ମଦ୍ୟପ ଡ୍ରାଇଭରଙ୍କ ବିରୋଧରେ କମିଶନରେଟ୍ ପୋଲିସ ଏବେ ଆପଣାଇଛି ଶୂନ୍ୟ ସହନଶୀଳ ନୀତି । ଅର୍ଥାତ ଆଉ ଜରିମାନା କି ଥାନାରୁ ଜାମିନ୍ ବ୍ୟବସ୍ଥା ନାହିଁ । ସିଧା ଗିରଫ କରି ଜେଲ୍ ପଠାଉଛି କମିଶନରେଟ୍ ପୋଲିସ ।
ମଦ୍ୟପ ଡ୍ରାଇଭରଙ୍କ ବିରୋଧରେ କମିଶନରେଟ୍ ପୋଲିସ ଏବେ ଆପଣାଇଛି ଶୂନ୍ୟ ସହନଶୀଳ ନୀତି । ଅର୍ଥାତ ଆଉ ଜରିମାନା କି ଥାନାରୁ ଜାମିନ୍ ବ୍ୟବସ୍ଥା ନାହିଁ । ସିଧା ଗିରଫ କରି ଜେଲ୍ ପଠାଉଛି କମିଶନରେଟ୍ ପୋଲିସ ।
ମଦ ପିଇ ଗାଡ଼ି ଚଳାଉଛନ୍ତି କି ? ହୁସିଆର ! ଧରାପଡ଼ିଲେ ଆଉ ଦୟାମାୟା ନାହିଁ । ଖାଲି ଫାଇନରେ ମିଳିବନି ନିସ୍ତାର। ଗିରଫ ହେବେ, ଜେଲ୍ ଯିବେ । ମଦୁଆ ଗାଡ଼ି ଚାଳକଙ୍କ ବିରୋଧରେ ଏଭଳି କଠୋର ଆଭିମୁଖ୍ୟ ଗ୍ରହଣ ପାଇଁ ରାଜ୍ୟର ସବୁ ଥାନାକୁ ନିର୍ଦ୍ଦେଶ ଜାରି ପାଇଁ କହିଛି ବାଣିଜ୍ୟ ଓ ପରିବହନ ବିଭାଗ । ଏନେଇ ପୋଲିସ୍ ଡିଜିଙ୍କୁ ଚିଠି ଲେଖିଛନ୍ତି ବିଭାଗୀୟ ସଚିବ ଉଷା ପାଢ଼ୀ ।
ସୂଚନା ଦେଲେ ପରିବହନ ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର
ସରକାରଙ୍କ ବଡ ପଦକ୍ଷେପ । ନିଶାଖୋରଙ୍କ ପକେଟରୁ ଯିବ ଲକ୍ଷ ଲକ୍ଷ ଟଙ୍କା...
ମଦ୍ୟପାନ କରି ବସ ଚଲାଇବା ପଡିଲା ମହଙ୍ଗା । ଖବର ପାଇ ଅଧାବାଟରେ ଢେଙ୍କାନାଳ ଟାଉନ ଥାନା ପୋଲିସ ବସକୁ ଜବତ କରିବା ସହ ମଦ୍ୟପ ଡ୍ରାଇଭରକୁ ଅଟକ ରଖି ପଚରା ଉଚରା କରୁଛି ।