ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା ଡ୍ରାଇଭର । ପରେ ସୂର୍ଯ୍ୟନଗର ଅଂଚଳରେ ସ୍ଥାନୀୟ ଲୋକେ କାରକୁ ଅଟକାଇବା ସହ ଚାଳକଙ୍କୁ କାବୁ କରିଛନ୍ତି । କାରରେ ଥିବା ୩ ଜଣଙ୍କୁ ଧରି ପୋଲିସ ଜିମା ଦେଇଛନ୍ତି ଗ୍ରାମବାସୀ ।
ଆଜିକାଲି ଯୁବପିଢି ନିଶା ଆଡକୁ ଗତି କରୁଥିବା ଦେଖାଯାଏ। ସେମାନକୁ ଏ ଦିଗରୁ ଓହରେଇବା ନେଇ ବାପା-ମାଆଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଆସନ୍ତୁ ଜାଣିବା କ’ଣ କରିବା ଉଚିତ।