୩ ବର୍ଷ ପରେ ସେସବୁ କେମିତି ଚାଲିଛି, ମୋବାଇଲ ଟୟଲେଟ୍ ଅବସ୍ଥା କେମିତି ଅଛି ଆସନ୍ତୁ ଜାଣିବା।
କଟକରେ ପ୍ରଥମ ଥର ଲାଗି ଆରମ୍ଭ ହେଲା ଇ-ଟଏଲେଟ୍ ବ୍ୟବସ୍ଥା । କଟକ ମହାନଗର ନିଗମର ସହଯୋଗରେ ସୁଲଭ ପରିମଳ କେନ୍ଦ୍ର ଓ ରିଫ୍ରେଶମେଣ୍ଟ ସେଣ୍ଟରର ଉଦଘାଟନ ହୋଇଛି । ଏକ ସଙ୍ଗରେ କଟକରେ ଦୁଇଟି ସ୍ଥାନରେ ଏହି ସ୍ୱୟଂଚାଳିତ ସ୍ମାର୍ଟ ଟଇଲେଟର ସୁବିଧା ମିଳିବ । ଲୋକଙ୍କୁ ୧ ଟଙ୍କା ଦେୟରେ ଏହି ସୁବିଧା ଯୋଗାଇ ଦିଆଯିବ