• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Durga Puja

West Bengal | Kolkata Gears Up For Durga Puja
ମା' ଆସୁଛି , ପ୍ରସ୍ତୁତି ଶେଷ

ଆଉ କିଛି ଦିନର ଅପେକ୍ଷା। ଧରାବତରଣ କରିବେ ମାଆ ଜଗତଜନନୀ ଦୁର୍ଗା। ଏଥିପାଇଁ ଏବେ ଚଳଚଞ୍ଚଳ କୋଲକାତା। ମୂର୍ତ୍ତି ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ମାଆଙ୍କ ଆଭୂଷଣ ଚିନ୍ତା
୪ ଫୁଟର ମୂର୍ତ୍ତିରେ କେମିତି ଲାଗିବ ମାଆଙ୍କ ଆଭୂଷଣ?

କେବଳ କଟକ ନୁହେଁ ଭୁବନେଶ୍ୱରରେ ବି ସେଇ ସମାନ ସ୍ଥିତି। ସେହିପରି ପାର୍ବଣ କଟକଣା ପାଇଁ ଯାକଜମକ ନଥିବାରୁ ଡେକୋରେସନକୁ ନେଇ ତୋରଣ, ଆଲୋକୀକରଣ, ସାଉଣ୍ଡ ଏପରିକି ଚାନ୍ଦି, ତାରକସି ଗହଣା କାରିଗରଙ୍କ ସହ ବ୍ୟବସାୟୀ ବି ଚିନ୍ତାରେ କଟକଣା।

Duraga Puja
କଟକର ବିଭିନ୍ନ ପୂଜା ମଣ୍ଡପରେ ମୂର୍ତ୍ତି ନିର୍ମାଣ ଚାଲିଛି

ଦଶହରା ଅଳ୍ପ ଦିନ ଥିବାରୁ କଟକରେ ପ୍ରସ୍ତୁତି ଜୋରସୋରରେ କରାଯାଉଛି। କୋଭିଡ୍ କଟକଣାରେ ଛୋଟ ମୂର୍ତ୍ତି ନିର୍ମାଣ କରି ପୂଜା କରାଯାଉଛି। କଟକର ବିଭିନ୍ନ ପୂଜା ମଣ୍ତପରେ ସରକାରଙ୍କ ଗାଇଡଲାଇନ୍ ଅନୁଯାୟୀ ୪ ଫୁଟର ମୂର୍ତ୍ତି ନିର୍ମାଣ କରାଯାଇଛି। ମା’ଙ୍କ ଛୋଟ ମୂର୍ତ୍ତି ନେଇ ଲୋକଙ୍କ ମନରେ ଅସନ୍ତୋଷ ଦେଖାଦେଇଛି।

BMC Issues Guidelines For Durga Puja Celebrations In Bhubaneswar
ଦୁର୍ଗାପୂଜା ପାଇଁ ଗାଇଡଲାଇନ ଜାରି କଲା ଭୁବନେଶ୍ୱର ମହାନଗର ନିଗମ

କୋଭିଡ଼ ଗାଇଡଲାଇନ ମାନି ପୂଜା କମିଟିମାନେ ପୂଜା ଆୟୋଜନ କରିବେ। ଇଣ୍ଡୋର ଭଳି ବ୍ୟବସ୍ଥାରେ କେବଳ ପରମ୍ପରା ରକ୍ଷା ପାଇଁ ପୂଜା କରାଯିବ ।

Durga Puja
ଦୁର୍ଗା ପୂଜା ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା BMC

ଦୁର୍ଗାପୂଜା ପାଇଁ ଗାଇଡଲାଇନ ଜାରି କଲା ଭୁବନେଶ୍ୱର ମହାନଗର ନିଗମ । କୋଭିଡ଼ ଗାଇଡଲାଇନ ମାନି ପୂଜା କମିଟିମାନେ ପୂଜା ଆୟୋଜନ କରିବେ । ଇଣ୍ଡୋର ଭଳି ବ୍ୟବସ୍ଥାରେ କେବଳ ପରମ୍ପରା ରକ୍ଷା ପାଇଁ ପୂଜା କରାଯିବ କହିଲା ବିଏମ୍‌ସି ।

durgapuja
ମୂର୍ତ୍ତି ଉଚ୍ଚତା ବିବାଦର ଅନ୍ତ : ହାଇକୋର୍ଟଙ୍କ ନିର୍ଦ୍ଦେଶ ଓ ସରକାରଙ୍କ ଗାଇଡଲାଇନ୍‌ ଅନୁସାରେ ହେବ ପୂଜା

ହାଇକୋର୍ଟରୁ ବାଲୁବଜାର ପୂଜା କମିଟିକୁ ଝଟକା ପରେ ସହରର ପୂଜା କମିଟି ଏବଂ ଶାନ୍ତି କମିଟି ପକ୍ଷରୁ ଏକ ଆଭ୍ୟନ୍ତରୀଣ ବୈଠକ ବସିଥିଲା । କେତେକ ପୂଜା ମଣ୍ଡପ କର୍ମକର୍ତ୍ତା ଶାନ୍ତି କମିଟି ବୈଠକରେ ଅସନ୍ତୋଷ ଜାହିର କରିବା ସହ ଘଟପୂଜା ପାଇଁ ପ୍ରସ୍ତାବ ଦେଇଥିବା ବେଳେ ଆଉ କିଛି ପୂଜା କମିଟି ୪ ଫୁଟ ମୂର୍ତ୍ତି ତିଆରି କରି ପୂଜା କରିବାକୁ ନିଷ୍ପତି ନେଇଥିଲେ ।

