୨୦୨୬ରେ ଜାପାନକୁ ଭାରତ ଅତିକ୍ରମ କରିଯିବ ବୋଲି ରେଟିଂ ଏଜେନ୍ସି ଆକଳନ କରିଛନ୍ତି । ବର୍ତ୍ତମାନ ଆମେରିକା ସବୁଠୁ ବଡ଼ ଆର୍ଥିକ ମହାଶକ୍ତି ହୋଇଥିବାବେଳେ ତା’ପଛକୁ ରହିଛନ୍ତି ଚୀନ୍, ଜର୍ମାନୀ ଓ ଜାପାନ। ଭାରତର ଜିଡିପି ଅଭିବୃଦ୍ଧି ୨୦୨୫ରେ ୬.୬ ପ୍ରତିଶତ ରହିବ। ମୁଖ୍ୟତଃ ଅଧିକ ଘରୋଇ ଖର୍ଚ୍ଚ ଓ ନିବେଶ ପାଇଁ ଅର୍ଥନୀତିର ଅଭିବୃଦ୍ଧି ଏଭଳି ସ୍ତରରେ ରହିବ ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି।
ଆସନ୍ତା ଆର୍ଥିକ ବର୍ଷରେ ଦେଶରେ ଅଭିବୃଦ୍ଧି ହାର ୬.୫ରୁ ୭ ପ୍ରତିଶତ ରହିବ ।
୨୩ ତାରିଖରେ ବଜେଟ୍ ଉପସ୍ଥାପନ ହେବ । ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଆଗାମୀ ଆର୍ଥିକ ବର୍ଷ ଅର୍ଥାତ ୨୦୨୨-୨୩ରେ ଡିଜିପି ଅଭିବୃଦ୍ଧି ୮-୮.୫ ପ୍ରତିଶତ ରହିବ ବୋଲି ଆକଳନ କରାଯାଉଛି ।