ବଜାରରେ ଖୁବ୍ ଶୀଘ୍ର ଉପଲବ୍ଧ ହୋଇପାରେ ଡିଜିଟାଲ୍ ମୁଦ୍ରା । ଡିଜିଟାଲ ମୁଦ୍ରା ଆରମ୍ଭ କରିବା ଦିଗରେ ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ୨୦୨୩ ସୁଦ୍ଧା ଡିଜିଟାଲ ମୁଦ୍ରା ପ୍ରଚଳନ କରିବାକୁ ଭାରତ ଲକ୍ଷ୍ୟ ରଖିଛି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।