ଥରିଲା ଇଣ୍ଡୋନେସିଆ। ମଙ୍ଗଳବାର ସକାଳୁ ସକାଳୁ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଭୂକମ୍ପର ଝଟ୍କା ଏତେ ଜୋର ଥିଲା ଯେ ଭୟଭୀତ ହୋଇ ଲୋକମାନେ ଘର ବାହାରକୁ ଚାଲି ଆସିଥିଲେ।