ଦୁବାଇରେ ରହୁଥିବା ଓଡ଼ିଆଙ୍କ ନୂଆଁଖାଇ ପାଳନ। ଏକ ପାର୍କରେ ଏକାଠି ହୋଇ ପାଳିଲେ ନୂଆଁଖାଇ
ସୂଚନା ଅନୁଯାୟୀ, ଦୁବାଇର ସ୍କୁପି କ୍ୟାଫେରେ ବ୍ଲାକ୍ ଡାଇମଣ୍ଡ ନାମରେ ଏକ ଆଇସକ୍ରିମ୍ ପରସା ଯାଏ। ଯାହାର ଦାମ୍ ୬୦ ହଜାର ଟଙ୍କା ରହିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହାକୁ ଖାଇବାକୁ ଅନେକ ଲୋକ ପୂର୍ବରୁ ଟିକେଟ୍ ମଧ୍ୟ ବୁକିଂ କରୁଥିବା ଜଣାଯାଏ
ନୂଆଦିଲ୍ଲୀ: ବେଳେବେଳେ ମଣିଷ ଯାହା ଭାବି ନଥାଏ, ତାହା ହୋଇଯାଏ। ଏହା ସମସ୍ତଙ୍କୁ ଚକିତ କରେ। ଯାହାକୁ କହନ୍ତି କପାଳ ଲିଖନ। ଏମିତି ଏକ ଘଟଣାକୁ ନେଇ ଏବେ ଚର୍ଚ୍ଚା। ଦୁବାଇରେ ରହୁଥିବା ଜଣେ ପ୍ରବାସୀ ଭାରତୀୟ ନିଜର ଭାଗ୍ୟ ବଳରେ ଡ୍ରାଇଭରରୁ ପାଲଟିଯାଇଛନ୍ତି କୋଟିପତି । ଆପଣ ନିଶ୍ଚୟ ଜାଣିବାକୁ ଇଚ୍ଛା କରୁଥିବେ ଏହା କିପରି ସମ୍ଭବ ହେଲା। ଦୁବାଇରେ ଏକ ଘରୋଇ ସଂସ୍ଥାରେ ଜଣେ ଡ୍ରାଇଭର ଭାବେ କାମ କରନ୍ତି ଜନ୍ ବର୍ଗିସ । […]