେ ବସିଲେ ନିମନ୍ତ୍ରିତ ଅତିଥି । ପ୍ରାୟ ୯ ମିନିଟ ପରେ ଜେନେରେଟର ଦ୍ବାରା ବିଜୁଳି ପୁନର୍ବାହାଲ ହୋଇଥିବା ସୂଚନା ମିଳିଛି ।

President Of India Droupadi Murmu
ରାଷ୍ଟ୍ରପତିଙ୍କ ଗସ୍ତର ଅନ୍ତିମ ଦିନ, ସନ୍ଧ୍ୟାରେ ଫେରିଯିବେ ଦିଲ୍ଲୀ

ମୟୂରଭଞ୍ଜର ଦେଶୀ ଚାଉଳ ମୁଗେଇଶାଳର ଭାତ, ପଞ୍ଚମେଲନ ଡାଲି ଓ ପୋଟଳ-ନଡିଆ ରସରେ ପ୍ରସ୍ତୁତ କୋର୍ମା ରାଷ୍ଟ୍ରପତିଙ୍କୁ ପରଷା ଯାଇଥିଲା।

President Droupadi Murmu
ଗସ୍ତର ଦ୍ୱିତୀୟ ଦିନରେ ଶିମିଳିପାଳ ବୁଲିଲେ ରାଷ୍ଟ୍ରପତି

ସକାଳୁ ମହାଦେବଙ୍କ ପୂଜାର୍ଚ୍ଚନା କଲେ ମହାମହିମ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିରେ ଦେଲେ ଶ୍ରଦ୍ଧାଞ୍ଜଳି । ପ୍ରୋଟୋକଲ ଭାଙ୍ଗି ନିଜ ଘରେ ରାତ୍ରିଯାପନ କଲେ ।