Cuttack Durga Puja | Orissa High Court Decision On Idol Height Today
ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଆଜି ରାୟ ଶୁଣାଇବେ ହାଇକୋର୍ଟ

ମା' ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ; ଆଜି ହାଇକୋର୍ଟଙ୍କ ରାୟ

protest
ମୂର୍ତ୍ତି ଉଚ୍ଚତା ପାଇଁ ମୌନ ପ୍ରତିବାଦ

ମୂର୍ତ୍ତି ଉଚ୍ଚତା ପାଇଁ ମୌନ ପ୍ରତିବାଦ। ‘ରାଜନୈତିର ରୁଟି ସେକିବା ଭଳି ବଳି ପକଉଛନ୍ତି ସାଧାରଣ ଲୋକଙ୍କ ଭକ୍ତଭାବ’। ମୂର୍ତ୍ତି ଉଚ୍ଚତା ବଢ଼େଇବାକୁ କଟକରେ ମୌନ ପ୍ରତିବାଦ ହେଉଛି। କଟକ ବାରବାଟୀ ବିଧାୟକ ମହମ୍ମଦ୍ ମୋକିମ୍ ପୁରୀଘାଟରେ ବିକ୍ଷୋଭ ଜାରି ରଖିଛନ୍ତି।

MP bhartruhari mahtab
ମା'ଙ୍କ ମୂର୍ତ୍ତି ଛୋଟ ଅର୍ଥ ଏହା ବିଘ୍ନ: ଭର୍ତ୍ତୃହରି

ମୂର୍ତ୍ତି ଉଚ୍ଚତା ବିବାଦ ସଂପର୍କରେ ଆଲୋଚନା ପାଇଁ କଟକ ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି କମିଟି ଆବାହକତ୍ୱରେ ବସିଥିବା ବୈଠକ ବସିଥିଲା। ଏଇ ବୈଠକରେ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଜୋର୍‌ଦାର ହୋହଲ୍ଲା ବି ହୋଇଥିଲା। ଶାନ୍ତି କମିଟି ବୈଠକରେ ମୂର୍ତ୍ତି ଉଚ୍ଚତା ସଂପର୍କରେ ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି ଯେ ମୂର୍ତ୍ତି ଛୋଟ ଅର୍ଥ ଏହା ଏକ ବିଘ୍ନ।

durga puja
ଏ ବର୍ଷ ବି ୪ ଫୁଟର ହେବ ମୂର୍ତ୍ତି

ଏ ବର୍ଷ ବି ୪ ଫୁଟର ହେବ ମୂର୍ତ୍ତି। ଦୁର୍ଗା ମୂର୍ତ୍ତି ଉଚ୍ଚତା ୪ ଫୁଟ ହେବାର ନିଷ୍ପତ୍ତି ନେଲା SRC। କୋଭିଡ ପରିସ୍ଥିତିକୁ ଆଖି ଆଗରେ ରଖି ସଂକ୍ରମଣ ନ ବଢିବା ପାଇଁ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। କୋଭିଡ ଗାଇଡଲାଇନ୍ ଅନୁଯାୟୀ ନିଡାମ୍ବରରେ ପାଳନ ହେବ ପାର୍ବଣ।

durga puja idol
ମୂର୍ତ୍ତି ଉଚ୍ଚତା ନେଇ ନିଷ୍ପତ୍ତି ହୋଇପାରିଲାନି, ୨ ଦିନ ସମୟ ନେଲେ ସରକାର

ଦୁର୍ଗାପୂଜାରେ ମୂର୍ତ୍ତିର ଉଚ୍ଚତା କେତେ ରହିବ, ସେ ନେଇ କୌଣସି ନିଷ୍ପତ୍ତି ଆଜି ନିଆଯାଇ ପାରିଲା ନାହିଁ । ପୁଣି ୨ ଦିନ ସମୟ ନେଇଛନ୍ତି ରାଜ୍ୟ ସରକାର।

west-bengal
ଏଥର ଦୁର୍ଗାପୂଜା ପଣ୍ଡାଲରେ ଲାଗିବ ମମତା ବାନାର୍ଜୀଙ୍କ ପ୍ରତିମୂର୍ତ୍ତି

ଶାରଦୀୟ ଦୁର୍ଗାପୂଜା ପାଇଁ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଛି ପ୍ରସ୍ତୁତି ପବ । ଏଥର ଦୂର୍ଗାପୂଜା ପଣ୍ଡାଲରେ ଲାଗିବ ମମତା ବାନାର୍ଜୀଙ୍କ ୧୦ ହାତ ଥିବା ମୂର୍ତ୍ତି । କୋଲକାତାର ବାଗୁଇହାଟି ଅଞ୍ଚଳରେ ନଜରୁଲ ପାର୍କ ଉନ୍ନୟନ ସମିତି ଦେବୀ ଦୁର୍ଗାଙ୍କ ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୂର୍ତ୍ତି ଲଗାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହାପରେ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି

Special Story | Kasatandi Flowers In Full Bloom Welcome Goddess Durga
ଆସୁଛନ୍ତି ମାଆ ଜଗତ ଜନନୀ, ଧଳା ବିଛଣା ସଜେଇ ସ୍ୱାଗତ କରୁଛି କାଶତଣ୍ଡୀ

କିଛିଦିନ ପରେ ଧରାବତରଣ କରିବେ ଜଗତ ଜନନୀ ମାଆ ଦୁର୍ଗା। ଏଥିପାଇଁ ସଜେଇ ହେଉଛି ଧରା।