• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Durga Puja

MP bhartruhari mahtab
ମା'ଙ୍କ ମୂର୍ତ୍ତି ଛୋଟ ଅର୍ଥ ଏହା ବିଘ୍ନ: ଭର୍ତ୍ତୃହରି

ମୂର୍ତ୍ତି ଉଚ୍ଚତା ବିବାଦ ସଂପର୍କରେ ଆଲୋଚନା ପାଇଁ କଟକ ମହାନଗର ଶାନ୍ତି କମିଟି ଓ ପୂର୍ବାଞ୍ଚଳ ଶାନ୍ତି କମିଟି ଆବାହକତ୍ୱରେ ବସିଥିବା ବୈଠକ ବସିଥିଲା। ଏଇ ବୈଠକରେ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଜୋର୍‌ଦାର ହୋହଲ୍ଲା ବି ହୋଇଥିଲା। ଶାନ୍ତି କମିଟି ବୈଠକରେ ମୂର୍ତ୍ତି ଉଚ୍ଚତା ସଂପର୍କରେ ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି ଯେ ମୂର୍ତ୍ତି ଛୋଟ ଅର୍ଥ ଏହା ଏକ ବିଘ୍ନ।

durga puja
ଏ ବର୍ଷ ବି ୪ ଫୁଟର ହେବ ମୂର୍ତ୍ତି

ଏ ବର୍ଷ ବି ୪ ଫୁଟର ହେବ ମୂର୍ତ୍ତି। ଦୁର୍ଗା ମୂର୍ତ୍ତି ଉଚ୍ଚତା ୪ ଫୁଟ ହେବାର ନିଷ୍ପତ୍ତି ନେଲା SRC। କୋଭିଡ ପରିସ୍ଥିତିକୁ ଆଖି ଆଗରେ ରଖି ସଂକ୍ରମଣ ନ ବଢିବା ପାଇଁ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। କୋଭିଡ ଗାଇଡଲାଇନ୍ ଅନୁଯାୟୀ ନିଡାମ୍ବରରେ ପାଳନ ହେବ ପାର୍ବଣ।

durga puja idol
ମୂର୍ତ୍ତି ଉଚ୍ଚତା ନେଇ ନିଷ୍ପତ୍ତି ହୋଇପାରିଲାନି, ୨ ଦିନ ସମୟ ନେଲେ ସରକାର

ଦୁର୍ଗାପୂଜାରେ ମୂର୍ତ୍ତିର ଉଚ୍ଚତା କେତେ ରହିବ, ସେ ନେଇ କୌଣସି ନିଷ୍ପତ୍ତି ଆଜି ନିଆଯାଇ ପାରିଲା ନାହିଁ । ପୁଣି ୨ ଦିନ ସମୟ ନେଇଛନ୍ତି ରାଜ୍ୟ ସରକାର।

west-bengal
ଏଥର ଦୁର୍ଗାପୂଜା ପଣ୍ଡାଲରେ ଲାଗିବ ମମତା ବାନାର୍ଜୀଙ୍କ ପ୍ରତିମୂର୍ତ୍ତି

ଶାରଦୀୟ ଦୁର୍ଗାପୂଜା ପାଇଁ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଛି ପ୍ରସ୍ତୁତି ପବ । ଏଥର ଦୂର୍ଗାପୂଜା ପଣ୍ଡାଲରେ ଲାଗିବ ମମତା ବାନାର୍ଜୀଙ୍କ ୧୦ ହାତ ଥିବା ମୂର୍ତ୍ତି । କୋଲକାତାର ବାଗୁଇହାଟି ଅଞ୍ଚଳରେ ନଜରୁଲ ପାର୍କ ଉନ୍ନୟନ ସମିତି ଦେବୀ ଦୁର୍ଗାଙ୍କ ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୂର୍ତ୍ତି ଲଗାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହାପରେ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି

Special Story | Kasatandi Flowers In Full Bloom Welcome Goddess Durga
ଆସୁଛନ୍ତି ମାଆ ଜଗତ ଜନନୀ, ଧଳା ବିଛଣା ସଜେଇ ସ୍ୱାଗତ କରୁଛି କାଶତଣ୍ଡୀ

କିଛିଦିନ ପରେ ଧରାବତରଣ କରିବେ ଜଗତ ଜନନୀ ମାଆ ଦୁର୍ଗା। ଏଥିପାଇଁ ସଜେଇ ହେଉଛି ଧରା।