ରିକ୍ଟର ସ୍କେଲ୍ରେ ଭୂକମ୍ପର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ଏଥିରେ ୨୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୦ରୁ ଅଧିକ ଆହତ ହୋଇଥିବା ଜଣାପଡ଼ିଛି।