ଆଜି ସକାଳୁ ସକାଳୁ ଦକ୍ଷିଣ-ପୂର୍ବ ତୁର୍କୀରେ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଫଳରେ ଓସ୍ମାନିଆ ପ୍ରଦେଶର ୧୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ବିଲ୍ଡିଂ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ ହୋଇଯାଇଛି।
ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୯ ରେକର୍ଡ କରାଯାଇଥିବା ବେଳେ ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ୪୪୦ ଜଣ ଆହତ ହୋଇଥିବା ନେଇ ସୂଚନା ମିଳିଛି।
ଭୂକମ୍ପର କେନ୍ଦ୍ରସ୍ଥଳ ଆଚେ ପ୍ରଦେଶର ସିଙ୍ଗକିଲ ସହରଠାରୁ ୪୮ କିମି ଦୂର।
ଉତ୍ତରାଖଣ୍ଡର ଯୋଶୀମଠରେ ଭୂସ୍ଖଳନ ସହ ମାଟି ଦବିବା ପରେ ଏବେ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଭୟ ଓ ଆଶଙ୍କା ଦେଖାଦେଇଛି।
ଓଡ଼ିଶାରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଆଜି ସକାଳ ପ୍ରାୟ ୯ଟା ୪୭ ମିନିଟ୍ରେ ପ୍ରାୟ ୫/୬ ସେକେଣ୍ଡ ପାଇଁ ଗଜପତି ଜିଲ୍ଲା ମୋହନା ଓ ଆର. ଉଦୟଗିରି ବ୍ଲକ୍ର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।
ବଙ୍ଗୋପସାଗରରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ୫.୧ ତୀବ୍ରତାର ଭୂକମ୍ପ ଝଟ୍କା ନେଇ NCS ସୂଚନା ଦେଇଛି।
ଭୂକମ୍ପରେ ଅତି କମରେ ୪୪ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି ।
ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୫୭ ମିନିଟ୍ରେ ୩ ଦେଶରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା।
ଭାରତ, ଚୀନ ଓ ନେପାଳରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୫୭ ମିନିଟ୍ରେ ଏହି ୩ ଦେଶରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା।
ବିଶେଷଜ୍ଞଙ୍କ ମତରେ ତାଇଓ୍ୱାନ୍ ପ୍ରଶାନ୍ତ ମହାସାଗରୀୟ ଅଗ୍ନିବଳୟ ଉପରେ ରହିଛି ।
ତାଇୱାନ୍ର କିଛି ଅଞ୍ଚଳରେ କେତେକ ଘର ଭୁଶୁଡି ପଡିଥିବା ବେଳେ ଆଉ କିଛି ସ୍ଥାନରେ କାନ୍ଥରେ ଫାଟ ସୃଷ୍ଟି ହୋଇଥିବା ସୂଚନା ମିଳିଛି ।
ଭୂମିକମ୍ପରେ ୨୧ ଜଣଙ୍କର ମୃତ୍ୟୁ ।
ଆଜି ସକାଳୁ ସକାଳୁ ଫିଲିପାଇନ୍ସ(Philippines)ରେ ଭୂକମ୍ପ(Earthquake)ର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୦ ରେକର୍ଡ କରାଯାଇଛି।
ରିକ୍ଟର ସ୍କେଲ୍ରେ ଭୂକମ୍ପର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ଏଥିରେ ୨୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୦ରୁ ଅଧିକ ଆହତ ହୋଇଥିବା ଜଣାପଡ଼ିଛି।
ପୂର୍ବ ତିମୋର ଉପକୂଳରେ ଏକ ଭୟଙ୍କର ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ଏହି ବଡ଼ ଧରଣର ଭୂକମ୍ପ ଯୋଗୁ ଭାରତ ମହାସାଗରରେ ସୁନାମୀ ଆସିପାରେ।
ଥରିଲା ଇଣ୍ଡୋନେସିଆ। ମଙ୍ଗଳବାର ସକାଳୁ ସକାଳୁ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଭୂକମ୍ପର ଝଟ୍କା ଏତେ ଜୋର ଥିଲା ଯେ ଭୟଭୀତ ହୋଇ ଲୋକମାନେ ଘର ବାହାରକୁ ଚାଲି ଆସିଥିଲେ।
ରାଜ୍ୟର ୪ ଜିଲ୍ଲାରେ ଆଜି ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଆଜି ସକାଳ ୧୧ଟା ୧୯ରେ ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଓ ବୌଦ୍ଧ ଜିଲ୍ଲାରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୩.୫ ରେକର୍ଡ କରାଯାଇଛି।
ବଡ଼ଧରଣର ଭୂକମ୍ପ ଝଟ୍କାରେ ଥରିଲା ଜାପାନ। ଟୋକିଓ ଠାରୁ ୨୯୭ କି.ମି. ଦୂର ଉତ୍ତରପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଥିବା ଜଣାପଡ଼ିଛି। ଏହି ଶକ୍ତିଶାଳୀ ଭୂକମ୍ପରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ଆଜି ଅପରାହ୍ଣରେ ଓଡ଼ିଶାରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି।
ଦିଲ୍ଲୀ ଓ ଏହାର ଆଖପାଖ ସହରରେ ଆଜି ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜିକସ୍ତାନ ସୀମା ବୋଲି ସୂଚନା ମିଳିଛି।
ମିଜୋରାମର ଚମ୍ପାଇ ନିକଟରେ ଆଜି ଅପରାହ୍ଣରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଭାରତ-ମିଆଁମାର ସୀମାବର୍ତ୍ତୀ ଚମ୍ପାଇର ଦକ୍ଷିଣ-ପୂର୍ବରେ ୫୮ କି.ମି. ଦୂରରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା।
ପୂର୍ବ ଇଣ୍ଡୋନେସିଆରେ ମଙ୍ଗଳବାର ଏକ ଶକ୍ତିଶାଳୀ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଭୂକମ୍ପର ତୀବ୍ରତା ୭.୩ ରେକର୍ଡ କରାଯାଇଛି। ଭୂକମ୍ପ ଝଟ୍କା ପରେ ଭୟଙ୍କର ସୁନାମି ଆସିବାର ଆଶଙ୍କା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।